Category: ତାଜା ଖବର

cyclone Senyar: ସୃଷ୍ଟି ହେଲା ବାତ୍ୟା ‘ସେନୟାର୍’

ସୃଷ୍ଟି ହେଲା ବାତ୍ୟା ‘ସେନୟାର୍’। ମାଲାକ୍କା ପ୍ରଣାଳୀ ଓ ତତ୍ ସଂଲଗ୍ନ ଉତ୍ତର ପୂର୍ବ ଇଣ୍ଡୋନେସିଆ ମଧ୍ୟରେ ଏହି ବାତ୍ୟା ‘ସେନୟାର୍ ‘ ସୃଷ୍ଟି ହୋଇଛି । ମାଲାକ୍କା ପ୍ରଣାଳୀ ଉପରେ ଥିବା ଗଭୀର ଅବପାତ ପଶ୍ଚିମ ଦିଗକୁ ଗତି କରି…

Odisha Assembly: ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ

ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ । ଆଜି ବସିବ ସର୍ବଦୈଳୀୟ ବୈଠକ। ବିଧାୟକ ଦଳ ବୈଠକରେ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧୀ । ନଭେମ୍ବର ୨୭ରୁ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ ବିଧାନସଭା ଶୀତ…

Employees Rally In Delhi: ଏନପିଏସ, ୟୁପିଏସ ବିରୋଦ୍ଧରେ ଦିଲ୍ଲୀରେ କର୍ମଚାରୀ ସମାବେଶ; ପୁରୁଣା ପେନସନ ଲାଗୁ ପାଇଁ ଦାବି

ନେସନାଲ ମୋଭମେଣ୍ଟ ଫର୍ ଓଲ୍ଡ ପେନସନ ସ୍କୀମ ସଂଗଠନ (ଏନ୍ ଏମ ଓ ପି ଏସ) ର ଆନ୍ଦୋଳନ ଡାକରାରେ ଆଜି ନୂଆଦିଲ୍ଲୀ ସ୍ଥିତ ଜନ୍ତର ମନ୍ତର ଠାରେ ସବୁ ରାଜ୍ୟର କର୍ମଚାରୀମାନେ ଏନ ପି ଏସ, ୟୁ ପି ଏସ…

BJD: ବିଜେଡି ଆଉ ବିଜୁଙ୍କ ଆଦର୍ଶରେ ନାହିଁ; ନୂଆ ଦଳ ଗଠନ କରିବା ପାଇଁ ଚିନ୍ତା କରିଛୁ: ଭୂପିନ୍ଦର ସିଂ

ବିଜେଡିର ବହୁ ନେତା ମିଶି ନୂଆ ଦଳ ଗଠନ କରୁଥିବା ନେଇ ପ୍ରତିକ୍ରିୟା ଦେଇଛନ୍ତି ବରିଷ୍ଠ ବିଜେଡି ନେତା ଭୂପିନ୍ଦର ସିଂ । ସେ କହିଛନ୍ତି ବିଜେଡିର ଏକ ବଡ ଗ୍ରୁପ୍ ମେଳି ବାନ୍ଧିବା ଆରମ୍ଭ ହେଉଛି । ଲୋକ ମତ…

Weather Alert: ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟକୁ ନାହିଁ ବର୍ଷା ଭୟ: ମନୋରମା ମହାନ୍ତି

ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟକୁ ବର୍ଷା ଭୟ ନାହିଁ । ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ସେ କହିଛନ୍ତି ଅବପାତର ରୂପ ନେଇଛି ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଥିବା ଲଘୁଚାପ…

Samruddha Odisha: ସମୃଦ୍ଧ ଓଡ଼ିଶା ୨୦୩୬ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସମୃଦ୍ଧ ଓଡ଼ିଶା ୨୦୩୬ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଉତ୍କଳ ଚ୍ୟାମ୍ବର ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡ୍ ଆନୁକୂଲ୍ୟରେ ଉଦ୍‌ଘାଟିତ ହୋଇଛି । ଓଡ଼ିଶା ସରକାର ଏବଂ ଉତ୍କଳ ଚ୍ୟାମ୍ବର ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି…

ARI In Vigilance Net: ଭିଜିଲାନ୍ସ ଜାଲରେ ଏଆରଆଇ

ଭିଜିଲାନ୍ସ ଜାଲରେ ଏଆରଆଇ । ଲାଞ୍ଚ ନେଇ ଧରାପଡ଼ିଲେ ନିକିରାଈ ଏଆରଆଇ । ୧୨ ହଜାର ଟଙ୍କା ଲାଞ୍ଚ ନେଲାବେଳେ ଭିଜିଲାନ୍ସ ଜାଲରେ ଧାରା ପଡ଼ିଲେ କେନ୍ଦ୍ରାପଡା ଜିଲ୍ଲା ଡେରାବିସ ତହସିଲ ନିକିରେଇ ଏଆରଆଇ ଅଭିମନ୍ୟୁ ବେହେରା । ଏହାପରେ ଭିଜିଲାନ୍ସ…

Winter Session 2025: ଶୀତକାଳୀନ ଅଧିବେଶନ ପୂର୍ବରୁ ସୁରକ୍ଷା ଯାଞ୍ଚ କଲେ ପୋଲିସ କମିଶନର

ଆସନ୍ତା ୨୭ ତାରିଖ ଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳୀନ ଅଧିବେଶନ । ମୋଟ ୩୦ଟି କାର୍ଯ୍ୟଦିବସ ରହିଥିବା ବେଳେ ଅଧିବେଶନରେ ରାଜ୍ୟ ସରକାର ଅତିରିକ୍ତ ବଜେଟ ଆଗତ କରିବେ। ଏଥିପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି…

Ayodhya Temple: ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଶିଖରରେ ଉଡ଼ିଲା ଧର୍ମଧ୍ବଜା; ସ୍ଥାପନା କଲେ ପ୍ରଧାନମନ୍ତ୍ରୀ ମୋଦି

ସମ୍ପୂର୍ଣ୍ଣ ହେଲା ଅଯୋଧ୍ୟା ରାମମନ୍ଦିର ନିର୍ମାଣ। ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଶିଖରରେ ଉଡ଼ିଲା ଧର୍ମଧ୍ବଜା। ଆଜି ପ୍ରଧାନମନ୍ତ୍ରୀ ଅଯୋଧ୍ୟା ଶ୍ରୀରାମ ଜନ୍ମଭୂମି ମନ୍ଦିରର ଶିଖରରେ ବିଧିବଦ୍ଧ ଭାବରେ ଧ୍ବର୍ମଧ୍ବଜା ସ୍ଥାପନ କରିଛନ୍ତି। ଶ୍ରୀରାମ ମନ୍ଦିର ଚୂଡ଼ାରେ ଉଡୁଛି ଗେରୁଆ ରଙ୍ଗର ପତାକା…

Debashish Samantaray Resigns: ବିଜେଡି ଛାଡ଼ିଲେ ସାଂସଦ ଦେବାଶିଷ ସାମନ୍ତରାୟ

ବିଜେଡିର ପଦ ଛାଡ଼ିଲେ ସାଂସଦ ଦେବାଶିଷ ସାମନ୍ତରାୟ ।ସିନିୟର୍ ସିଟିଜେନ୍ ସେଲ୍‌ ଉପସଭାପତି ପଦରୁ ଇସ୍ତଫା ଦେଲେ ଦେବାଶିଷ । ସେ ନିଜର ଇସ୍ତଫା ପତ୍ର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇ ଦେଇଛନ୍ତି । ଗୁରୁତ୍ୱ ଦେଉନଥିବାରୁ ପଦବୀ ଛାଡ଼ିଥିବା…