Category: ତାଜା ଖବର

ଅଜଣା ରୋଗରେ ଗଲାଣି ୫ ଶିଶୁଙ୍କ ଜୀବନ

ରାୟଗଡ଼ା ଜିଲା କାଶୀପୁର ବ୍ଲକ ମୁନିସିଂ ପଞ୍ଚାୟତରେ ବ୍ୟାପୁଛି ଅଜଣା ରୋଗ ଆତଙ୍କ। ଏକ ସପ୍ତାହ ମଧ୍ୟରେ ୫ ଶିଶୁଙ୍କ ମୃତ୍ୟୁ ସହ ଅନେକ ଆକ୍ରାନ୍ତ ହୋଇଛନ୍ତି ହୋଇଥିବା ସୂଚନା ମିଳିଛି । ମେଡିକାଲରେ ଜଣେ ଓ ଗାଁରେ ୪ ଜଣଙ୍କ…

ବିଦେଶରେ ଗଲା ସ୍ୱାମୀଙ୍କ ଜୀବନ, ଗର୍ଭବତୀ ସ୍ତ୍ରୀଙ୍କ ଆଖିରୁ ଶୁଖୁନି ଲୁହ

ପାଦ ତଳୁ ମାଟି ଧସିଯାଇଛି…ମୁଣ୍ଡ ଉପରକୁ ଛିଡ଼ିପଡ଼ିଛି ଆକାଶ… ଜୀବିକା ପାଇଁ ବିଦେଶ ଯାଇ ଭେଣ୍ଡିଆ ପୁଅ ଯେତେବେଳେ ଜୀବନ ହରାଇଛି, ଆଉ ବା ଏହି ପରିବାର ପାଖରେ କ’ଣ ଅଛି । ଲୁହ ଆଉ ଶୋକ ଭିତରେ ଜଡ଼ସଡ଼ ପତ୍ନୀ…

କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଭାବେ ଦାୟିିତ୍ୱ ଗ୍ରହଣ କଲେ ଜୁଏଲ ଓରାମ

ଆଜି କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଭାବେ ଜୁଏଲ ଓରାମ ନିଜ ଦାୟିିତ୍ୱ ଗ୍ରହଣ କରିଛନ୍ତି। କାର୍ଯ୍ୟାଳୟରେ ଶ୍ରୀଗଣେଶଙ୍କୁ ଧୂପ, ଦୀପ ଲଗାଇ ପୂଜାର୍ଚ୍ଚନା ପରେ ତୃତୀୟ ଥର ପାଇଁ କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରଣାଳୟ ଦାୟିତ୍ୱ ଗ୍ରହଣ କରିଛନ୍ତି ଜୁଏଲ…

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସହ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ। ଉନ୍ନୟନ କମିଶନର, ଅର୍ଥ ସଚିବଙ୍କ ସହ ଅନ୍ୟ ବିଭାଗୀୟ ସଚିବ ମଧ୍ୟ ଉପସ୍ଥିତ। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ…

ଜୁଲାଇ ପହିଲାରୁ ଲାଗୁ ହେବ ନୂଆ ଆଇନ

ଦେଶରେ ଅପରାଧିକ ନ୍ୟାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ରୂପେ ବଦଳାଇବା ପାଇଁ ଜୁଲାଇ ୧ରୁ ତିନୋଟି ନୂତନ ଆଇନ ଲାଗୁ ହେବ। ଆଇପିସି, ସିଆରପିସି ଏବଂ ଏଭିଡେନ୍ସ ଆକ୍ଟ ଅଇନରେ ପରିବର୍ତ୍ତନ ଆଣିବାକୁ ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଜୁଲାଇ ୧ରୁ ପୂର୍ବ…

କଟକରେ ବୋମା ନିଷ୍କ୍ରିୟ ବେଳେ ହାବିଲଦାର ମୃତ୍ୟୁ

ରଜରେ କଟକ ଗୋପାଳପୁର ଅଞ୍ଚଳରେ ଅଘଟଣ ଘଟିଛି। ଜବତ ବୋମା ନିଷ୍କ୍ରିୟ କଲା ବେଳେ ନିଷ୍କ୍ରିୟକାରୀ ପୁଲିସ ଟିମ୍‌ରେ ଥିବା ଜଣେ ହାବିଲଦାରଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ପୁଲିସ ଜବତ କରିଥିବା ବୋମା ପାଣିରେ ନିଷ୍କ୍ରିୟ କରିବା ସମୟରେ ହଠାତ…

କୋଲକାତାର ଏକ ମଲ୍‌ରେ ବ୍ୟାପକ ଅଗ୍ନିକାଣ୍ଡ

ଶୁକ୍ରବାର କୋଲକାତାର ଏକ ମଲ୍‌ରେ ବ୍ୟାପକ ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଅଗ୍ନିକାଣ୍ଡ ଘଟିଥିବା ବେଳେ ଅନେକ ଲୋକ ସେଠାରେ ଫଶିକି ରହିଥିବା ସନ୍ଦେହ କରାଯାଉଛି। କୋଲକାତାର ଆକ୍ରୋପଲିସ୍ ମଲରେ ଅଗ୍ନିକାଣ୍ଡ ସମ୍ପର୍କରେ ସତର୍କ ସୂଚନା ପାଇବା ପରେ ଅତି କମରେ ଦଶଟି…

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ

ପ୍ରୋ-ଟେମ୍ ସ୍ପିକର ବା କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ। ଆଜି ସପ୍ତଦଶ ଓଡ଼ିଶା ବିଧାନସଭାର ଆଠଗଡ ବିଧାୟକ ରାଜା ସ୍ୱାଇଁଙ୍କୁ କାମଚଳା ବାଚସ୍ପତି ଭାେବେ ଶପଥପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ । କାମଚଳା ବାଚସ୍ପତି…

‘ରଜ’ ପର୍ବର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଆଜିଠୁ ଆରମ୍ଭ ଓଡ଼ିଶାର ପାରମ୍ପରିକ ଗଣପର୍ବ ରଜ। ଆଜି ହେଉଛି ପହିଲି ରଜ। ରଜ ପର୍ବ ପାଇଁ ଆଜି ସାରା ରାଜ୍ୟ ଉତ୍ସବ ମୁଖର। ଆଜି ଏହି ଗଣପର୍ବ ‘ରଜ’ର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ…

କୁଏତ ବିଲ୍ଡିଂ ଅଗ୍ନିକାଣ୍ଡ: ଦୁଇ ଓଡ଼ିଆ ମୃତକଙ୍କ ମିଳିଲା ପରିଚୟ

କୁଏଟ୍‌ର ଅଲ୍‌-ମନ୍‌ଗଫ୍‌ ସିଟିସ୍ଥିତ ଏକ ବିଲ୍ଡିରେ ଗତକାଲି ନିଆଁ ଲାଗିବାରୁ ୪୫ ଜଣ ଭାରତୀୟ ଶ୍ରମିକ ପ୍ରାଣ ହରାଇଛନ୍ତି। ଅଗ୍ନିକାଣ୍ଡରେ ଦୁଇଜଣ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ଼। କଟକ ଜିଲା ତିଗିରିଆ…