ତାଜା ଖବର ରାଜ୍ୟ ନୂଆବର୍ଷରେ ମିଳିବ ସୁଭଦ୍ରା ଟଙ୍କା: ପ୍ରଭାତୀ ପରିଡ଼ା December 21, 2024 Papirani ଆସନ୍ତା ଜାନୁଆରୀ ମାସରେ ମିଳିବ ସୁଭଦ୍ରା ଟଙ୍କା । ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଜାନୁଆରୀରେ ମିଳିବ ବୋଲି ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ଜାନୁଆରୀରେ ମିଳିବ।…
ତାଜା ଖବର ରାଜ୍ୟ ଭିଜିଲାନ୍ସ ଜାଲରେ ଡିଆଇସି ସୁବର୍ଣ୍ଣପୁର ଜିଏମ୍ December 21, 2024 Papirani ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲ୍ଲା ଶିଳ୍ପ କେନ୍ଦ୍ର ଜେନେରାଲ ମ୍ୟାନେଜର । ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡିଲେ ସୁବର୍ଣ୍ଣପୁର ଡିଆଇସି ଜିଏମ୍ ବିପିନ ଦେହୁରୀ। ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ । ପିଏମଇଜିପି ଋଣ…
ତାଜା ଖବର ରାଜନୀତି ରାଜ୍ୟ ୨୮ରେ ସମ୍ବଲପୁର ଆସିବେ ଗୃହ ମନ୍ତ୍ରୀ ଅମିତ ଶାହ December 21, 2024 Papirani ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ । ଆସନ୍ତା ୨୮ରେ ସମ୍ବଲପୁର ଗସ୍ତ କରିବେ ଗୃହ ମନ୍ତ୍ରୀ ଅମିତ ଶାହ । ପ୍ରଥମେ ମାଁ ସମଲେଶ୍ୱରୀଙ୍କ ଦର୍ଶନ କରିବେ । ଏହାପରେ ତିନି ଚାରୋଟି ପ୍ରକଳ୍ପର ଶୁଭ ଉଦ୍ଘାଟନ…
ତାଜା ଖବର ରାଜ୍ୟ ସାତପଡ଼ା-ଜହ୍ନିକୁଦା ବ୍ରିଜ ପାଇଁ ତତ୍ପରତା ଦେଖାଇଲେ ସମ୍ବିତ ପାତ୍ର ଓ ଉପାସନା ମହାପାତ୍ର December 21, 2024 Papirani ଖୁବଶୀଘ୍ର ପୂରଣ ହେବ ସାତପଡ଼ା – ଜହ୍ନିକୁଦା ବାସୀଙ୍କ ସ୍ବପ୍ନ । ନିର୍ମାଣ ହେବାକୁ ଯାଉଛି ସିଗ୍ନେଚର୍ ବ୍ରିଜ । ଲୋକଙ୍କ ଯାତାୟାତ ଅସୁବିଧାକୁ ନଜରରେ ରଖି ଏହାର ସମାଧାନ ପାଇଁ ପ୍ରୟାସ ଜାରି ରଖିଛନ୍ତି ପୁରୀ ସାଂସଦ ସମ୍ବିତ ପାତ୍ର…
ତାଜା ଖବର ରାଜ୍ୟ ଅଦିନିଆ ବର୍ଷା, ନିଦାବିଷ୍ଣୁ ପ୍ରଶାସନ, ସଙ୍କଟରେ ଚାଷୀକୁଳ December 21, 2024 Papirani ଆକାଶରେ ମାଳ ମାଳ ମେଘ । ଶୀତ ଦିନେ ଅଦିନିଆ ବର୍ଷା ଆଣିଛି ଚାଷୀଙ୍କ ପାଇଁ ଦୁର୍ଦ୍ଦଶା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ଗତକାଲି ଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା। ଅମଳ ସମୟରେ ଏହି ଲଘୁଚାପ…
ତାଜା ଖବର ରାଜ୍ୟ ଆଜି ହେଉଛି ବର୍ଷର ସବୁଠାରୁ ଛୋଟ ଦିନ December 21, 2024 Papirani ଡିସେମ୍ବର ୨୧ ଅର୍ଥାତ ଆଜି ହେଉଛି ବର୍ଷର ସବୁଠାରୁ ଛୋଟ ଦିନ ଓ ରାତି ଲମ୍ବା। ଆଜି ଭୁବନେଶ୍ଵରରେ ଦିନ ଛୋଟ ହେବ ରାତି ସମୟ ଲମ୍ବା ରହିବ । ଭୁବନେଶ୍ଵରରେ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ ୨୪ ସେକେଣ୍ଡ…
ତାଜା ଖବର ଦେଶ ଆଜିଠାରୁ ଦୁଇ ଦିନିଆ କୁଏତ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦୀ December 21, 2024 Papirani ଆଜି କୁଏତ ଗସ୍ତ ଯାଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏତର ଆମିର ଶେଖ ମେଶଲ ଅଲ ଶବାହଙ୍କ ନିମନ୍ତ୍ରଣରେ ଡିସେମ୍ବର ୨୧ ଏବଂ ୨୨ ତାରିଖ ଅର୍ଥାତ୍ ଦୁଇ ଦିନିଆ ଗସ୍ତରେ ସେଠାକୁ ଯାଉଛନ୍ତି ମୋଦି। ସେ କୁଏତର ଅମୀର,…
ତାଜା ଖବର ରାଜ୍ୟ ଜିରୋ ନାଇଟ୍ ଉପରେ ଲାଗିଲା କଟକଣା; ବିନା ଅନୁମତିରେ କରିହେବ ନାହିଁ ସେଲିବ୍ରେସନ୍ December 20, 2024 Papirani ଆସୁଛି ନୂଆବର୍ଷ । ୨୦୨୫ ନୂଆ ବର୍ଷ ପାଇଁ ଏବେଠାରୁ ଚାରିଆଡ଼େ ଜୋରଦାର ପ୍ରସ୍ତୁତି । ପୁରୁଣା ବର୍ଷକୁ ବିଦାୟ ଦେବା ସହ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ କରାଯାଉଥିବା ଜିରୋ ନାଇଟ୍ ସେଲିବ୍ରେସନ୍ ଉପରେ ଲାଗିଲା କଟକଣା ।…
ତାଜା ଖବର ରାଜ୍ୟ ଶିଳ୍ପପତିଙ୍କ ଦୀପ୍ତି ରଞ୍ଜନ ପଟ୍ଟନାୟକଙ୍କ କାର୍ଯ୍ୟାଳୟରେ ଇଡି December 20, 2024 Papirani ରାଉରକେଲାର ବିଶିଷ୍ଟ ଶିଳ୍ପପତି ଦୀପ୍ତି ରଞ୍ଜନ ପଟ୍ଟନାୟକଙ୍କ କାର୍ଯ୍ୟାଳୟରେ ଇଡିର ଚଢାଉ। ସିଭିଲ ଟାଉନସିପ୍ କର୍ମସିଆଲ ଇଷ୍ଟେଟ ମାର୍କେଟରେ ଚଢାଉ ହୋଇଛି । ଏଥିରେ ସାମିଲ ହୋଇଛନ୍ତି ଇଡିର ୧୫ ଜଣିଆ ଟିମ୍ । ଶିଳ୍ପପତି ଦୀପ୍ତି ରଞ୍ଜନ ହେଉଛନ୍ତି ବରିଷ୍ଠ…
ତାଜା ଖବର ରାଜ୍ୟ ବଣ୍ଡାଘାଟିବାସୀଙ୍କୁ ମିଳିବ ଅଧିକ ୫୦ ହଜାର ଟଙ୍କା December 20, 2024 Papirani ବଣ୍ଡାଘାଟିବାସୀଙ୍କୁ ମିଳିବ ଅଧିକ ୫୦ ହଜାର ଟଙ୍କା । ଆଜି ଆଜି ମାଲକାନଗିରି ବଣ୍ଡାଘାଟି ଗସ୍ତ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସୁଭଦ୍ରା ଓ ଆବାସ ଯୋଜନାକୁ ନେଇ ସ୍ଥିତି ପରଖିବା ପରେ ସୂଚନା ଦେଇ କହିଛନ୍ତି ବଣ୍ଡାଘାଟିରେ ଲୋକଙ୍କୁ…