Category: ତାଜା ଖବର

ବିହାରରେ ମୃତ୍ୟୁ ବରଣ କରିଥିବା ଓଡ଼ିଆ ଶ୍ରମିକ ପରିବାର ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ବିହାରର ରାଜଧାନୀ ପାଟନାର ଚାଲିଥିବା ମେଟ୍ରୋ ରେଳ ପ୍ରକଳ୍ପର କାମ ବେଳେ ହୋଇଥିବା ଦୁର୍ଘଟଣାରେ ମୃତ ବରଣ କରିଥିବା ଦୁଇ ଓଡ଼ିଆ ଶ୍ରମିକ ପାଇଁ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା…

କିରାଣୀଙ୍କୁ ନିର୍ଯ୍ୟାତନା ମାମଲା: ଡେରାବିଶ ସିଡିପିଓଙ୍କୁ ଅପସାରଣ ସହ ତଦନ୍ତ ନିର୍ଦ୍ଦେଶ ଦେଲେ ଉପ ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ କିରାଣୀଙ୍କୁ ମାନସିକ ନିର୍ଯ୍ୟାତନା ଦେବା ମାମଲାରେ ଛନ୍ଦି ହୋଇପଡ଼ିଛନ୍ତି ସିଡିପିଓ ସ୍ନେହଲତା ସାହୁ । ତାଙ୍କର ଅବହେଳା ଯୋଗୁଁ କାର୍ଯ୍ୟରତ କିରାଣୀ ବର୍ଷା ପ୍ରିୟଦର୍ଶିନୀ ମହାପାତ୍ରଙ୍କ ୭ ମାସର ଗର୍ଭ ନଷ୍ଟ ହେବା ଅଭିଯୋଗ…

ପତ୍ନୀଙ୍କୁ ହତ୍ୟା ଘଟଣା: ପୂର୍ବତନ ବିଧାୟକ ରାମମୂର୍ତ୍ତିଙ୍କୁ ମିଳିଥିବା ଆଜୀବନ କାରାଦଣ୍ଡକୁ କାଏମ ରଖିଲେ ହାଇକୋର୍ଟ

ପତ୍ନୀହତ୍ୟା ମାମଲାରେ ରାୟଗଡ଼ା ଜିଲ୍ଲା ଗୁଣୁପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଉଚ୍ଚ ଅଦାଲତରୁ ମିଳିଲା ଶକ୍ତ ଝଟକା । ଭୁବନେଶ୍ୱର ଏଡିଜେ କୋର୍ଟ ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଦୋଷୀ ସାବ୍ୟସ୍ତକରି ଦେଇଥିବା ଆଜୀବନ କାରାଦଣ୍ତକୁ ଚ୍ୟାଲେଞ୍ଜ କରି…

କାହାକୁ କହିଲେ ମୁଖ୍ୟମନ୍ତ୍ରୀ ମୋହନ ‘ମୋତେ ହେୟଜ୍ଞାନ କରନାହିଁ’

ଦୁର୍ନୀତି ନିବାରଣ ସପ୍ତାହ ଆରମ୍ଭରେ ସୋମବାର ଦିନ କିଛି ଟାଣ କଥା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ। ଉପସ୍ଥିତ ବରିଷ୍ଠ ଅଧିକାରୀମାନଙ୍କୁ ସରକାରଙ୍କ ଦୂର୍ନୀତି ବିରୋଧୀ ଆଭିମୁଖ୍ୟ ସ୍ପଷ୍ଟ କରିବାକୁ ଯାଇ ମୋହନ ୩ଟି ବଡ଼ କଥା କହିଛନ୍ତି । ପ୍ରଥମଟି…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମୟୂରଭଞ୍ଜ ପଛୁଆ; ଜିଲ୍ଲାର ୮୪୩ ଅଫିସରଙ୍କ ଦରମା ବନ୍ଦ

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମୟୂରଭଞ୍ଜ ଜିଲ୍ଲା ପଛରେ ପଡ଼ିଥିବାରୁ ଜିଲ୍ଲାପାଳଙ୍କ କଠୋର ପଦକ୍ଷେପ। ମୟୂରଭଞ୍ଜ ଜିଲ୍ଲାରେ ହେବାକୁ ଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟକାରିତା ମୂଳ ଲକ୍ଷ୍ୟରୁ ୬୫ ପ୍ରତିଶତ ପଛରେ ରହିଛି । ତେଣୁ ଜଣେ କି ଦୁଇଜଣ ନୁହେଁ,…

ନେତାଙ୍କୁ ଅଣଦେଖା କରିବା ବିଜେଡି ହାରିବାର କାରଣ; ପ୍ରଭୁ ଜଗନ୍ନାଥ ଠିକ୍‌ ବିଚାର କରିଛନ୍ତି: ସୁନନ୍ଦା

ନିର୍ବାଚନ ହାରିବା ପରଠୁ ରାଜ୍ୟରେ ବିଜେଡିରେ ଦଳକନ୍ଦଳ ବାରମ୍ବାର ଦେଖିବାକୁ ମିଳୁଛି । ଅସନ୍ତୋଷ ପ୍ରକାଶ କରୁ ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡିବାରେ ଲାଗିଛନ୍ତି । ଅନେକ ନେତା ଦଳ ଛାଡିଥିବା ବେଳେ ଗତକାଲି ବିଜେଡିରୁ ଇସ୍ତଫା ଦେଇଛନ୍ତି…

ଓଡ଼ିଶାରେ କମିଲା ପେଟ୍ରୋଲ ଓ ଡିଜେଲ ଦର; ଜାଣନ୍ତୁ କେଉଁ ଜିଲ୍ଲାବାସୀ ପାଇବେ ଏହାର ଲାଭ

ଓଡ଼ିଶାରେ କମିଲା ପେଟ୍ରୋଲ ଓ ଡିଜେଲ ଦର। ଗତକାଲି ଧନତେରାସରେ କେନ୍ଦ୍ର ସରକାର ନେଇଛନ୍ତି ଏହି ବଡ଼ ନିଷ୍ପତ୍ତି। ତେବେ ଏଥିରୁ ଲାଭ ପାଇବେ ତୈଳ ଡିପୋରୁ ଦୂରଦୂରାନ୍ତରେ ଥିବା ସ୍ଥାନର ଉପଭୋକ୍ତା। ଓଡ଼ିଶାର ୩ଟି ଜିଲ୍ଲାର ୯ଟି ସ୍ଥାନରେ କମିଲା…

ବାର୍ ରେ ସଙ୍ଗୀତ ପରିବେଷଣ ପାଇଁ ମିଳିଲା ଅନୁମତି; ଡାନ୍ସ ଉପରେ କଟକଣା ଜାରି

୨୦୨୪-୨୫ ଆର୍ଥିକବର୍ଷର ଅବକାରୀ ନୀତିରେ ଡ୍ୟାନ୍ସବାର ଉପରେ ସରକାର କଟକଣା ଲଗାଇଥିବା ବେଳେ ଆଜି ତାହାକୁ କୋହଳ କରିଛନ୍ତି। ଚାଲିବ ବାର୍ କିନ୍ତୁ କେବଳ ସଙ୍ଗୀତ ଓ ଅର୍କେଷ୍ଟ୍ରା ପରିବେଷଣକୁ ଅନୁମତି ଦିଆଯାଇଛି । ଏନେଇ ଅବକାରୀ ବିଭାଗର ବିଜ୍ଞପ୍ତି ଜାରି…

ସଂଧ୍ୟା ୭ଟାରୁ ୯ଟା ପର୍ଯ୍ୟନ୍ତ ଫୁଟିବ ବାଣ; ରାଜ୍ୟରେ ଜାରି ହେଲା ଗାଇଡଲାଇନ୍

ଆସୁଛି ଦୀପାବଳି । ଏହାର ପୂର୍ବରୁ ବାଣ ଫୁଟା ନେଇ ଜାରି ହେଲା ଗାଇଡଲାଇନ । ଆଜି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି। ଗାଇଡଲାଇନ ଅନୁସାରେ ସଂଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ମିଳିଛି…

ଓଡିଶାରେ ୩ଟି ସ୍ୱାସ୍ଥ୍ୟ ପ୍ରକଳ୍ପର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ; ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡିଶାରେ ୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ୱର ନିକଟସ୍ଥ ଗୋଠପାଟଣା ଠାରେ ସେଣ୍ଟ୍ରାଲ ଡ୍ରଗ୍‌ସ ଟେଷ୍ଟିଙ୍ଗ ଲାବୋରେଟୋରୀର ଉଦ୍‌ଘାଟନ କରିଥିବା ବେଳେ, ଖୋର୍ଦ୍ଧା ଜିଲ୍ଲା ବିଞ୍ଝଗିରି ଠାରେ କେନ୍ଦ୍ରୀୟ ଯୋଗ ଓ ପ୍ରାକୃତିକ ଚିକିତ୍ସା ଅନୁସନ୍ଧାନ…