ତାଜା ଖବର ରାଜ୍ୟ ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ October 6, 2025 Papirani ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ । ଏ ନେଇ ସୋମବାର ଭାରତୀୟ ନିର୍ବାଚନ ଆୟୋଗ(ଇସିଆଇ)ଙ୍କ ତରଫରୁ ଏ ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ନୂଆପଡ଼ା ଉପନିର୍ବାଚନ ପାଇଁ ଆସନ୍ତା ୧୩ରେ ପ୍ରକାଶ ପାଇବ ବିଜ୍ଞପ୍ତି ।…
ତାଜା ଖବର ରାଜ୍ୟ ଖରିଆର୍ ରୋଡ୍କୁ ମ୍ୟୁନିସିପାଲିଟି ଏବଂ କୋମନା ଓ ସିନାପାଲି ନୂତନ ଏନ୍.ଏ.ସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ October 6, 2025 Papirani ଆଜି ନୂଆପଡା ଗସ୍ତ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ତାଙ୍କ ଗସ୍ତ ଅବସରରେ ନୂଆପଡ଼ା ଜିଲ୍ଲା ପାଇଁ ମୋଟ୍ ୧,୧୦୦ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିଛନ୍ତି । ସେଥି ମଧ୍ୟରେ ୬୪ କୋଟି ଟଙ୍କା ବ୍ୟୟରେ…
ତାଜା ଖବର ଦେଶ ନଭେମ୍ବର ୬ ଓ ୧୧ରେ ବିହାର ନିର୍ବାଚନ October 6, 2025 Papirani ବିଧାନସଭା ନିର୍ବାଚନ ପାଇଁ ଆଜି ବାଜିଲା ବିଗୁଲ୍ ବାଜିଛି । ଭାରତୀୟ ନିର୍ବାଚନ ଆୟୋଗ ସୋମବାର ତାରିଖ ଘୋଷଣା କରିଛନ୍ତି । ନଭେମ୍ବର ୬ ଓ ୧୧ରେ ବିହାର ନିର୍ବାଚନ ହେବାକୁ ଯାଉଛି। ଦୁଇଟି ପର୍ଯ୍ୟାୟରେ ବିହାର ନିର୍ବାଚନ ଅନୁଷ୍ଠିତ ହେବ…
ତାଜା ଖବର ଦେଶ ପ୍ରଧାନ ବିଚାରପତି ବି.ଆର. ଗଭାଇଙ୍କୁ ଜୋତା ମାଡ଼ ଉଦ୍ୟମ October 6, 2025 Papirani ସୁପ୍ରିମକୋର୍ଟ ପରିସରରେ ଆଜି ଏକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି । ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତିଙ୍କ ଆଡ଼କୁ ଜୋତା ମାଡ଼ ଉଦ୍ୟମ ହୋଇଛି । ମୁଖ୍ୟ ବିଚାରପତିଙ୍କୁ ଜୋତା ଫିଙ୍ଗିଛନ୍ତି ଜଣେ ଓକିଲ ରାକେଶ କିଶୋର । CJI ଗଭାଇଙ୍କ ଏକ…
ତାଜା ଖବର ରାଜ୍ୟ କଟକ ଭସାଣି ସମୟରେ ଅଶାନ୍ତି ଘଟଣା: ୮ ଗିରଫ October 6, 2025 Papirani କଟକ ଦଶହରା ସମୟରେ ଦୁର୍ଗାପୂଜା ମେଢ଼ ଭସାଣ ବେଳେ କଟକ ସହରରେ ଆରମ୍ଭ ହୋଇଥିବା ଉତ୍ତେଜନା ଘଟଣାରେ ୮ ଜଣ ଗିରଫ। ଏ ନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ । ସେ କହିଛନ୍ତି କଟକ ସହରରେ…
ତାଜା ଖବର ରାଜ୍ୟ କଟକରେ ଇଣ୍ଟରନେଟ୍ ସେବା ବନ୍ଦ ହେବା ପରେ ୩୬ ଘଣ୍ଟା ପାଇଁ ଲାଗୁ ହେଲା କର୍ଫ୍ୟୁ October 5, 2025 Papirani କଟକରେ ୩୬ ଘଣ୍ଟା ପାଇଁ କର୍ଫ୍ୟୁ ଲାଗୁ । ଦରଘାବଜାର ସମେତ ୧୩ଟି ଥାନା ଅଞ୍ଚଳରେ ୩୬ ଘଣ୍ଟା ପାଇଁ କର୍ଫ୍ୟୁ । ଏ ନେଇ ସୂଚନା ଦେଉଛନ୍ତି ପୋଲିସ କମିଶନର ଏସ୍. ଦେବଦତ୍ତ ସିଂ । ଆଜି ରାତି ୧୦ଟାରୁ…
ତାଜା ଖବର ରାଜ୍ୟ କଟକରେ କ୍ୟାମ୍ପ୍ କରି ରହିବାକୁ ଡିଜିପିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ October 5, 2025 Papirani କଟକରେ ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ ଘଟଣା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ ଶାନ୍ତି ଓ ଭାଇଚାରା ବଜାୟ ରଖିବାକୁ ଅପିଲ୍ କରିଛନ୍ତି । ଏହା ସହ କଟକରେ ଉତ୍ତେଜନାକୁ ନିୟନ୍ତ୍ରଣ କରିବା ପାଇଁ କଟକରେ କ୍ୟାମ୍ପ୍ କରି…
ତାଜା ଖବର ରାଜ୍ୟ କଟକରେ ସୋସିଆଲ୍ ମିଡିଆ ଉପରେ ଲାଗିଲା କଟକଣା October 5, 2025 Papirani କଟକ ସହରରେ ସୋସିଆଲ୍ ମିଡିଆ ଉପରେ ଲାଗିଲା କଟକଣା । ଆସନ୍ତା ୨୪ ଘଣ୍ଟା ପାଇଁ ବନ୍ଦ ରହିବ ଇଣ୍ଟରନେଟ ସେବା। ଆଜି ସଂଧ୍ୟା ୭ଟାରୁ ଆସନ୍ତାକାଲି ସଂଧ୍ୟା ୭ଟା ପର୍ଯ୍ୟନ୍ତ ଲାଗିଲା କଟକଣା । ହ୍ବାଟ୍ସ ଆପ୍, ଫେସ୍ବୁକ୍, ଇନ୍ଷ୍ଟାଗ୍ରାମ୍,…
ତାଜା ଖବର ରାଜ୍ୟ ଶହୀଦ ବାଜି ରାଉତ ଜନ୍ମ ଶତ ବାର୍ଷିକୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 5, 2025 Papirani ଢେଙ୍କାନାଳ ଭୁବନର ବାଜି ରାଉତଙ୍କ ଜନ୍ମସ୍ଥାନ ନୀଳକଣ୍ଠପୁର ଠାରେ ଶହୀଦ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନୀଳକଣ୍ଠପୁର ଠାରେ ଆୟୋଜିତ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି…
ତାଜା ଖବର ରାଜ୍ୟ ଏସଆଇ ନିଯୁକ୍ତି ଜାଲିଆତି ମାମଲା; ବଡ଼ ମୁଣ୍ଡମାନଙ୍କୁ ଖସାଇବାକୁ ଉଦ୍ୟମ ହେଉଛି: ବିଜେଡି October 5, 2025 Papirani ପୁଲିସ ସବ ଇନ୍ସପେକ୍ଟର ନିଯୁକ୍ତି ପାଇଁ ହେବାକୁ ଥିବା ଲିଖିତ ପରୀକ୍ଷାରେ ଜାଲିଆତି ମାମଲାରେ ପୁଣି ଆଜି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ବିଜୁ ଜନତା ଦଳ। ପୁଣି ଦୋହରାଇଲା ସିବିଆଇ ତଦନ୍ତ । ଆଜି ସାମ୍ୱାଦିକ ସମ୍ମିଳନୀ କରି ବିଜେଡିର…