Category: ତାଜା ଖବର

ପ୍ରକାଶ ପାଇଲା ଓଜେଇଇ ପରୀକ୍ଷାଫଳ

ଚଳିତବର୍ଷ ରାଜ୍ୟର ବିଭିନ୍ନ ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ନାମଲେଖା ପାଇଁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ଏମବିଏରେ ସୂର୍ଯ୍ୟକାନ୍ତ ପୃଷ୍ଟି ଟପ୍ପର । ବି ଫାର୍ମାରେ ସାଗରିକା ଦାସ ଟପ୍ପର । ଏମସିଏରେ…

ଚଳିତବର୍ଷ ମତଦାନରେ ଭାରତ କରିଛି ବିଶ୍ୱ ରେକର୍ଡ

ଚଳିତବର୍ଷ ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ଆଜି ପ୍ରଥମ ଥର ପାଇଁ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ଚଳିତବର୍ଷ ମତଦାନକୁ ନେଇ ସିଇସି ରାଜୀବ କୁମାର କହିଛନ୍ତି ଚଳିତଥର ଐତିହାସିକ ରେକର୍ଡ ହାସଲ କରିଛି ଭାରତ। ଏହାଛଡା…

ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଜି ଡିସ୍‌ଚାର୍ଜ ହେଲେ ଆଉ ଦୁଇ ଆହତ

ଆଜି ପୁରୀ ବାଣ ବିସ୍ଫୋରଣ ଘଟଣାରେ ଡାକ୍ତରଖାନାରୁ ଆଉ ୨ ଆହତ ବ୍ୟକ୍ତି ଡିସ୍‌ଚାର୍ଜ ହୋଇଛନ୍ତି। ୨ ଜଣ ଡିସଚାର୍ଜ ହୋଇଥିବା ଏସ୍ଆରସିଙ୍କ କାର୍ଯ୍ୟାଳୟରରୁ ସୂଚନା ମିଳିଛି । ସେମାନେ ହେଲେ ବଳରାମ ଦାସ ଏବଂ ମନମୋହନ ବେହେରା। ଏବେ ସୁଦ୍ଧା…

ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକ ଆରମ୍ଭ

ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଆଜି ଆରମ୍ଭ ହୋଇଛି ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହେଇଛି । ବୈଠକରେ ଭର୍ଚ୍ଚୁଆଲରେ ମାଧ୍ୟମରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ।…

ନିର୍ବାଚନ ଫଳାଫଳ ପୂର୍ବରୁ ପ୍ରେସ୍‌ କନଫରେନ୍ସ ଡାକିଲେ ନିର୍ବାଚନ ଆୟୋଗ

ଚଳିତବର୍ଷ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ପୂର୍ବରୁ ନିର୍ବାଚନ ଆୟୋଗ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରିବେ। ନୂଆଦିଲ୍ଲୀରେ ଦିନ ୧୨ଟା ୩୦ରେ ଏହି ପ୍ରେସମିଟ୍ କରାଯିବ । ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ପଠାଯାଇଛି। ପ୍ରଥମଥର ପାଇଁ…

ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ଗିରଫ ହେଲେ ଆଉ ୫ ଅଭିଯୁକ୍ତ

ବିଜେପି ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ଆଉ ୫ ଜଣଙ୍କୁ ଗିରଫ କରିଛି ପୋଲିସ୍ । ଏହାଫଳରେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୦ରେ ପହଞ୍ଚିଛି। ତେବେ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା କରଞ୍ଜମାଳର ପୂର୍ବତନ ସରପଞ୍ଚ ରମେଶ…

ଏକଜିଟ୍ ପୋଲ୍ ରିପୋର୍ଟ ପରେ ରେକର୍ଡ ସୃଷ୍ଟି କଲା ସେୟାର ମାର୍କେଟ

ନିର୍ବାଚନ ଫଳଫଳ ପୂର୍ବରୁ ହୋଇଥିବା ଏକଜିଟ ପୋଲ ଆକଳନ ପରେ ପରେ ରେକର୍ଡ ସୃଷ୍ଟି କରିଛି ସେୟାର ମାର୍କେଟ । ଆଜି ବଜାର ଖୋଲିବା ମାତ୍ରେ ବମ୍ବେ ଷ୍ଟକ ଏକ୍ସଚେଞ୍ଜ ସୁଚକାଙ୍କ ସେନସେକ୍ସ ୨,୬୨୧.୯୮ ପଏଣ୍ଟ କିମ୍ବା ୩.୫୫ ପ୍ରତିଶତ ବୃଦ୍ଧି…

ଟୋଲ୍ ମୂଲ୍ୟ ପାଞ୍ଚ ପ୍ରତିଶତ ବୃଦ୍ଧି କଲା ଏନଏଚଏଆଇ

ଆଜିଠୁ ଜାତୀୟ ରାଜପଥରେ ଯାଉଥିବା ଡ୍ରାଇଭରମାନଙ୍କୁ ଟୋଲ୍ ଗେଟ୍ ରେ ଦେବାକୁ ପଡ଼ିବ ଅଧିକ ଦେୟ | ଜୁନ୍ ୩ ରୁ ନ୍ୟାସନାଲ ହାଇୱେ ଅଥରିଟି ଅଫ୍ ଇଣ୍ଡିଆ ଦେଶରେ ଟୋଲ୍ ହାରକୁ ହାରାହାରି ପାଞ୍ଚ ପ୍ରତିଶତ ବୃଦ୍ଧି କରିବାକୁ ନିଷ୍ପତ୍ତି…

ସବୁ ଏକଜିଟ ପୋଲ୍ ଆକଳନରେ ଦେଶରେ ବିଜେପି ସୁନାମି

ଦେଶରେ ଶେଷ ପର୍ଯ୍ୟାୟ ନିର୍ବାଚନ ଆଜି ଶେଷ ହୋଇଛି। ଦେଶରେ ୫୪୩ ଲୋକସଭା ଆସନ ଓ କିଛି ରାଜ୍ୟର ବିଧାନସଭା ଆସନ ପାଇଁ ଲୋକମାନେ ଦେଇଛନ୍ତି ଭୋଟ। ୭ମ ପର୍ଯ୍ୟାୟ ଭୋଟିଂ ଶେଷ ହେବା ସହ ୮ ହଜାରରୁ ଅଧିକଙ୍କ ପ୍ରାର୍ଥୀଙ୍କ…

ପୁରୀ ବାଣ ବିସ୍ପୋରଣ ଘଟଣାରେ ମୃତକଙ୍କ ସଂଖ୍ୟା ୯କୁ ବୃଦ୍ଧି

ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢ଼ି ଚାଲିଛି ମୃତ୍ୟୁ ସଂଖ୍ୟା। ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ନିତି ଚାଲୁଥିବା ବେଳେ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ସକାଳେ ୮ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବର୍ତ୍ତମାନ ଆଉଜଣଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି…