ତାଜା ଖବର ଦେଶ ବେଆଇନ ଭାରତୀୟ ପ୍ରବାସୀଙ୍କୁ ପଠାଇଲା ଆମେରିକା February 4, 2025 Papirani ବେଆଇନ ପ୍ରବାସୀଙ୍କୁ ନେଇ ଆମେରିକାରୁ ଭାରତ ଅଭିମୁଖେ ବାହାରିଲା ପ୍ରଥମ ବିମାନ । ପ୍ରଥମ ପର୍ଯ୍ୟାୟରେ ୫ ହଜାର ଭରତଙ୍କୁ ପଠାଇଲା ଆମେରିକା । ଆମେରିକାର ବିଭିନ୍ନ ସ୍ଥାନରେ ବେଆଇନ ଭାବେ ରହୁଥିଲେ ଭାରତୀୟଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ…
ତାଜା ଖବର ରାଜ୍ୟ ପବିତ୍ର ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ହଜାର ହଜାର ଶ୍ରଦ୍ଧାଳୁ February 4, 2025 Papirani ଆଜି ହେଉଛି ପବିତ୍ର ମାଘ ସପ୍ତମୀ । ଏହି ଅବସରରେ ଚନ୍ଦ୍ରଭାଗାରେ ବୁଡ଼ ପକାଇଛନ୍ତି ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ । ବ୍ରାହ୍ମ ମୂହୂର୍ତ୍ତରେ ସୂର୍ଯ୍ୟାଦୋୟବେଳେ ପବିତ୍ର ସ୍ନାନ କରିଛନ୍ତି ଶ୍ରଦ୍ଧାଳୁ । ଏହି ଦିନ ଚନ୍ଦ୍ରଭାଗା ପୁଷ୍କରିଣୀରେ ବୁଡ ପକାଇଲେ…
ତାଜା ଖବର ରାଜ୍ୟ କୁନି ଝିଅ ଉପରେ ଚଢ଼ିଗଲା ମୋ ବସ୍ February 4, 2025 Papirani ରାଜଧାନୀରେ ପୁଣି ଦୁର୍ଘଟଣା ଘଟାଇଲା ମୋ ବସ୍ । ମୋ ବସ୍ ଧକ୍କାରେ କୁନି ଝିଅର ମୃତ୍ୟୁ ହୋଇଛି। ନନ୍ଦନକାନନ ଥାନା ଅନ୍ତର୍ଗତ ରଘୁନାଥପୁର ଅଞ୍ଚଳରେ ଘଟିଛି ଏହି ଦୁର୍ଘଟଣା । ସାଇକେଲରେ ଯାଉଥିବାବେଳେ ପଛପଟୁ ଧକ୍କା ଦେଇଥିଲା ମୋ ବସ।…
ତାଜା ଖବର ରାଜ୍ୟ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜରେ ପ୍ରତିଷ୍ଠା ହେବ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍ February 3, 2025 Nirvay କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସପିଟାଲରେ ପ୍ରତିଷ୍ଠା ହେବ ଏକ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍। ଏହାଦ୍ବାରା ବିଭିନ୍ନ ଦୁର୍ଘଟଣା ଗ୍ରସ୍ତ ଲୋକଙ୍କୁ ମିଳି ପାରିବ ତୁରନ୍ତ ଉନ୍ନତ ଚିକିତ୍ସା। ଆଜି ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ…
ତାଜା ଖବର ରାଜ୍ୟ ମାଘ ସପ୍ତମୀ ବୁଡ଼ ପାଇଁ ଚନ୍ଦ୍ରଭାଗାରେ ବ୍ୟାପକ ବ୍ୟବସ୍ଥା February 3, 2025 Papirani ଆସନ୍ତାକାଲି ପବିତ୍ର ମାଘ ସପ୍ତମୀ । ଏହି ଦିନରେ ଚନ୍ଦ୍ରଭାଗାରେ ପବିତ୍ର ମାଘ ସପ୍ତମୀ ବୁଡ଼ ପକାଇବେ ଶ୍ରଦ୍ଧାଳୁ। ଏଥିପାଇଁ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରଣୀରେ ବିଭିନ୍ନ ସ୍ଥାନରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବାରେ ଲାଗିଛି। ଗତକାଲି ଭୋର ୪ଟା ୩୭ରେ ପବିତ୍ର…
ତାଜା ଖବର ରାଜ୍ୟ ଠେଙ୍ଗା ବାହିନୀ ଗଢ଼ିଲେ ବିଧାୟକ ବାବୁ ସିଂ February 3, 2025 Papirani ଆସନ୍ତା ୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭ ମେଳା । ଏଥିପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି । ହଜାର ହଜାର ଦର୍ଶକଙ୍କ କୋଳାହୋଳରେ ଉଚ୍ଛୁଳିବ ଖଣ୍ଡଗିରି ଯାତ୍ରା । ଏହା ମଧ୍ୟରେ ଅଶ୍ଲୀଳତାକୁ ସମ୍ପୂର୍ଣ୍ଣ ବିରୋଧ କରାଯାଇଛି…
ତାଜା ଖବର ରାଜ୍ୟ ମାଲକାନଗିରି ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କ ନାଁରେ ଏନବିଡବ୍ଲ୍ୟୁ ଜାରି February 3, 2025 Papirani ମାଲକାନଗିରି ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କ ନାଁରେ ଏନବିଡବ୍ଲ୍ୟୁ । କୋର୍ଟରେ ହାଜର ନହେବାରୁ ଜାମିନ ବିହିନ ଗିରଫ ପରୱାନା (ଏନବିଡବ୍ଲ୍ୟୁ) ଜାରି କଲେ ଏସ୍ଡିଜେଏମ୍ କୋର୍ଟ। । ସହଯୋଗୀ ଦେବନାରାୟଣ ପଣ୍ଡା ମୃତ୍ୟୁ ମାମଲାରେ ଏନବିଡବ୍ଲ୍ୟୁ । ୨୦୧୯ ଡିସେମ୍ବରରେ…
ତାଜା ଖବର ରାଜ୍ୟ ରେଳ ବଜେଟରେ ଓଡ଼ିଶାକୁ ମିଳିଲା ୧୦,୫୯୯ କୋଟି ଟଙ୍କା February 3, 2025 Papirani ଓଡ଼ିଶାକୁ ରେଳ ବଜେଟକୁ ନେଇ ଅଶ୍ବିନୀ ବୈଷ୍ଣବଙ୍କ ବଡ ସୂଚନା । ଫେବ୍ରୁଆରୀ ୧ରେ ଘୋଷିତ ବଜେଟ୍ରେ ରେଲୱେକୁ ୨.୫୨ ଲକ୍ଷ କୋଟି ଟଙ୍କା ଆବଣ୍ଟିତ ହୋଇଛି । ଏଥିରୁ ଓଡ଼ିଶା ପାଇଁ ୧୦ ହଜାର ୫୯୯ କୋଟି ଟଙ୍କା ରହିଥିବା…
ତାଜା ଖବର ରାଜ୍ୟ ଅଭିଯୋଗ ପ୍ରକୋଷ୍ଠରେ ଜଟିଳ ରୋଗରେ ପୀଡିତ ଝିଅଙ୍କୁ ୫ଲକ୍ଷ ଟଙ୍କା ସହାୟତା ରାଶି ଦେବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ February 3, 2025 Papirani ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗ ଶୁଣିବା ସହ ଅଭିଯୋଗ ଗୁଡିକର ଶୀଘ୍ର ସମାଧାନ ନିମନ୍ତେ ନିର୍ଦ୍ଧାରିତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୋଗ ପ୍ରକୋଷ୍ଠକୁ ଆସିଥିବା କିଛି ଦିବ୍ୟାଙ୍ଗଙ୍କ ନିକଟକୁ ଯାଇ ମୁଖ୍ୟମନ୍ତ୍ରୀ ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ଏହି ସମୟରେ…
ତାଜା ଖବର ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ: ଦିବ୍ୟାଙ୍ଗ ବାଳକକୁ ଦେଖି ଚିକିତ୍ସା ପାଇଁ ହସ୍ପିଟାଲ ପଠାଇଲେ ମୁଖ୍ୟମନ୍ତ୍ରୀ February 3, 2025 Papirani ଆଜି ଜନସାଧାରଣଙ୍କ ପାଇଁ ଖୋଲିଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୋମବାର ଲୋକଙ୍କ ଅଭିଯୋଗ ଶୁଣାଣି କରୁଛନ୍ତି। ଭୁବନେଶ୍ୱର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ସକାଳୁ ସକାଳୁ ଆସି ଅଭିଯୋଗକାରୀ ଭିଡ଼ ଜମାଇଥିଲେ । ଲୋକଙ୍କ…