Category: ତାଜା ଖବର

ପୁରୀ କେନ୍ଦ୍ରୀୟ ସଂସ୍କୃତ ବିଶ୍ବବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀ; ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ ଆଲୋଚନା ଚକ୍ରରେ ଦେଲେ ଯୋଗ

ଆଜି କେନ୍ଦ୍ରୀୟ ସଂସ୍କୃତ ବିଶ୍ୱ ବିଦ୍ୟାଳୟ, ପୁରୀ ଠାରେ ଆୟୋଜିତ ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ ସନ୍ଦର୍ଭରେ, ଭାରତୀୟ ଜ୍ଞାନ ପରମ୍ପରା ସମ୍ପର୍କରେ ଆଲୋଚନା ଚକ୍ର କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି…

ଭୁବନେଶ୍ବରରେ ବିଏମସି ଅଞ୍ଚଳରେ ଅଛନ୍ତି ୪୭,୧୨୬ ବୁଲା କୁକୁର

ରାଜ୍ୟରେ ପ୍ରଥମ ଥର ପାଇଁ ଭୁବନେଶ୍ୱରରେ ବୁଲା କୁକୁର ଗଣନା କରାଯାଇଥିଲା। ଗତ ସେପ୍ଟେମ୍ବର ୧୮ରୁ ୨୫ ତାରିଖ ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ବିଏମସି ପକ୍ଷରୁ ଦୁଇଟି ପର୍ଯ୍ୟାୟରେ କୁକୁର ଗଣନା କରାଯାଇଥିଲା । ବିଏମସି ଅଞ୍ଚଳରେ ୪୭,୧୨୬ ବୁଲା କୁକୁର…

ପୁରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇ ବିକ୍ରେତାଙ୍କ ସହ ସୁଖଦୁଃଖ ହେଲେ ମୁଖ୍ୟମନ୍ତ୍ରୀ

ପୁରୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀ ଗସ୍ତ ସମୟରେ ବାଟରେ କାଦୁଆ ଠାରେ ଅଟକି ଜଣେ ପଇଡ ବିକ୍ରେତା ଠାରୁ ପଇଡ କିଣି ପିଇଥିଲେ ଏବଂ ପଇଡ ବିକ୍ରେତା ଶ୍ରୀଧର…

ଜନ୍ମଦିନରେ ପଦଯାତ୍ରା କରିବେ ନବୀନ ପଟ୍ଟନାୟକ

ଜନ୍ମଦିନରେ ପଦଯାତ୍ରା କରିବେ ନବୀନ ପଟ୍ଟନାୟକ । ଅକ୍ଟୋବର ୧୬ ନିଜ ଜନ୍ମଦିନରେ ପଦଯାତ୍ରାକୁ ଓହ୍ଲାଇବେ ନବୀନ । ଏ ନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଜିଲ୍ଲା ବିଜେଡି ସଭାପତି ଅଶୋକ ପଣ୍ଡା । ସେ କହିଛନ୍ତି ନବୀନ ପଟ୍ଟନାୟକ ଗଙ୍ଗନଗର…

ତାମିଲନାଡୁ କରୁର ଦଳାଚକଟା ଘଟଣା: ତଦନ୍ତ କରିବ CBI

ତାମିଲନାଡୁ କରୁର ଦଳାଚକଟା ଘଟଣାର ତଦନ୍ତ କରିବ ସିବିଆଇ । ସିବିଆଇକୁ ତଦନ୍ତ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ। ସୁପ୍ରିମକୋର୍ଟ ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେବାପରେ ଅଭିନେତା ତଥା ନେତା ବିଜୟଙ୍କ ଅଡ଼ୁଆ ବଢିଛି। ଅବସରପ୍ରାପ୍ତ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଅଜୟ ରସ୍ତୋଗିଙ୍କ…

ଭୁବନେଶ୍ବର ଏମ୍‌ସ କର୍ମଚାରୀଙ୍କୁ ଗୁଳି କରି ହତ୍ୟା

ଭୁବନେଶ୍ବର ଏମ୍‌ସ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ । ଡ୍ୟୁଟି ଆସିବା ବେଳେ ଲ୍ୟାବ୍ ଆସିଷ୍ଟାଣ୍ଟଙ୍କୁ ଗୁଳିମାଡ଼ ।ରଣସିଂହପୁରରେ ଗୋଡ଼ାଇ ଗୋଡ଼ାଇ ଏମ୍‌ସରେ କାର୍ଯ୍ୟରତ କର୍ମଚାରୀ ସୁଧାଂଶୁ ଖୁଣ୍ଟିଆଙ୍କୁ ଗୁଳିମାଡ଼ କଲେ ଦୁର୍ବୃତ୍ତ । ଗୁରୁତର ଅବସ୍ଥାରେ ତାଙ୍କୁ…

ରାତିରେ ଝିଅମାନେ ବାହାରକୁ ଯିବା ଉଚିତ୍‌ ନୁହେଁ; ମମତାଙ୍କ ମନ୍ତବ୍ୟକୁ ସମାଲୋଚନା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ମମତା ବାନାର୍ଜୀଙ୍କୁ କଡ଼ା କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଝିଅମାନେ ରାତିରେ ବାହାରକୁ ଯିବା ଉଚିତ୍‌ ନୁହେଁ’ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା କରିଛନ୍ତି ଉପମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଜଣେ ମହିଳା ମୁଖ୍ୟମନ୍ତ୍ରୀଙ୍କ ମୁହଁରୁ ଏଭଳି ମନ୍ତବ୍ୟ ଆସିବା ଉଚିତ୍‌…

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ନିର୍ବାଚନ କମିଶନଙ୍କ ପକ୍ଷରୁ ଏ ସଂପର୍କିତ ବିଜ୍ଞପ୍ତି ପ୍ରକାଶ ପାଇବ । ଏହା ପରେ ପରେ ଆରମ୍ଭ ହୋଇଯିବ ନାମାଙ୍କନ ଦାଖଲ ପ୍ରକ୍ରିୟା। ନାମାଙ୍କନ ଦାଖଲର ଶେଷ ଦିନ ହେଉଛି ଆସନ୍ତା…

ଐତିହାସିକ ସୂଚନା ଅଧିକାର ଆଇନକୁ ପଙ୍ଗୁ କରିଛି ମୋଦୀ ସରକାର: ଭକ୍ତ ଦାସ 

ଆଜି କଂଗ୍ରେସ ଭବନରେ ସୂଚନା ଅଧିକାର ଆଇନର ୨୦ ବର୍ଷ ପୂର୍ତ୍ତି ଅବସରରେ ଅନୁଷ୍ଠିତ ସାମ୍ବାଦିକ ସମ୍ମୀଳନୀରେ ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି ସୂଚନା ଅଧିକାର ଆଇନ ବଳରେ ଗରିବରୁ ଗରିବ ମଧ୍ୟ ଅପିଲ କରି ନ୍ୟାୟ ପାଇପାରିବ…

ବିହାର ପାଇଁ ଏନଡିଏର ଆସନ ବୁଝାମଣା ଚୂଡ଼ାନ୍ତ

ବିହାର ବିଧାନସଭା ନିର୍ବାଚନରେ ଏନଡିଏର ଆସନ ବୁଝାମଣା ଚୂଡ଼ାନ୍ତ । ବିଜେପି ଓ ଜେଡିୟୁ ପ୍ରତ୍ୟେକ ୧୦୧ ଆସନରେ ଲଢ଼ିବେ । ଚିରାଗ ପାଶୱାନଙ୍କ ଲୋକ ଜନଶକ୍ତି ପାର୍ଟି- ରାମବିଳାସ ୨୯ ଆସନରେ ଲଢ଼ିବ। ଉପେନ୍ଦ୍ର କୁଶୱାହାଙ୍କ ରାଷ୍ଟ୍ରୀୟ ଲୋକମୋର୍ଚ୍ଚା ଓ…