ତାଜା ଖବର ରାଜ୍ୟ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗରେ RPF ଏଏସ୍ଆଇ ଗିରଫ January 8, 2025 Papirani ଯୁବତୀଙ୍କୁ ଅସଦାଚରଣ ଅଭିଯୋଗରେ ଆରପିଏଫ ଏଏସ୍ଆଇ ଗିରଫ । ଭୁବନେଶ୍ୱର ଆରପିଏଫ ଏଏସଆଇ ନିରଞ୍ଜନ ଜେନା ଗିରଫ ହୋଇଛନ୍ତି । ଦୁଇ ଦିନ ପୂର୍ବେ ଟ୍ରେନରେ ଆସି ଷ୍ଟେସନରେ ଓହ୍ଲାଇଥିଲେ ଯୁବତୀ । ଯୁବତୀଙ୍କ ଘର ଜଗତସିଂପୁରରେ । ସେ ଭୁବନେଶ୍ବରର…
ତାଜା ଖବର ରାଜ୍ୟ ପ୍ରବାସୀ ଭାରତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜୋତା ମାରିବାକୁ ଆହ୍ୱାନ ଦେଲା ଆତଙ୍କୀ ପନ୍ନୁ January 8, 2025 Papirani ପୁଣି ଦୈନିକ ଖବରକାଗଜ ନିର୍ଭୟକୁ ଧମକପୂର୍ଣ୍ଣ ମେଲ୍ ପଠାଇଛି ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ। ଆଜିଠୁ ଆରମ୍ଭ ହୋଇଥିବା ଓଡ଼ିଶାରେ ପ୍ରବାସୀ ଭାରତୀୟ ଦିବସ ଅବସରରେ ବ୍ୟାଘାତ ସୃଷ୍ଟି ପାଇଁ ଧମକପୂର୍ଣ୍ଣ ମେଲ୍ ପଠାଇଛି ପନ୍ନୁ। ପ୍ରବାସୀ ଭାରତୀୟ ଦିବସକୁ ଆତଙ୍କ ଦିବସ…
ତାଜା ଖବର ରାଜନୀତି ରାଜ୍ୟ ସମସ୍ତ ମାମଲାରୁ ଦୋଷମୁକ୍ତ ହେଲେ ପ୍ରଦୀପ ପାଣିଗ୍ରାହୀ January 8, 2025 Papirani ସମସ୍ତ ମାମଲାରୁ ନିର୍ଦ୍ଦୋଷରେ ଖଲାସ ହେଲେ ବ୍ରହ୍ମପୁର ବିଜେପି ସାଂସଦ ପ୍ରଦୀପ ପାଣିଗ୍ରାହୀ। ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ରହିଥିଲା ଟାଟା କମ୍ପାନୀରେ ଚାକିରି ନାଁରେ ଠକେଇ ମାମଲା ହୋଇଥିବା ବେଳେ ଗତକାଲି ସେ ଦୁଇଟି ମାମଲା ଓ ଆଜି ବାକି ଥିବା…
ତାଜା ଖବର ରାଜ୍ୟ ଆରମ୍ଭ ହେଲା ପ୍ରବାସୀ ଭାରତୀୟ ସମ୍ମେଳନ January 8, 2025 Papirani ଆରମ୍ଭ ହେଲା ପ୍ରବାସୀ ଭାରତୀୟ ସମ୍ମିଳନ । ଓଡ଼ିଶାରେ ପ୍ରଥମଥର ପାଇଁ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନ ଆୟୋଜନ କରାଯାଇଛି। ଏହାକୁ ପ୍ରଦୀପ ପ୍ରଜ୍ବଳନ କରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର, କେନ୍ଦ୍ର…
ତାଜା ଖବର ରାଜ୍ୟ ରାଜଧାନୀରେ ‘ପୋଲିସ ମିତ୍ର’ ଯୁବକଙ୍କ ମୁଣ୍ଡ କାଟି ହତ୍ୟା January 8, 2025 Papirani ଆଜି ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟକର ଘଟଣା ଦେଖିବାକୁ ମିଳିଛି । ଭୁବନେଶ୍ୱରର ରସୁଲଗଡ଼ ଛକରେ ପୋଲିସ ମିତ୍ରଙ୍କୁ ବୀଭତ୍ସ ହତ୍ୟା । ପୋଲିସ ମିତ୍ରଙ୍କ ମୁଣ୍ଡ କାଟି ରାସ୍ତାରେ ଫିଙ୍ଗିଦେଛନ୍ତି ଦୁର୍ବୃତ୍ତ। ରସୁଲଗଡ଼ ଛକରେ ଓଭର ବ୍ରିଜ ଉପରେ…
ତାଜା ଖବର ରାଜ୍ୟ ପ୍ରବାସୀ ଭାରତୀୟ ଦିବସ: ୩ ଦିନରେ ୫ଟି ଅଧିବେଶନ January 7, 2025 Papirani ଆସନ୍ତାକାଲି ଠାରୁ ୧୦ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ମହାସମାରୋହରେ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଯାଉଛି । ପ୍ରବାସୀ ଭାରତୀୟ ଦିବସରେ ବିଶ୍ଵର କୋଣଅନୁକୋଣରେ ରହୁଥିବା ଭାରତୀୟ ଓଡ଼ିଶା ଆସୁଛନ୍ତି। ଏହି ମହାସମାରୋହ ପୂର୍ବରୁ ଆଜି ରାଜ୍ୟ ସରକାର ଓ ବୈଦେଶିକ…
ତାଜା ଖବର ରାଜ୍ୟ ଡବଲ ଡେକର ବସ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ January 7, 2025 Papirani ଆଜିଠୁ ଓଡ଼ିଶାରେ ଗଡ଼ିଲା ଡବଲ ଡେକର ବସ । ଆଜି ଡବଲ ଡେ଼କର ବସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୫ଟି ଡବଲ ଡେକର, ୧୦ଟି ହପ୍ ଅନ୍ ହପ୍ ଅଫ୍ ବସ୍ର ଶୁଭାରମ୍ଭ କରାଯାଇଛି । ଏଥିସହ…
ତାଜା ଖବର ରାଜନୀତି ରାଜ୍ୟ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷ ସାବ୍ୟସ୍ତ January 7, 2025 Papirani ନିର୍ଦ୍ଦୋଷରେ ଖଲାସ ହେଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ । ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ରହିଥିଲା ଟାଟା କମ୍ପାନୀରେ ଚାକିରି ନାଁରେ ଠକେଇ ମାମଲା ହୋଇଥିବା ବେଳେ ଆଜି ସାଂସଦ ପ୍ରଦୀପ ପାଣିଗ୍ରାହୀ ଗୋଳନ୍ଥରା ଥାନା ଓ ବୈଦ୍ୟନାଥପୁର ଥାନା ମାମଲାରେ ନିର୍ଦ୍ଦୋଷ…
ତାଜା ଖବର ରାଜ୍ୟ ଚାଷୀଙ୍କୁ କ୍ଷତିପୂରଣ ବଣ୍ଟନ ଆରମ୍ଭ ହେଲାଣି, ୪/୫ ଦିନ ଭିତରେ ସରିବ January 7, 2025 Papirani ଅଦିନିଆ ବର୍ଷା ଚାଷୀଙ୍କର ଧାନ ଫସଲ ସହିତ ପରିବା ଚାଷ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି । ଫସଲ ନଷ୍ଟର କ୍ଷତିପୂରଣକୁ ନେଇ ଆଜି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ଅଦିନିଆ ବର୍ଷା ଧାନ ଫସଲ…
ତାଜା ଖବର ଦେଶ ଫେବ୍ରୁଆରୀ ୫ରେ ଦିଲ୍ଲୀ ନିର୍ବାଚନ; ୮ରେ ଭୋଟ ଗଣତି January 7, 2025 Papirani ଘୋଷଣା ହେଲା ଦିଲ୍ଲୀ ବିଧାନସଭା ନିର୍ବାଚନ ତାରିଖ। ଫେବୃଆରୀ ୫ ତାରିଖରେ ହେବ ଦିଲ୍ଲୀ ବିଧାନସଭା ନିର୍ବାଚନ । ଫେବୃଆରୀ ୮ରେ ରହିଛି ଭୋଟ୍ ଗଣତି । ସମସ୍ତ ୭୦ ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ମତଦାନ । ଏନେଇ ସାମ୍ବାଦିକ…