Category: ତାଜା ଖବର

ଇଞ୍ଜିନିଅର ଅତୁଲ ଆତ୍ମହତ୍ୟା ମାମଲାରେ ଗିରଫ ହେଲେ ପତ୍ନୀ ନିକିତା

ଇଞ୍ଜିନିଅର ଆତ୍ମହତ୍ୟା ମାମଲାରେ ଅତୁଲଙ୍କ ପତ୍ନୀଙ୍କୁ ଗିରଫ କରିଛି ପୋଲିସ । ଅତୁଲଙ୍କ ପତ୍ନୀ ନିକିତାଙ୍କ ସମେତ ତାଙ୍କ ମାଆ ଏବଂ ଭାଇ ମଧ୍ୟ ଗିରଫ ହୋଇଛନ୍ତି । ଗୁରୁଗ୍ରାମରୁ ଗିରଫ କରିଛି ବେଙ୍ଗଲୁରୁ ପୋଲିସ୍ । ଗତ କିଛିଦିନ ତଳେ…

ମାଲ୍ୟବନ୍ତ ମହୋତ୍ସବରେ ମାଲକାନଗିରି ବାସୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଭେଟି

ମାଲ୍ୟବନ୍ତ ମହୋତ୍ସବ ୨୦୨୪କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍ଘାଟନ କରିବା ସହିତ ଏକ ମେଗା ସିମେଣ୍ଟ କାରଖାନା ନିର୍ମାଣ ହେବା ଏବଂ ଏହି ପ୍ରକଳ୍ପରେ ୪୦୦୦ କୋଟି ଟଙ୍କାର ପୁଞ୍ଜିନିବେଶ ହେବା ସହିତ ସ୍ଥାନୀୟ ଅଂଚଳର ୨୦୦୦ ଯୁବକ ଯୁବତୀଙ୍କୁ…

ପୋଲାଭରମ୍‌ ପ୍ରକଳ୍ପକୁ ନେଇ ବିଜେଡ଼ି କରିବ ଆନ୍ଦୋଳନ

ଜାନୁଆରୀରେ ପୋଲାଭୋରମକୁ ନେଇ ଆନ୍ଦୋଳନ କରିବ ବିଜେଡି। ମାଲକାନଗିରି ମୋଟୁରୁ ଭୁବନେଶ୍ୱର ଦେଇ ଦିଲ୍ଲୀ ଯାଏଁ ଆନ୍ଦୋଳନ କରିବ। ମାଲକାନଗରିବାସୀଙ୍କ ମତାମତ ନେଇ ଆନ୍ଦୋଳନର ରୂପରେଖ ସ୍ଥିର ହେବ ବୋଲି ସାମ୍ବାଦିକ ସମ୍ମିଳନୀରେ ବିଜେଡି ନେତା ଦେବୀପ୍ରସାଦ ମିଶ୍ର ଓ ପ୍ରଦୀପ…

ଦୁର୍ନୀତି ପ୍ରମାଣିତ ହେଲେ କାର୍ଯ୍ୟାନୁଷ୍ଠାନ ନିଶ୍ଚିତ ହେବ: ଆଇନ ମନ୍ତ୍ରୀ

ରାଷ୍ଟ୍ରାୟତ୍ତ କମ୍ପାନୀ ବ୍ରିଜ୍ ଆଣ୍ଡ ରୁଫ ଇଣ୍ଡିଆ କମ୍ପାନୀ ୧୦ ଲକ୍ଷ ଟଙ୍କା ନେବା ମାମଲାରେ ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ସମନ ଜାରି କରିଛି । ଏହି ଘଟଣା ସାମ୍ନାକୁ ଆସିବା ପରେ ଆଇନ…

ନିର୍ଦ୍ୱନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ସୁଜିତ କୁମାର

ରାଜ୍ୟସଭା ଉପନିର୍ବାଚନ ପାଇଁ ନିର୍ଦ୍ୱନ୍ଦ୍ବରେ ନିର୍ବାଚିତ ହେଲେ ସୁଜିତ୍ କୁମାର । ଓଡ଼ିଶାରୁ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଭରିଥିଲେ ବିଜେପି ପ୍ରାର୍ଥୀ ସୁଜିତ କୁମାର। ତାଙ୍କ ବିପକ୍ଷରେ ଅନ୍ୟ କୌଣସି ପ୍ରାର୍ଥୀ ନାମାଙ୍କନ ଦାଖଲ କରିନାହାନ୍ତି। ଏନେଇ ସୁଜିତ କୁମାର…

ଜେଲ୍‌ରୁ ମୁକୁଳିଲେ ଭବପ୍ରସାଦ ଦାସ

ଜେଲ୍‌ରୁ ମୁକୁଳିଲେ ପ୍ରଣବ ପ୍ରକାଶ ଦାସଙ୍କ ଭାଇ ଭବପ୍ରସାଦ ଦାସ । ଜାତିଆଣ ଆକ୍ଷେପ ମାମଲାରେ ଭବପ୍ରସାଦ ଦାସ (ଲଲ)ଙ୍କୁ ମିଳିଛି ଜାମିନ୍ । ଭବପ୍ରସାଦଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ଯାଜପୁର ଜିଲ୍ଲା ଜଜ୍ । ପୂର୍ବରୁ ୪ଟି ମାମଲାରେ…

ଖଣ୍ଡପଡ଼ାରେ ହେବ ପ୍ଲାନେଟାରିୟମ

ନୟାଗଡ଼ ଖଣ୍ଡପଡ଼ାରେ ହେବ ପ୍ଲାନେଟାରିୟମ । ପଠାଣି ସାମନ୍ତଙ୍କ ଜନ୍ମସ୍ଥାନ ଖଣ୍ଡପଡ଼ାରେ ହେବ ପ୍ଲାନେଟାରିୟମ। ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ନୟାଗଡ଼…

ବିକ୍ରି ହୋଇପାରିବନି ବସୁନ୍ଧରା ଜମି: ରାଜସ୍ୱ ମନ୍ତ୍ରୀ

ବସୁନ୍ଧରା ଯୋଜନାରେ ପାଇଥିବା ଜମି ବିକ୍ରି କରିପାରିବେନି ହିତାଧିକାରୀ ବୋଲି ଆଜି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ବସୁନ୍ଧରା ଯୋଜନା ଅଧିନରେ ଭୂମିହୀନଙ୍କୁ ଦିଆଯିବାକୁ ଥିବା ଜମିକୁ ଆଉ ବିକ୍ରି କରାଯାଇ ପାରିବ ନାହିଁ…

କୁମ୍ଭମେଳା ଏକତାର ପ୍ରତୀକ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଉତ୍ତରପ୍ରଦେଶ ପ୍ରୟାଗରାଜରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।ଜାନୁଆରୀ ୧୩ ତାରିଖ ଦିନ ଆରମ୍ଭ ହେଉଥିବା ମହାକୁମ୍ଭ ୨୦୨୫ ପାଇଁ ଚାଲିଥିବା ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହ ପ୍ରୟାଗରାଜରେ ୫ହଜାର ୫୦୦ କୋଟି ଟଙ୍କାର ବିଭିନ୍ନ…

ଗିରଫ ହେଲେ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ

ଗିରଫ ହେଲେ ଟଲିଉଡ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ। ‘ପୁଷ୍ପା ୨’ ଚଳଚ୍ଚିତ୍ର ସାରା ଦେଶରେ ଧମାଲ୍ କରୁଥିବା ବେଳେ ଏପଟେ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କୁ ଗିରଫ କରିଛି ହାଇଦ୍ରାବାଦ ପାଲିସ । ଦଳାଚକଟାରେ ମହିଳାଙ୍କ ମୃତ୍ୟୁ ମାମଲାରେ ଗିରଫ କରାଯାଇଛି। ପୂର୍ବରୁ…