Category: ତାଜା ଖବର

ତୀର୍ଥରେ ଯିବେ ବରିଷ୍ଠ ନାଗରିକ; ଜୁଲାଇ ୧୭ରୁ ଅଗଷ୍ଟ ୧୫ ମଧ୍ୟରେ କରିପାରିବେ ନାମ ପଞ୍ଜୀକରଣ

ଦେଶର ବିଭିନ୍ନ ସ୍ଥାନ ପରିଦର୍ଶନର ସୁଯୋଗ ପାଇବେ ବରିଷ୍ଠ ନାଗରିକ । ଏ ନେଇ ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ପ୍ରତିବର୍ଷ ଭଳି ଚଳିତ ବର୍ଷ ତୀର୍ଥଯାତ୍ରା କରିବାର ସୁଯୋଗ ରାଜ୍ୟ ପର୍ଯ୍ୟଟନ ବିଭାଗ…

୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଜୁଲାଇ ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ । ଜନସାଧାରଣଙ୍କ ପାଇଁ ଅଶୋକ ନଗରର ୟୁନିଟ୍-II ରେ ପ୍ରତି ସୋମବାର ଖୋଲାଯାଇଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ୨୧ରେ ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚନା ଜାରି…

ବାଲେଶ୍ବର ଘଟଣା: ସଂସଦ ଘେରାଉ କରିବ କଂଗ୍ରେସ

ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ ସଂସଦ ଘେରାଉ କରିବ କଂଗ୍ରେସ । ଏ ନେଇ ଆଜି ସୂଚନା ଦେଇଛନ୍ତି ଜାତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବା । ସେ କହିଛନ୍ତି ଆସନ୍ତା ୨୧ରେ ସଂସଦ ଅଧିବେଶନ…

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ବାଣୀବିହାରରେ ଏବିଭିପିର ବିକ୍ଷୋଭ ପ୍ରଦର୍ଶନ

ବାଲେଶ୍ବର ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଛି ଏବିଭିପି। ନ୍ୟାୟ ଦାବି ନେଇ ବାଣୀବିହାରରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ର ବିକ୍ଷୋଭ ପ୍ରଦର୍ଶନ । ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ଆଇନଯୁକ୍ତ ସ୍ଥାୟୀ…

ଆଦିକବି ସାରଳା ଦାସଙ୍କ ଜୟନ୍ତୀ ସମାରୋହରେ ଯୋଗଦାନ ସହ କଳିଙ୍ଗ ରତ୍ନ ପୁରସ୍କାର -୨୦୨୪ ପ୍ରଦାନ କଲେ ରାଷ୍ଟ୍ରପତି

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି (୧୫ ଜୁଲାଇ ୨୦୨୫ରେ) କଟକ ଠାରେ ଆଦିକବି ସାରଳା ଦାସଙ୍କ ଜୟନ୍ତୀ ସମାରୋହରେ ଅତିଥି ଭାବେ ଯୋଗଦାନ କରିଛନ୍ତି। ଏହି ଅବସରରେ ସେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଳିଙ୍ଗ ରତ୍ନ…

ସୌମ୍ୟାଶ୍ରୀଙ୍କ ପରିବାରକୁ ଭେଟିଲେ ଭକ୍ତ ଦାସ; କ୍ୟାଣ୍ଡଲ ଯାତ୍ରାରେ ହେଲେ ସାମିଲ

ବାଲେଶ୍ୱର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ମୃତ ଛାତ୍ରୀ ସୌମ୍ୟାଶ୍ରୀଙ୍କ ଗାଁରେ କଂଗ୍ରେସ । ଭୋଗରାଇ ବ୍ଲକ ପଳାସିଆକୁ ଯାଇ ସୌମ୍ୟାଶ୍ରୀଙ୍କ ପରିବାରକୁ ଭେଟିଲେ ପିସିସି ସଭାପତି ଭକ୍ତ ଚରଣ ଦାସ । ତାଙ୍କ ସହ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର…

ଆସନ୍ତା ୧୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ସତର୍କ କରାଇଲା ପାଣିପାଗ ବିଭାଗ

ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା । ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଆକଳନ…

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ୟୁଜିସି ପକ୍ଷରୁ ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ

ବାଲେଶ୍ବର ସ୍ଥିତ ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC) ପକ୍ଷରୁ ଫ୍ୟାକ୍ଟ ଫାଇଣ୍ଡିଂ ଗଠନ କରାଗଲା କମିଟି । ଆତ୍ମାହୁତି ଘଟଣାରେ ତଦନ୍ତ କରିବ ୪ ଜଣିଆ କମିଟି । ପ୍ରଫେସର ରାଜ ମିତ୍ତଲଙ୍କ…

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ଏଚ୍ଓଡି ସମୀର ସାହୁଙ୍କ ନାଁରେ ଅଭିଯୋଗ ନେଇ ତଥ୍ୟ ରଖିଲେ ଆଇସିସି ସଦସ୍ୟ

ବାଲେଶ୍ୱର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ପରେ ପ୍ରତିକ୍ରିୟା ଦେଇଛନ୍ତି ଆଇସିସି କୋର୍ଡିନେଟର୍ ଜୟଶ୍ରୀ ମିଶ୍ର ଏବଂ ସଦସ୍ୟ ମୀନତି ସେଠୀ । ଏଚ୍ଓଡି ସମୀର ସାହୁଙ୍କ ନାଁରେ ଅଭିଯୋଗ ନେଇ ରଖିଲେ ତଥ୍ୟ ।…

ଆଇଏଏସ୍‌ ବିଷ୍ଣୁପଦ ସେଠୀଙ୍କୁ ଆଶ୍ୱସ୍ତି; ବଢିଲା ଅନ୍ତରୀଣ ସୁରକ୍ଷା

ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ମିଳିଲା ଆଶ୍ୱସ୍ତି । ତାଙ୍କ ଅନ୍ତରୀଣ ଜାମିନ ଅବଧି ବୃଦ୍ଧି । ଜୁଲାଇ ୧୮ ତାରିଖ ଯାଏଁ ଅନ୍ତରୀଣ ସୁରକ୍ଷାକୁ ବଳବତ୍ତର ରଖିଛନ୍ତି ହାଇକୋର୍ଟ। ଏହି ଅବଧି ମଧ୍ୟରେ ସେମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ…