Category: ତାଜା ଖବର

କେନ୍ଦୁଝର ଘଟଗାଁ ରେ ଆରମ୍ଭ ହେଲା ‘ଜଙ୍ଗଲ ସଫାରୀ’

ଘଟଗାଁରେ ଖୋଲିଲା ଜଙ୍ଗଲ ସଫାରୀ । ସଫାରୀ ଗାଡ଼ିରେ ବସି ଏବେ ବନ୍ୟଜନ୍ତୁ ଦେଖିବେ ପର୍ଯ୍ୟଟକ । ଆଜିଠାରୁ ଅଟେଇ ସଂରକ୍ଷିତ ଜଙ୍ଗଲରେ ଜଙ୍ଗଲ ସଫାରୀ ଆରମ୍ଭ ହୋଇଛି। କେନ୍ଦୁଝର ସାଂସଦ ଅନନ୍ତ ନାୟକ ଏହାର ଉଦଘାଟନ କରିଛନ୍ତି। ସଫାରୀ ଗାଡ଼ିରେ…

ଆଚାର୍ଯ୍ୟ ବିହାରରୁ ବାଣୀବିହାର ରାସ୍ତାରେ ଜବରଦଖଲ ଉଚ୍ଛେଦ; ତୀବ୍ର ଉତ୍ତେଜନା

ଭୁବନେଶ୍ବରରେ ଜବରଦଖଲ ଉଚ୍ଛେଦ। ପ୍ରବାସୀ ଭାରତୀୟ ଦିବସ ପାଇଁ ସହରକୁ ସୁନ୍ଦର କରାଯାଉଛି। ତେଣୁ ଆଜି ଆଚାର୍ଯ୍ୟ ବିହାରରୁ ବାଣୀ ବିହାର ମଝିରେ ରାସ୍ତା କଡ଼ରେ ଥିବା ଜବରଦଖଲକରି ରହିଥିବା ଫଳ ଦୋକାନ, ଟିକେଟ ବୁକିଂ କେନ୍ଦ୍ର, ବହି ଦୋକାନ, ଚା…

ମୃତ ଚାଷୀଙ୍କ ପରିବାରକୁ ସହାୟତା ଦେଲେ ନବୀନ

ଫସଲହାନୀ ପାଇଁ ଜୀବନ ହାରିଥିବା ଚାଷୀଙ୍କ ପରିବାରକୁ ସହାୟତା ଦେଲେ ବିରୋଧି ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୃତ ଚାଷୀ ପରିବାରକୁ ୧ ଲକ୍ଷ ଟଙ୍କା ସହାୟତା ରାଶି ଦେଇଛନ୍ତି ନବୀନ । ସୂଚନା ଯୋଗ୍ୟ; ଅଦିନିଆ…

ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀ ମାନଙ୍କ ଗ୍ରାଚୁଇଟି ବୃଦ୍ଧି

ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀ ମାନଙ୍କ ଗ୍ରାଚୁଇଟି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ସରକାରୀ ଅନୁଦାନ…

ରାଜ୍ୟ ଦୁର୍ନୀତି ନିବାରଣ ସଂସ୍ଥାର ଶକ୍ତି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁର୍ନୀତି ଉପରେ ଆରମ୍ଭରୁ କଡ଼ା ଆଭିମୁଖ୍ୟ ନେଇ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଆସିଛନ୍ତି। ବିଶେଷ କରି ଉଚ୍ଚ ସ୍ତରରେ ଦୁର୍ନୀତି ଉପରେ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଉଛି। ଏଥିପାଇଁ ରାଜ୍ୟ ଦୁର୍ନୀତି ନିବାରଣ ସଂସ୍ଥାର…

ପିଏମ୍‌ ଫସଲ ବୀମା ୨୦୨୫-୨୬ ପର୍ଯ୍ୟନ୍ତ ବୃଦ୍ଧି

ନୂଆ ବର୍ଷରେ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ଉପହାର।ପିଏମ୍‌ ଫସଲ ବୀମା ୨୦୨୫-୨୬ ପର୍ଯ୍ୟନ୍ତ ବୃଦ୍ଧି କଲେ କେନ୍ଦ୍ର ସରକାର। ଫସଲ ବୀମା ଯୋଜନାକୁ କୃଷକଙ୍କ ପାଇଁ ଅଧିକ ଆକର୍ଷକ କରିବା ସଂପର୍କିତ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି ।…

ଜାନୁଆରୀ ୩ ରେ ରାଜ୍ୟପାଳ ଭାବେ ଶପଥ ନେବେ ଡକ୍ଟର ହରିବାବୁ କମ୍ଭମପତି

ଆସନ୍ତା କାଲି ଓଡିଶା ଆସିବେ ନୂଆ ରାଜ୍ୟପାଳ । ଓଡ଼ିଶାରେ ପହଞ୍ଚି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ଏହାପରେ ଜାନୁଆରୀ ୩ତାରିଖରେ ଓଡିଶାର ୨୭ ତମ ରାଜ୍ୟପାଳ ଭାବେ ଶପଥ ନେବେ ଡକ୍ଟର ହରିବାବୁ କମ୍ଭମପତି । ଓଡ଼ିଶାର ରାଜ୍ୟପାଳ…

NTCA ଛାଟ ପରେ ବାଘୁଣୀ ଜିନ୍ନତକୁ ଫେରାଇଲା ପଶ୍ଚିମବଙ୍ଗ

ପଶ୍ଚିମବଙ୍ଗରୁ ଶିମିଳିପାଳ ଫେରିଛି ବାଘୁଣୀ ‘ଜିନତ’। ପଶ୍ଚିମବଙ୍ଗ ଆଲିପୁର ଚିଡ଼ିଆଖାନାରୁ ସ୍ୱତନ୍ତ୍ର ଗାଡ଼ି ଯୋଗେ ବିଳମ୍ବିତ ରାତିରେ ଅଣାଯାଇଛି। ଓଡ଼ିଶା ପହଞ୍ଚିବା ପରେ ଶିମିଳିପାଳ ଦକ୍ଷିଣ ଡିଭିଜନର ସଫ୍ଟ ଏନକ୍ଲୋଜରରେ ଜିନତକୁ ଛଡ଼ାଯାଇଛି । ଜିନତକୁ ଆଣିବା ପାଇଁ କୋଲକାତାକୁ ଓଡ଼ିଶା…

ପୁରୀ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼; ବ୍ୟାରିକେଡ଼ ଭାଙ୍ଗିଲେ ଶ୍ରଦ୍ଧାଳୁ

ନୂଆ ଉତ୍ସାହ ଓ ନୂଆ ସମ୍ଭାବନା ସହ ପାଦ ଥାପିଛି ବର୍ଷ ୨୦୨୫ । ନୂଆ ବର୍ଷ ପାଇଁ ବଡଦାଣ୍ଡ ପାଲଟିଛି ଜନସମୁଦ୍ର । ମହାପ୍ରଭୁଙ୍କ ଦର୍ଶନ ଓ ଆଶୀର୍ବାଦ ପାଇଁ ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି ଅଗଣିତ ଭକ୍ତ । ଏଥିସହ ଶ୍ରୀମନ୍ଦିରରେ…

ନୂଆବର୍ଷ ପାଳିବେନି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ମନମୋହନ ସିଂହ ଙ୍କ ବିୟୋଗରେ ଚାଲିଥିବା ରାଷ୍ଟ୍ରୀୟ ଶୋକ ଓ ଅଦିନିଆ ବର୍ଷା ରେ କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖ ରେ ସମବେଦନା ଜଣାଇ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତକାଲି ନୂଆ…