ତାଜା ଖବର ରାଜ୍ୟ ବ୍ଲୁ ଇକୋନୋମି ରାଜ୍ୟ ତାଲିକାରେ ଯୋଡ଼ି ହୋଇଛି ଓଡ଼ିଶା: ପ୍ରଧାନମନ୍ତ୍ରୀ ମୋଦି January 28, 2025 Papirani ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଭୁବନେଶ୍ୱର ଜନତା ମଇଦାନରେ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି କାର୍ଯ୍ୟକ୍ରମରେ ଜୟ ଜଗନ୍ନାଥ କହି ସମ୍ବୋଧନ କଲେ ମୋଦି । ବଡ଼ ଆୟୋଜନ ପାଇଁ ଧନ୍ୟବାଦ ଦେବା ସହ ମୋଦି…
ତାଜା ଖବର ରାଜ୍ୟ ଉଦ୍ଘାଟିତ ହେଲା ଉତ୍କର୍ଷ ଓଡ଼ିଶା କନ୍କ୍ଲେଭ୍-୨୦୨୫ January 28, 2025 Papirani ଉତ୍କର୍ଷ ଓଡ଼ିଶା କନ୍କ୍ଲେଭ୍-୨୦୨୫ ଉଦ୍ଘାଟିତ । ଭୁବନେଶ୍ବର ଜନତା ମଇଦାନରେ ଆନୁଷ୍ଠାନିକ ଭାବେ ଉତ୍କର୍ଷ ଓଡ଼ିଶା କନ୍କ୍ଲେଭକୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମେତ ଦେଶ, ବିଦେଶର ନିବେଶକ ଓ ପ୍ରତିନିଧିଙ୍କୁ ସ୍ବାଗତ କରିବା ସହ…
ତାଜା ଖବର ରାଜ୍ୟ ଘନ କୁହୁଡ଼ି ଯୋଗୁଁ ଦୁର୍ଘଟଣା: ଟ୍ରକ ପଛରେ ପିଟି ହେଲା ଓମଫେଡ କ୍ଷୀର ଗାଡ଼ି, ୨ ଗୁରୁତର January 28, 2025 Papirani ଆଜି ସକାଳୁ ସକାଳୁ କଟକର ତେଲେଙ୍ଗାପେଣ୍ଠ ଛକରେ ଏକ ଓମଫେଡ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ଆଜି ସକାଳେ ଘନ କୁହୁଡ଼ି ଯୋଗୁ ଓମଫେଡ କ୍ଷୀର ଗାଡ଼ିକୁ ଧକ୍କା ଦେଲା ହାଇଓ୍ବା । ଏହି ଦୁର୍ଘଟଣାରେ ଚାଳକ ଓ ହେଲପର ଗୁରୁତର…
ତାଜା ଖବର ରାଜ୍ୟ କେନ୍ଦୁଝରରେ ମେଗା ଷ୍ଟିଲ୍ ପ୍ଲାଣ୍ଟ କରିବ ଜିନ୍ଦଲ୍ ଷ୍ଟିଲ୍ ଆଣ୍ଡ ପାଓ୍ୱାର୍ ଲିମିଟେଡ୍ January 28, 2025 Papirani କେନ୍ଦୁଝରରେ ମେଗା ଷ୍ଟିଲ୍ ପ୍ଲାଣ୍ଟ କରିବ ଜିନ୍ଦଲ୍ ଷ୍ଟିଲ୍ ଆଣ୍ଡ ପାଓ୍ୱାର୍ ଲିମିଟେଡ୍ । ଏ ନେଇ ଆଜି ସୂଚନା ଦେଇଛନ୍ତି ଷ୍ଟିଲ୍ ଆଣ୍ଡ ପାଓ୍ୱାର୍ ଲିମିଟେଡର ଅଧ୍ୟକ୍ଷ ନବୀନ ଜିନ୍ଦଲ ନବୀନ । ଉତ୍କର୍ଷ ଓଡ଼ିଶା କନ୍କ୍ଲେଭ୍ରେ ଯୋଗ ଦେବା…
ତାଜା ଖବର ଦେଶ ରାଜ୍ୟ ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି January 28, 2025 Papirani ଆଜିଠୁ ଭୁବନେଶ୍ବର ଜନତା ମୈଦାନରେ ଆରମ୍ଭ ହେଉଛି ଦୁଇଦିନିଆ ଉତ୍କର୍ଷ ଓଡ଼ିଶା-ମେକ ଇନ ଓଡିଶା କନକ୍ଲେଭ ୨୦୨୫ । ଏହି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍ଣରେ ଉଦ୍ଘାଟନ କରିବେ। ସେଥିପାଇଁ ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।…
ତାଜା ଖବର ରାଜ୍ୟ ଆଖି ବୁଜିଛି କୁମ୍କୀ ହାତୀ ଭବାନୀ January 28, 2025 Papirani ଶିମିଳିପାଳ ଅଭୟାରଣ୍ୟ ସୁରକ୍ଷାରେ ନିୟୋଜିତ ଥିବା କୁମ୍କୀ ହାତୀ ଭବାନୀର ମୃତ୍ୟୁ ଘଟିଛି । ଆଜି ସକାଳ ୬ଟା ୧୦ରେ ଏହି ଖବର ଜଣାପଡିବା ପରେ ବନକର୍ମଚାରୀ ଓ ପ୍ରାଣୀପ୍ରେମୀଙ୍କ ମଧ୍ୟରେ ଦୁଃଖର ଛାୟା ଖେଳିଯାଇଛି । ସାଢେ ୭ଫୁଟରୁ ଉଚ୍ଚ…
ତାଜା ଖବର ରାଜ୍ୟ ପ୍ରକାଶ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଓ ମୁଖ୍ୟ ନିର୍ବାଚନ କମିଶନର ହେଲେ ମଧୁସୂଦନ ପାଢ଼ୀ January 27, 2025 Papirani ରାଜ୍ୟର ଦୁଇ ପୂର୍ବତନ ବରିଷ୍ଠ ଅଧିକାରୀଙ୍କୁ ମିଳିଲା ଗୁରୁ ଦାୟିତ୍ୱ । ଅବସରପ୍ରାପ୍ତ ବରିଷ୍ଠ ଆଇପିଏସ୍ ଅଧିକାରୀ ତଥା ଓଡ଼ିଶା ପୋଲିସର ପୂର୍ବତନ ଆରକ୍ଷୀ ମହାନିର୍ଦ୍ଦେଶକ ପ୍ରକାଶ ମିଶ୍ର ଓ ଅବସରପ୍ରାପ୍ତ ଆଇଏଏସ ଅଧିକାରୀ ମଧୁସୂଦନ ପାଢ଼ୀଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି…
ଖେଳ ତାଜା ଖବର ଆଇସିସି ଟେଷ୍ଟ କ୍ରିକେଟର ଅଫ୍ ଦି ଇୟର ହେଲେ ଯଶପ୍ରୀତ ବୁମରା January 27, 2025 Papirani ଭାରତୀୟ ଦଳର ଷ୍ଟାର ବୋଲର ଯଶପ୍ରୀତ ବୁମରାହ ହେଲେ ଆଇସିସି ଟେଷ୍ଟ କ୍ରିକେଟର ଅଫ୍ ଦି ଇୟର ୨୦୨୪ । ଷଷ୍ଠ ଭାରତୀୟ ଭାବେ ଯଶପ୍ରୀତ ବୁମରା ହେଲେ ଆଇସିସି ଟେଷ୍ଟ କ୍ରିକେଟର ଅଫ୍ ଦି ଇୟର । ପ୍ରଥମ ଭାରତୀୟ…
ତାଜା ଖବର ବ୍ୟବସାୟ ପୁଣି ତଳମୁହାଁ ହେଲା ଭାରତୀୟ ସେୟାର ମାର୍କେଟ January 27, 2025 Papirani ଆଜି ବି ତଳକୁ ଖସିଲା ଭାରତୀୟ ସେୟାର ମାର୍କେଟ । ଉଭୟ ସେନସେକ୍ସ ଓ ନିଫଟିରେ ଆଜି ଭାରତୀୟ ଷ୍ଟକ୍ ବଜାରରେ ଏକ ବଡ଼ ହ୍ରାସ ଘଟିଛି । ଯେଉଁଥିରେ ସେନସେକ୍ସ ପ୍ରାୟ ୮୦୦ ପଏଣ୍ଟ ଖସି ୭୫,୪୦୦ ସ୍ତର ତଳକୁ…
ତାଜା ଖବର ରାଜ୍ୟ ଚାଷୀ ମିଲରଙ୍କ ଭିତରେ ସରକାର ମୁଣ୍ଡ ନ ପୁରେଇବା ପାଇଁ କହୁଛନ୍ତି ଆଇଏଏସ୍ ଅଫିସର: ଯୋଗାଣ ମନ୍ତ୍ରୀ January 27, 2025 Papirani କଟନୀ ଛଟନୀ ନେଇ ଆଜି ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ ଦେଇ କହିଛନ୍ତି ମନ୍ତ୍ରୀଙ୍କ ବାଟ ଓଗାଳୁଛନ୍ତି ଅଫିସର। ଆଇଏଏସ୍ ଅଫିସର କହୁଛନ୍ତି ଚାଷୀ ମିଲରଙ୍କ ଭିତରେ ମୁଣ୍ଡ ପୁରାନ୍ତୁନି ସରକାର । କୃଷକ ମିଲରଙ୍କ ମଧ୍ୟରେ କଟନୀ ଛଟନୀ…