Category: ତାଜା ଖବର

Makar Sankranti: ଆଜି ପବିତ୍ର ମକର ସଂକ୍ରାନ୍ତି; ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ପବିତ୍ର ମକର ସଂକ୍ରାନ୍ତି। ଭାରତର ସବୁ ପ୍ରାନ୍ତରେ ଏହାକୁ ଭିନ୍ନ ଭିନ୍ନ ନାମରେ ପାଳନ କରାଯାଏ। ମକର ସଂକ୍ରାନ୍ତିରେ ସୂର୍ଯ୍ୟ ଉତ୍ତରାୟଣ ଗତି କରିଥାନ୍ତି । ପୃଥିବୀର ଉତ୍ତର ଗୋଲାର୍ଦ୍ଧ ସୂର୍ଯ୍ୟଙ୍କ ଆଡକୁ ଢଳିଥାଏ । ପରମ୍ପରା ଅନୁସାରେ ଏହି…

Lingaraj Rituals Halted: ସେବାୟତଙ୍କ ବିବାଦ; ପୁଣି ଉପାସରେ ମହାପ୍ରଭୁ ଲିଙ୍ଗରାଜ

ପୁଣି ଉପାସରେ ମହାପ୍ରଭୁ ଲିଙ୍ଗରାଜ । ମକର ସଂକ୍ରାନ୍ତିରେ ଉପାସରେ ରହିଲେ ପ୍ରଭୁ ଲିଙ୍ଗରାଜ । ସେବାୟତଙ୍କ ବିବାଦ ଯୋଗୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ହୋଇଛି। ଗତକାଲି କ୍ଷୀର ଆଉଟା ନୀତିକୁ ନେଇ ବିବାଦ ଉପୁଜିଥିଲା ଓ ନୀତି ବନ୍ଦ ରହିଥିଲା।…

All Official Work To Be Conducted In Odia: ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ

ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ । ଏ ନେଇ ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ସରକାର । ଓଡ଼ିଶା ସରକାର ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି ଯାହା ଅନୁଯାୟୀ ବ୍ଲକ ସ୍ତରରୁ ରାଜ୍ୟ ସ୍ତର…

Lokayukta Appointment In Odisha: ୬ ସପ୍ତାହ ମଧ୍ୟରେ ଲୋକାୟୁକ୍ତ ନିଯୁକ୍ତି ସାରିବାକୁ ଓଡ଼ିଶା ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଓଡ଼ିଶା ହାଇକୋର୍ଟ ରାଜ୍ୟ ସରକାରଙ୍କୁ ଓଡ଼ିଶା ଲୋକାୟୁକ୍ତ ଆଇନ, ୨୦୧୪ ସଂଶୋଧନ ଏବଂ ନୂତନ ଲୋକାୟୁକ୍ତ ଅଧ୍ୟକ୍ଷ ଏବଂ ସଦସ୍ୟମାନଙ୍କ ନିଯୁକ୍ତି ପ୍ରକ୍ରିୟା ଛଅ ସପ୍ତାହ ମଧ୍ୟରେ ସମାପ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଲୋକାୟୁକ୍ତ ନିଯୁକ୍ତିରେ ବିଳମ୍ବ ନେଇ ଏକ…

CM Unveils Mega Projects: କେନ୍ଦୁଝରରେ ୭୧ଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି କେନ୍ଦୁଝରର ଧରଣୀଧର ବିଶ୍ୱବିଦ୍ୟାଳୟ ପଡିଆ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲାପାଇଁ ୧୯୦୦ କୋଟିରୁ ଉର୍ଦ୍ଧ୍ୱ ୭୧ଟି ପ୍ରକଳ୍ପର ଶୁଭଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଏହି ସମୟ…

Puri Rath Yatra: ରଥଯାତ୍ରାକୁ ନେଇ ବୈଠକ; ୬ ମାସ ପୂର୍ବରୁ ସବୁ ବିଭାଗକୁ ପ୍ରସ୍ତୁତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ଚଳିତବର୍ଷ ରଥଯାତ୍ରାକୁ ନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଲୋକ ସେବା ଭବନରେ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହିତ ମୁଖ୍ୟ ଶାସନ ସଚିବ ରଥଯାତ୍ରା ପ୍ରସ୍ତୁତି ବୈଠକ କରିଛନ୍ତି । ଏହି ବୈଠକରେ ୬…

Scrap 10-Minute Commitment: ୧୦ ମିନିଟର ବ୍ୟାନର ହଟାଇବାକୁ ଡେଲିଭରି କମ୍ପାନୀମାନଙ୍କୁ କେନ୍ଦ୍ର ସରକାରଙ୍କ ବଡ଼ ତାଗିଦ

ଡେଲିଭରି କମ୍ପାନୀମାନଙ୍କୁ କେନ୍ଦ୍ର ସରକାରଙ୍କ ବଡ଼ ତାଗିଦ । ବ୍ଲିଙ୍କେଟ୍‌, ଜେପ୍ଟୋ, ସ୍ବିଗି, ଜୋମାଟୋ ଆଦିକୁ ନୋଟିସ ଜାରି କଲେ କେନ୍ଦ୍ର ସରକାର । ୧୦ ମିନିଟ୍‌ରେ ପହଞ୍ଚାଇବା ବ୍ୟାନର ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ଡେଲିଭରି ବୟଙ୍କ ସୁରକ୍ଷାକୁ ଦେଖି…

New Assembly Building: ଭଙ୍ଗା ନଯାଇ ସନ୍ତକ ହିସାବରେ ରଖାଯିବ ବର୍ତ୍ତମାନର ବିଧାନସଭା: ପୃଥ୍ବୀରାଜ ହରିଚନ୍ଦନ

ରାଜ୍ୟରେ ବିଧାନ ପରିଷଦ ଗଠନ ନେଇ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଭଙ୍ଗା ଯିବନି ବର୍ତ୍ତମାନର ବିଧାନସଭା । ଏହାକୁ ସନ୍ତକ ହିସାବରେ ରଖାଯିବ । ମ୍ୟୁଜିୟମ ଭାବେ ବ୍ୟବହାର କରାଯିବ । ଭବିଷ୍ୟତରେ ଯଦି ବିଧାନ ପରିଷଦ ଗଠନ…

Odisha Plus Two Exam: ଚଳିତ ବର୍ଷ ଅନଲାଇନରେ ହୋଇପାରେ ଯୁକ୍ତ ଦୁଇ ଖାତା ଦେଖା

ଯୁକ୍ତ ୨ ପରୀକ୍ଷାରେ ଚଳିତ ବର୍ଷ ହୋଇପାରେ ଅନଲାଇନ୍ ଖାତା ଦେଖା । କଳା ବିଭାଗ ପାଇଁ ପ୍ରସ୍ତୁତି କରାଯାଉଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି ସ୍ୱଚ୍ଛ, ନିରପେକ୍ଷ, ସମୟାନୁବର୍ତ୍ତିତା ପାଇଁ ଅନଲାଇନ୍ ଖାତା…

Stray Dogs Case: କୁକୁର କାମୁଡ଼ାରେ ମିଳିବ କ୍ଷତିପୂରଣ

ରାସ୍ତା କଡ଼ର ବୁଲା କୁକୁରଙ୍କୁ ନେଇ ଲାଗି ରହିଥିବା ବିବାଦରେ ସର୍ବୋଚ୍ଚ ଅଦାଲତ ଏକ ବଡ଼ ରାୟ ଶୁଣାଇଛନ୍ତି । ଏଣିକି ସାପ କାମୁଡ଼ା ଭଳି କୁକୁର କାମୁଡ଼ାରେ ମଧ୍ୟ କ୍ଷତିପୂରଣ ମିଳିବ । ଶୁଣାଣି ସମୟରେ ଜଷ୍ଟିସ୍ ବିକ୍ରମ ନାଥ…