Category: ତାଜା ଖବର

କେନ୍ଦୁଝର ସରକାରୀ ଇଂଜିନିୟରିଂ କଲେଜ ହଷ୍ଟେଲରେ ରାଗିଂ ଅଭିଯୋଗ; ଜୁନିୟର ଛାତ୍ରକୁ ରଡରେ ପିଟିଲେ ସିନିଅର

କେନ୍ଦୁଝର ସରକାରୀ ଇଂଜିନିୟରିଂ କଲେଜ ହଷ୍ଟେଲରେ ରାଗିଂ ଅଭିଯୋଗ। ହଷ୍ଟେଲରେ ପଶି ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିଲେ ୫ ସିନିଅର । ଲୁହା ରଡରେ ଆକ୍ରମଣ ପରେ ଗୁରୁତର ଅବସ୍ଥାରେ ମେଡିକାଲରେ ଛାତ୍ରକୁ ଭର୍ତ୍ତି କରାଯାଇଛି । ଏ ନେଇ ନେଇ…

ଭିଜିଲାନ୍ସ ଜାଲରେ ଇଡକୋ ଜୁନିଅର ମ୍ୟାନେଜର

ଭିଜିଲାନ୍ସ ଜାଲରେ ଇଡକୋ ଜୁନିଅର ମ୍ୟାନେଜର ବିଜୟ କୁମାର ଉଦୟସିଂହ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଆଜି ସକାଳୁ ଇଡକୋ ଜୁନିଅର ମ୍ୟାନେଜର(ସିଭିଲ୍) ବିଜୟ କୁମାର ଉଦୟସିଂହଙ୍କ ଘରେ ଚଢ଼ଉ କରାଯାଇଛି । ଖୋର୍ଦ୍ଧା, ଭୁବନେଶ୍ବର ଓ…

ମା’ ତାରାତାରିଣୀ ମନ୍ଦିରରୁ ଚୋରି; ଲକ୍ଷାଧିକ ଟଙ୍କାର ଅଳଙ୍କାର ସହ ଟଙ୍କା ନେଇଗଲେ ଦୁର୍ବୃତ୍ତ

ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରୁ ବଡ଼ ଧରଣର ଚୋରି ହୋଇଛି । ଲକ୍ଷାଧିକ ଟଙ୍କାର ଅଳଙ୍କାର ଓ ଦାନ ହୁଣ୍ଡି ଭାଙ୍ଗି ଦାନା କରାଯାଇଥିବା ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି । ଏ ନେଇ ମନ୍ଦିର…

ହିତାଧିକାରୀଙ୍କୁ ୧୫ କିଲୋ ଲେଖାଏ ତିନିମାସର ଆଗୁଆ ଚାଉଳ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀ ମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।…

ଓଡ଼ିଶା ରେ ହାତୀଙ୍କ ରହିବା ପାଇଁ ଜାଗା ଅଭାବ

ହାତୀମାନଙ୍କର ଅସ୍ୱାଭାବିକ ମୃତ୍ୟୁକୁ ରୋକିବା ପାଇଁ ରାଜ୍ୟ ସରକାର ଗଜ ସାଥୀ ଏବଂ ଦ୍ରୁତ କାର୍ଯ୍ୟାନୁଷ୍ଠାନ ଦଳ ସମେତ ବିଭିନ୍ନ ପଦକ୍ଷେପ ନେଉଥିବା ବେଳେ ଏଥିରେ ବ୍ରେକ୍ ନ ଲାଗି ଦିନକୁ ଦିନ ହାତୀଙ୍କ ମୃତ୍ୟୁ ସଂଖ୍ୟା ବଢିବାକୁ ଲାଗୁଛି ।…

ଧାନ ମଣ୍ଡି ଜଗିବେ ବିଜେପି କୃଷକ ମୋର୍ଚ୍ଚା

ନଭେମ୍ବର ତୃତୀୟ ସପ୍ତାହ ଅର୍ଥାତ୍ ୨୧ ତାରିଖରୁ ଆରମ୍ଭ ହେବ ଖରିଫ ଧାନ କିଣା। ଚାଷୀଙ୍କ ସୁରକ୍ଷା, କଟନୀ ଛଟନୀ ମୁକ୍ତ ଧାନ କିଣା ଉପରେ ଗୁରୁତ୍ବ ଦେଉଛନ୍ତି ରାଜ୍ୟ ସରକାର । ତେଣୁ ଏହି ଧାନ କିଣା କାରବାରରେ ସ୍ୱଚ୍ଛତା…

ଜଙ୍ଗଲରେ ସ୍ବାମୀକୁ ବାନ୍ଧି ସ୍ତ୍ରୀକୁ ହତ୍ୟା ଘଟଣା: ସ୍ତ୍ରୀକୁ ନିଜେ ମାରିବା ପାଇଁ ସ୍ୱାମୀ ରଚିଥିଲା ଷଡଯନ୍ତ୍ର

କୋରାପୁଟ ଜିଲ୍ଲା ନନ୍ଦପୁର ଥାନା କୁମାରଗନ୍ଧନା ହରିଆମୁଣ୍ଡା ଗାଁରେ ଘଟୁଛି ଅଭାବନୀୟ ଘଟଣା । ସ୍ବାମୀକୁ ଗଛରେ ବାନ୍ଧି ପତ୍ନୀକୁ ହତ୍ୟା ଘଟଣାର ପର୍ଦ୍ଦାଫାସ କଲା ପୋଲିସ । ସ୍ଵାମୀକୁ ଗଛରେ ବାନ୍ଧି ସ୍ତ୍ରୀକୁ ହତ୍ୟା ଘଟଣାର ୨୪ ଘଣ୍ଟା ନ…

୨୦୩୬ରେ ଭାରତରେ ଅଲିମ୍ପିକ୍ସ ଆୟୋଜନ ପାଇଁ ଆଇଓସିକୁ ଚିଠି କଲା ଭାରତୀୟ ଅଲିମ୍ପିକ୍ସ ସଂଘ

୨୦୩୬ରେ ଅଲିମ୍ପିକ୍ସ ଆୟୋଜନ ପାଇଁ ଭାରତର ପ୍ରଥମ ପଦକ୍ଷେପ । ଭାରତରେ ଅଲିମ୍ପିକ୍ସ ଆୟୋଜନ କରିବା ପାଇଁ ଅନ୍ତର୍ଜାତୀୟ ଅଲିମ୍ପିକ୍ସ କମିଟିକୁ ଚିଠି ଦ୍ବାରା ଇଚ୍ଛା ଜାହିର କରିଛି ଭାରତୀୟ ଅଲିମ୍ପିକ୍ସ ସଂଘ । ଅଲିମ୍ପିକ୍ସ ସହ ପାରା ଅଲିମ୍ପିକ୍ସ ଆୟୋଜନ…

ଜାତୀୟ ଉତ୍ସବ ଭାବେ ପାଳିତ ହେବ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀ

କେନ୍ଦ୍ର ସରକାର ଉତ୍କଳ କେଶରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀକୁ ଜାତୀୟ ଉତ୍ସବ ଭାବେ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଡାକ୍ତର ହରେକୃଷ୍ଣ ମହତାବଙ୍କୁ ଏହିପରି ଏକ ବଡ଼ ଶ୍ରଦ୍ଧାଞ୍ଜଳୀ ଦେବାକୁ ଜାତୀୟ…

ମେଘନାଦ ପାଚେରୀରୁ ପାଣି ଗଳିବା ଘଟଣାର ସମାଧାନ ପାଇଁ ରାଜ୍ୟ ସରକାରଙ୍କ ଦରଦ ନାହିଁ: ବିଜେଡି 

ମେଘନାଦ ପାଚେରୀରେ ଅନେକ ଜାଗାରେ ଫାଟ ସୃଷ୍ଟି ହେଲାଣି । ଯାହାକୁ ନେଇ ଏବେ ରାଜନୀତି ସରଗରମ ହେବାକୁ ଲାଗିଛି । ଗୋଟେ ଦଳ ଅନ୍ୟ ଦଳ ଉପରେ ମେଘନାଦ ପାଚେରୀରେ ଫାଟକୁ ନେଇ ଦୋଷ ଲଦିବାର ସୁଯୋଗ ଛାଡୁନାହାନ୍ତି ।…