Category: ତାଜା ଖବର

ତାମିଲନାଡୁରେ ଫସିଛନ୍ତି ୯୦ ଯୁବତୀ; ଫେରାଇ ଆଣିବାକୁ ଆସନ୍ତାକାଲି ସୁନ୍ଦରଗଡ଼ ବନ୍ଦ ଡାକରା

ଆସନ୍ତାକାଲି ସୁନ୍ଦରଗଡ଼ ବନ୍ଦ । ବନ୍ଦ ଡାକରା ଦେଲା କୋଶଳ ସମାଜ । ୯୦ ଆଦିବାସୀ ଝିଅଙ୍କୁ ତାମିଲନାଡ଼ୁରେ ଶୋଷଣ ଅଭିଯୋଗ । ଅଭିଯୋଗ ପରେ ବି ପ୍ରଶାସନ ନଶୁଣାବାରୁ ବନ୍ଦ ଡାକରା ଦେଇଛି କୋଶଳ ସମାଜ। ସ୍କୁଲ, କଲେଜ, ଅଫିସ…

ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ପାଇଁ ଟାସ୍କଫୋର୍ସରେ ସାମିଲ ହେଲେ ସପ୍ତଗିରି ଉଲାକା ଓ ସତ୍ୟଜିତ ଗୋମାଙ୍ଗୋ

ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଯେଉଁ ଟାସ୍କ ଫୋର୍ସ ଗଠନ କରାଯାଇଛି ସେଥିର ଆଉ ଦୁଇ ଜଣ ସଦସ୍ୟଙ୍କୁ ସାମିଲ କରାଯାଇଛି । ସେମାନେ ହେଲେ କୋରାପୁଟ ଲୋକସଭା ସାଂସଦ ସପ୍ତଗିରି ଉଲାକା ଏବଂ ଗୁଣୁପୁର ବିଧାୟକ ସତ୍ୟଜିତ…

ରାଜ୍ୟ ବାହାରେ ଥିବା ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା

ସୁଭଦ୍ରା ଯୋଜନାକୁ ନେଇ ଆଜି ଆଉ ଏକ ବଡ଼ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଓଡିଶାରେ ବସବାସ କରୁଥିବା ମହିଳାମାନଙ୍କ ପାଇଁ ରାଜ୍ୟ ସରକାର ସୁଭଦ୍ରା ଯୋଜନା ଲାଗୁ କରିଛନ୍ତି । ଏବେ ମାଇଗ୍ରାଣ୍ଟ ମହିଳା ମଧ୍ୟ ଆବେଦନ…

ଶ୍ରୀମନ୍ଦିର ପରିସରରେ ନିଷେଧ ହେଲା ମୋବାଇଲ; ପୋଷ୍ଟର ମାରିଲା ପୁରୀ ପୋଲିସ

ଗତକାଲି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ହେବା ପରେ ଆଜି ପୁରୀ ପୋଲିସ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଶ୍ରୀମନ୍ଦିର ପରିସରରେ ମୋବାଇଲ ଫୋନକୁ ନିଷେଧ ନେଇ ପୁରୀ ପୋଲିସ ଶ୍ରୀମନ୍ଦିର ଚାରିପଟେ ପୋଷ୍ଟର ମାରିଛି । ଏପରିକି ଏହି…

କଣାସରେ ଝାଡ଼ାବାନ୍ତି ବ୍ୟାପିବା ଘଟଣାରେ ତୁରନ୍ତ ଦୃଷ୍ଟି ଦେବାକୁ ସରକାରଙ୍କୁ ନିବେଦନ କଲେ ନବୀନ

ଦିନକୁ ଦିନ ପୁରୀ ଜିଲ୍ଲା କଣାସରେ ବ୍ୟାପିବାରେ ଲାଗିଛି ହଇଜା । ୧୦ ଦିନ ହେଲା ଝାଡ଼ାବାନ୍ତିରେ ୪ ଜଣଙ୍କର ମୃତ୍ୟୁ ହେବା ସହ ଅନେକ ଲୋକ ଆକ୍ରାନ୍ତ ହୋଇଥିବା ଅଭିଯୋଗ ହୋଇଛି । ଏହି ସମୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା…

ନ୍ୟାୟ ଦାବିରେ ବରଗଡ଼ ବନ୍ଦ ପାଳନ: ପୋଲିସ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ଧସ୍ତାଧସ୍ତି

ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ହେବା ଏବଂ କୁର୍ଲା ଜଙ୍ଗଲରୁ ଯୁବତୀ ଉଦ୍ଧାର ଘଟଣାରେ ନ୍ୟାୟ ଦାବିରେ ଆଜି ବରଗଡରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ସହରରେ ଥିବା ସମସ୍ତ ଦୋକାନ…

ଆଜିଠୁ ଭୁବନେଶ୍ବରରେ ୩ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳା ଆରମ୍ଭ

ରାଜ୍ୟରେ ଜାତୀୟ ଶିକ୍ଷାନୀତି-୨୦୨୦ ପ୍ରଣୟନ ନେଇ ରାଷ୍ଟ୍ରୀୟ କର୍ମଶାଳା ଆରମ୍ଭ ହୋଇଛି । ଆଜିଠୁ ଆରମ୍ଭ ହୋଇଛି ଭୁବନେଶ୍ବରରେ ୩ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳା । ଭୁବନେଶ୍ୱରସ୍ଥିତ ଲୋକସଭା ଭବନରେ କର୍ମଶାଳା ଆରମ୍ଭ ହୋଇଛି । ଜାନୁଆରୀ ୨୩ ପର୍ଯ୍ୟନ୍ତ…

ଦାୟିତ୍ବନେବାର ୬ ଘଣ୍ଟା ଭିତରେ ରାଷ୍ଟ୍ରପତିଙ୍କ ବଡ଼ ନିଷ୍ପତ୍ତି; କ୍ୟାପିଟାଲ୍ ହିଲ୍ସ ଦଙ୍ଗା ମାମଲାର ଅଭିଯୁକ୍ତଙ୍କୁ ଦିଆଗଲା କ୍ଷମା

ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ଡୋନାଲ୍ଡ ଟ୍ରମ୍ପ । ଦାୟିତ୍ବ ନେବାର ୬ ଘଣ୍ଟା ଭିତରେ ଆମେରିକାରେ ବଡ଼ ନିଷ୍ପତ୍ତି ନେଇଛନ୍ତି ଆମେରିକାର ନୂଆ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ପୂର୍ବ ବାଇଡେନ୍ ସରକାର ଲଗାଇଥିବା ୮୦ଟି ଏକଜିକ୍ୟୁଟିଭ୍ ନିର୍ଦ୍ଦେଶକୁ…

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୧୪ ମାଓବାଦୀ ମୃତ

ଓଡ଼ିଶା ଏବଂ ଛତିଶଗଡ଼ ପୋଲିସର ମିଳିତ କୁମ୍ବିଂ ଅପରେସନରେ ବଡ଼ ସଫଳତା ମିଳିଛି । ନୂଆପଡ଼ା ଓ ଗରିଆବନ୍ଧ ଜିଲ୍ଲା ସୀମା କୁଲାରିଘାଟ ସଂରକ୍ଷିତ ଜଙ୍ଗଲରେ ଯବାନ-ମାଓବାଦୀ ଗୁଳିବିନିମୟ ହୋଇଛି । ଗଲା ୩୬ ଘଣ୍ଟା ହେବା ଉଭୟ ରାଜ୍ୟର ସୀମାନ୍ତରେ…

ରାଜଧାନୀରେ ଯୁବ କଂଗ୍ରେସର ବିକ୍ଷୋଭ

ରାଜଧାନୀ ଭୁବନେଶ୍ବରରେ କଂଗ୍ରେସର ଏକ ବିଶାଳ ‘ଯୁବ ଅସନ୍ତୋଷ ସମାବେଶ’ କରାଯାଇଛି । ନିର୍ବାଚନୀ ପ୍ରତିଶ୍ରୁତି ପୂରଣରେ ବିଫଳତା ଅଭିଯୋଗ ଆଣି ରାଜରାସ୍ତାରେ ପ୍ରତିବାଦ କରିଛି କଂଗ୍ରେସ। ଆଜି ଭାରତୀୟ ଯୁବ କଂଗ୍ରେସ ସଭାପତି ଉଦୟଭାନୁଙ୍କ ନେତୃତ୍ୱରେ ୮ ଦଫା ଦାବି…