Category: ତାଜା ଖବର

ସହଦେବ ନାୟକ ହତ୍ୟା ମାମଲାରେ ସିନ ରିକ୍ରିଏସନ କଲା ପୋଲିସ

ରସୁଲଗଡ଼ ଓଭରବ୍ରିଜ ଉପରେ ପୁଲିସ ମିତ୍ର ଓ ସଫେଇ କର୍ମଚାରୀ ସଂଘ ସଭାପତି ସହଦେବ ନାୟକଙ୍କୁ କରାଯାଇଥିବା ବିଭତ୍ସ ହତ୍ୟାକାଣ୍ଡର ଆଜି କ୍ରାଇମ ସିନ୍ ରିକ୍ରିଏସନ୍ କରାଯାଇଛି । ଗିରଫ ଅଭିଯୁକ୍ତ ଲକ୍ଷ୍ମୀଧର ନାୟକକୁ ଦୟାନଦୀ କୂଳକୁ ନିଆଯାଇ ସିନ୍ ରିକ୍ରିଏସନ୍…

ଯୁକ୍ତ ଦୁଇ ପରୀକ୍ଷାରେ କପି ରୋକିବ ଜିଲ୍ଲାସ୍ତରୀୟ ସ୍କ୍ବାଡ୍

କପି ରୋକିବ ଜିଲ୍ଲାସ୍ତରୀୟ ସ୍କ୍ବାଡ୍ । ରାଜ୍ୟରେ ଆଗକୁ ଅନୁଷ୍ଠିତ ହେବାକୁ ଥିବା ଯୁକ୍ତ ଦୁଇ ପରୀକ୍ଷାରେ କପି ରୋକିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ନୂଆ ପଦକ୍ଷେପ ଗ୍ରହଣ କରାଯାଇଛି । କପି ରୋକିବାକୁ ଜିଲ୍ଲାସ୍ତରୀୟ ସ୍କ୍ଵାର୍ଡ ଗଠନ…

ରାସନ କାର୍ଡ ଡେଡଲାଇନ୍: ୩୧ ଜାନୁଆରି ସୁଦ୍ଧା ଇ-କେୱାଇସି ଜରୁରୀ

ରାସନ କାର୍ଡକୁ ନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଡେଡଲାଇନ୍ । ୩୧ ଜାନୁଆରି ସୁଦ୍ଧା ଇ-କେୱାଇସି ଜରୁରୀ । ରାସନ କାର୍ଡ ସହିତ ଇ-କେୱାଇସି ଶେଷ ହେବା ପରେ ହିତାଧିକାରୀଙ୍କୁ ନୂତନ ରାସନକାର୍ଡ ପ୍ରଦାନ…

ଛତିଶଗଡ଼ରେ ମାଓବାଦୀଙ୍କ ଉପରେ ପ୍ରଚଣ୍ଡ ଆକ୍ରମଣ; ୩ ନିହତ

ଛତିଶଗଡରେ ପୁଣି ଏନକାଉଣ୍ଟର । ସୁକୁମା ବିଜାପୁର ସୀମାରେ ଚାଲିଛି ଗୁଳି ବିନିମୟ । ପୋଲିସ ଓ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ୩ ମାଓବାଦୀ ନିହତ ହୋଇଛନ୍ତି । ଡିଆରଜି , ଏସଟିଏଫ୍‌, କୋବ୍ରା ବାହିନୀର ମିଳିତ ଅପରେସନରେ…

ସହଦେବ ନାୟକ ହତ୍ୟା: ଏକ କୋଟି ଟଙ୍କା କ୍ଷତିପୁରଣ ଦେବାକୁ ବିଜେଡିର ଦାବି

ଭୁବନେଶ୍ବର ରସୁଲଗଡ଼ରେ ସହଦେବ ନାୟକ ହତ୍ୟା ମାମଲାକୁ ନେଇ ଆଜି ସାମ୍ୱାଦିକ ସମ୍ମିଳନୀ କରିଛନ୍ତି ବିଜେଡି । ପ୍ରେସମିଟରେ ବିଜେଡ଼ି କହିଛି ରାଜଧାନୀରେ ଯେତେବେଳେ ପ୍ରବାସୀ ଭାରତୀୟ ଦିବସ ପାଳନ ହେଉଥିବା ବେଳେ ଏହିପରି ଜଘନ୍ୟ ହତ୍ୟା ଘଟଣା ଘଟିଛି। ହତ୍ୟାର…

ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁର୍ଷ୍କମ ଉଦ୍ୟମ ପରେ ଛୁରାମାଡ଼

ନନ୍ଦପୁର ଥାନା ଅଞ୍ଚଳର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଛୁରାମାଡ଼ ହୋଇଛି । ଶୌଚ ପାଇଁ ଯାଇଥିଲା ବେଳେ ଦୁଷ୍କର୍ମ ଉଦ୍ୟମ କରି ଛୁରାମାଡ଼ କରିଥିବା ଅଭିଯୋଗ ହୋଇଛି। ନନ୍ଦପୁର ଥାନାରେ ଏତଲା ପରେ ମାମଲା ହୋଇଥିବା ବେଳେ ଅଭିଯୁକ୍ତ ଫେରାର…

ପବିତ୍ର ଶାମ୍ବ ଦଶମୀର ମାହାତ୍ମ୍ୟ

ଶାମ୍ବ ଦଶମୀ ହିନ୍ଦୁ ଧର୍ମ ମାନ୍ୟତା ଅନୁଯାୟୀ ଏକ ପବିତ୍ର ପର୍ବ ଅଟେ। ପୌଷମାସ ଶୁକ୍ଳ ପକ୍ଷ ଦଶମୀ ତିଥିରେ ଶାମ୍ବ ଦଶମୀ ପାଳିତ ହୋଇଥାଏ। ଶାମ୍ବ ଦଶମୀ ହେଉଛି ସୂର୍ଯ୍ୟପୂଜାର ପର୍ବ । ଏହି ଦଶମୀକୁ ଶାମ୍ବ ଦଶମୀ, ଗାଁ…

ଭାରତକୁ ବିକଶିତ ରାଷ୍ଟ୍ର ଭାବେ ନିର୍ମାଣ କରିବାକୁ ପ୍ରବାସୀ ଭାରତୀୟଙ୍କ ସହଯୋଗ କାମନା କଲେ ମୋଦୀ

ପ୍ରଥମଥର ପାଇଁ ଓଡ଼ିଶାରେ ଆୟୋଜିତ ହେଉଛି ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନ । ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗଦେଇ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ। ପ୍ରଧାନମନ୍ତ୍ରୀ ମୋଦି ଜଗନ୍ନାଥ ଓ ଲିଙ୍ଗରାଜଙ୍କ ଭୂମିରେ ପ୍ରବାସୀଙ୍କୁ ସ୍ବାଗତ କରିବା…

ରାଜ୍ୟରେ ଜାରି ରହିଛି ଶୀତ ଲହରୀ

ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରୀ । ଉତ୍ତର-ପୂର୍ବ ଭାରତରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ଫଳରେ ଶୀତ ଲହରୀ ଜାରି ରହିଛି । ରାଜ୍ୟର ବିଭିନ୍ନ ଅଞ୍ଚଳରେ ଶୀତ ଅନୁଭୂତ ହେଉଛି। ୬ ଡିଗ୍ରୀ ତଳେ ରାତି…

ପ୍ରବାସୀ ଭାରତୀୟ ଦିବସ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀ

ଜନତା ମଇଦାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜ୍ୟପାଳ ହରି ବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି । ଏହା…