Category: ତାଜା ଖବର

‘ଅପରେସନ ସିନ୍ଦୂର’ ବିଷୟରେ ଦେଶବାସୀଙ୍କୁ ବିସ୍ତୃତ ବିବରଣୀରେ ଦେଲା ଭାରତ

ଭାରତ ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେଇଛି। ବିଳମ୍ବିତ ରାତିରେ ପାକିସ୍ତାନ ଏବଂ ପିଓକେ ଅଧିକୃତ ଜମ୍ମୁ ଏବଂ କାଶ୍ମୀରରେ ନଅଟି ଆତଙ୍କବାଦୀ ଆଡ୍ଡାକୁ ଧ୍ୱଂସ କରିଥିଲେ। ସେନାର ‘ଅପରେଶନ ସିନ୍ଦୂର’ ନେଇ ବିଦେଶ ସଚିବ ବିକ୍ରମ ମିସ୍ରି ସାମ୍ବାଦିକ ସମ୍ମିଳନୀ…

ଅପରେସନ୍ ସିନ୍ଦୂରକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଜମ୍ମୁ କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣର ପରେ ଭାରତ ଆତଙ୍କବାଦ ବିରୁଦ୍ଧରେ ଏକ ବଡ଼ ଅଭିଯାନ ‘ଅପରେସନ୍ ସିନ୍ଦୂର’ ଆରମ୍ଭ କରିଛି। ଏହି ଅପରେଶନ ମାଧ୍ୟମରେ ପାକିସ୍ତାନ ଏବଂ ପିଓକେରେ ଅବସ୍ଥିତ ୯ଟି ଆତଙ୍କବାଦୀ ଶିବିରକୁ ଟାର୍ଗେଟ କରିଛି ଶିବିରଗୁଡ଼ିକୁ ଧ୍ୱଂସ…

ଭାରତର ଏୟାରଷ୍ଟ୍ରାଇକ ପରେ LoCରେ ପାକିସ୍ତାନର ଗୁଳିମାଡ଼; ୧୦ ନାଗରିକଙ୍କ ମୃତ୍ୟୁ, ୩୮ ଆହତ

ଅପରେସନ ସିନ୍ଦୂର ପରେ ଉତ୍ତେଜିତ ହୋଇ ଏଲଓସିରେ ଗୁଳିମାଡ଼ କରୁଛି ପାକିସ୍ତାନ । ଖାଲି ହେଉଛି ଏଲଓସି ଅଞ୍ଚଳରେ ଥିବା ଗାଁରେ ଗୁଳିମାଡ଼ କରିଛି ପାକିସ୍ତାନ । ଜାମ୍ମୁ ଓ କାଶ୍ମୀରର ପୁଞ୍ଚରେ ହୋଇଥିବା ପାକିସ୍ତାନର ଗୁଳିମାଡ଼ରେ ୧୦ ନାଗରିକଙ୍କ ମୃତ୍ୟୁ…

ଅପରେଶନ ସିନ୍ଦୂର: ଏୟାରଷ୍ଟ୍ରାଇକ ପରେ ଭାରତର ୯ଟି ବିମାନବନ୍ଦରରେ ଉଡ଼ାଣ ବନ୍ଦ

ଭାରତର ୯ଟି ବିମାନବନ୍ଦରରେ ଉଡ଼ାଣ ବନ୍ଦ । ପକିସ୍ତାନରେ ଆତଙ୍କବାଦୀ ଶିବିର ଉପରେ ଭାରତର ବଡ଼ ଏୟାରଷ୍ଟ୍ରାଇକ୍ ପରେ ବିମାନବନ୍ଦରରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ଉଡ଼ାଣ ବନ୍ଦ ରଖାଯାଇଛି । ଜମ୍ମୁ, ଶ୍ରୀନଗର, ଲେହ, ଯୋଧପୁର, ଅମୃତସର, ଭୁଜ, ଜାମନଗର, ଚଣ୍ଡିଗଡ଼…

ପହଲଗାମ ଆତଙ୍କୀ ହମଲାର ବଦଲା ନେଲା ଭାରତ; ପାକିସ୍ତାନର ୯ ଆତଙ୍କୀ ଶିବିର ଉପରେ କଲା ଏୟାର ଷ୍ଟ୍ରାଇକ

ପହଲଗାମ ଆତଙ୍କୀ ହମଲାର ବଦଲା ନେଲା ଭାରତ । ଭାରତୀୟ ସେନା ମଙ୍ଗଳବାର ଅଧ ରାତିରେ ପାକିସ୍ତାନ ଅଧିକୃତ କାଶ୍ମୀର(ପିଓକେ)ର ୯ଟି ଆତଙ୍କ ଆଡ୍ଡା ଉପରେ ଏୟାର ଷ୍ଟ୍ରାଇକ କରିଛି ।ଏହି ଅପରେସନର ନାଁ ‘ଅପରେସନ ସିନ୍ଦୂର’ ଦିଆଯାଇଛି । ମଙ୍ଗଳବାର…

ଦୁଗ୍ଧ-ଚାଷୀଙ୍କ ଜୀବନ-ଜୀବିକାକୁ ଅଧିକ ସୁରକ୍ଷିତ କରିଛି ଗୋ-ପାଳନ ଯୋଜନା

ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଅନ୍ତର୍ଗତ ଗୋ-ପାଳନ ଯୋଜନାକୁ ମିଳିଛି ପ୍ରାରମ୍ଭିକ ସଫଳତା । ଗତ ତିନି ମାସ ମଧ୍ୟରେ ଏକ ହଜାରରୁ ଉର୍ଦ୍ଧ୍ଵ ଅଧିକ ଦୁଗ୍ଧ ଉତ୍ପାଦନକ୍ଷମ ଗାଈ ଗୋ-ପାଳନ ଯୋଜନାରେ ସାମିଲ ହୋଇଛନ୍ତି । ରାଜ୍ୟରେ ଦୁଗ୍ଧ ଉତ୍ପାଦନ କ୍ଷମତା…

SDIPRO ନିଯୁକ୍ତି ପରୀକ୍ଷାରେ ତ୍ରୁଟି ପ୍ରସଙ୍ଗ; ମିଳିବ ୬ ମାର୍କ ଗ୍ରେସ୍‌

SDIPRO (OIS-II) ନିଯୁକ୍ତି ପରୀକ୍ଷାରେ ତ୍ରୁଟି ପ୍ରସଙ୍ଗକୁ ନେଇ ଓପିଏସ୍‌ସି ପକ୍ଷରୁ ଜାରି ହେଲା ବିଜ୍ଞପ୍ତି । ସମସ୍ତ ପରୀକ୍ଷାର୍ଥୀଙ୍କୁ ୬ ମାର୍କ ଗ୍ରେସ୍‌ ଦେବାକୁ ଓପିଏସ୍‌ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ଣ୍ଣ ମାର୍କ ୧୦୦ ବଦଳରେ ୯୪ ମାର୍କର…

ଆଗକୁ ଗାଁରେ ହେବ ମକ୍‌ ଡ୍ରିଲ୍‌: ସୁରେଶ ପୂଜାରୀ

ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଆସନ୍ତାକାଲି ଓଡ଼ିଶାର ୧୨ଟି ସ୍ଥାନରେ ହେବାକୁ ଯାଉଛି ମକଡ୍ରିଲ୍‌ । ଅଚାନକ ଆକ୍ରମଣ ହେଲେ କିଭଳି ନିଜକୁ ରକ୍ଷା କରିବେ ତାହାକୁ ନେଇ ହେବାକୁଥିବା ମକଡ୍ରିଲ୍‌ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା…

୧,୧୬୪ ଏକର ଜମିରେ ନିର୍ମିତ ହେବ ପୁରୀ ବିମାନ ବନ୍ଦର

ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି । ସୂଚନାଯୋଗ୍ୟ ଯେ, ଶ୍ରୀଜଗନ୍ନାଥ ବିମାନ ବନ୍ଦର…

ମଦର୍ସ ଡେ ପାଇଁ ସେଲଫି ପ୍ରତିଯୋଗିତାର ଶୁଭାରମ୍ଭ କଲେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା

ଆସନ୍ତା ମେ ୧୧ ତାରିଖରେ ସାରା ବିଶ୍ଵରେ ମଦର୍ସ ଡେ ୨୦୨୫ ପାଳିତ ହେବାକୁ ଯାଉଛି। ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମେ ୬ ରୁ ୧୦ ପର୍ଯ୍ୟନ୍ତ ଏକ ସେଲଫି…