ତାଜା ଖବର ରାଜ୍ୟ ଗିରଫ ହେଲେ ବଣାଇ ଆଇଟିଡିଏ ପିଏ ବିଶ୍ୱଦର୍ଶୀ ସାହୁ January 31, 2025 Papirani ଆୟ ବର୍ହିଭୁତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ ସୁନ୍ଦରଗଡ଼ ଜିଲ୍ଲା ବଣାଇ ଆଇଟିଡିଏ ପିଏ ବିଶ୍ୱଦର୍ଶୀ ସାହୁଙ୍କୁ ଗିରଫ କରିଛି । ଜବତ ସମ୍ପତ୍ତିର ସନ୍ତୋଷ ଜନକ ଉତ୍ତର ନ ଦେଇପାରିବାରୁ ଭିଜିଲାନ୍ସ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ…
ଖେଳ ତାଜା ଖବର ରାଜ୍ୟ କଟକ ବାରବାଟୀ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା January 31, 2025 Papirani ଆସନ୍ତା ଫେବୃୟାରୀ ୯ରେ ଓଡ଼ିଶାରେ ଅନୁଷ୍ଠିତ ହେବାକୁ ଯାଉଛି ଆନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍। ଏଥିପାଇଁ ଆଜି କଟକ ବାରବାଟି ଷ୍ଟାଡିୟମରେ ପହଞ୍ଚି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୯ ତାରିଖରେ ହେବାକୁ ଥିବା ମ୍ୟାଚ୍ ପାଇଁ ପ୍ରସ୍ତୁତିକୁ ନେଇ…
ତାଜା ଖବର ଦେଶ ଆରମ୍ଭ ହେଲା ବଜେଟ୍ ଅଧିବେଶନ January 31, 2025 Papirani ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ବଜେଟ୍ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଯାଇଛି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ଉଭୟ ଗୃହକୁ ସମ୍ବୋଧିତ କରିଛନ୍ତି। ମହାକୁମ୍ଭ ଅଘଟଣକୁ ନେଇ ଦୁଃଖ ପ୍ରକାଶ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା…
ତାଜା ଖବର ଦେଶ ବଜେଟ୍ ପୂର୍ବରୁ ମୋଦିଙ୍କ ଅଭିଭାଷଣ; ଏ ବର୍ଷର ବଜେଟ ନୂଆ ଉର୍ଜା ସହ ଐତିହାସିକ ହେବ January 31, 2025 Papirani ସଂସଦରେ ଆଜିଠୁ ଫେବ୍ରୁଆରୀ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ୟୁନିୟନ ବଜେଟ୍ ୨୦୨୫-୨୬ ର ପ୍ରଥମ ପର୍ଯ୍ୟାୟ ଅଧିବେଶନ । ଏହି ବଜେଟ୍ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ବୋଧନ । ମା’ ଲକ୍ଷ୍ମୀଙ୍କ ବନ୍ଦନା ପଢ଼ି ଅଭିଭାଷଣ ଆରମ୍ଭ…
ତାଜା ଖବର ରାଜ୍ୟ ପୁଣି ସ୍ଥଗିତ ରହିଲା ଶ୍ରୀମନ୍ଦିର ଭିତର ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ January 31, 2025 Papirani ପୁଣି ସ୍ଥଗିତ ରହିଲା ଶ୍ରୀମନ୍ଦିର ଭିତର ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ । ଶ୍ରୀପଞ୍ଚମୀ ଏବଂ ବନକଲାଗି ନୀତି ପାଇଁ ମରାମତି କାର୍ଯ୍ୟ ସ୍ଥଗିତ ରହିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଆଜି ସୂଚନା ଦେଇଛନ୍ତି । ସେ…
ତାଜା ଖବର ରାଜ୍ୟ ସ୍ଥାୟୀ ନିଯୁକ୍ତି ଦାବି କଲେ ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ January 30, 2025 Papirani ସ୍ଥାୟୀ ନିଯୁକ୍ତି ଦାବିରେ ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀମାନେ ଆସନ୍ତା ୨ ତାରିଖରୁ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଯାଉଛନ୍ତି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଦେଢ଼ କୋଟି ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଲକ୍ଷ୍ୟ ରଖିଥିବା ଆଜି…
ତାଜା ଖବର ରାଜ୍ୟ ପୁଣି ମହାକୁମ୍ଭରେ ଲାଗିଲା ନିଆଁ January 30, 2025 Papirani ମହାକୁମ୍ଭରେ ପୁଣି ଅଗ୍ନିକାଣ୍ଡ । ପ୍ରୟାଗରାଜ ମହାକୁମ୍ଭର ସେକ୍ଟର ୨୨ରେ ଏହି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ୧୫ଟି ତମ୍ବୁ ଜଳି ପୋଡ଼ି ପାଉଁଶ ହୋଇଯାଇଛି । ଅଗ୍ନିଶମ ବାହିନୀ ଦଳ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ପାଇଁ…
ତାଜା ଖବର ରାଜନୀତି ରାଜ୍ୟ ୫ ଦିନିଆ ଓଡ଼ିଶା ଗସ୍ତରେ ମୋହନ ଭାଗବତ January 30, 2025 Papirani ଓଡିଶାରେ ମୋହନ ଭାଗବତ । ଆଜି ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘ(ଆରଏସଏସ)ର ପ୍ରମୁଖ ମୋହନ ଭାଗବତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଗସ୍ତରେ ସେ ସଂଘର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଆଜି ସନ୍ଧ୍ୟାରେ…
ତାଜା ଖବର ରାଜ୍ୟ ଫେବ୍ରୁଆରୀ ୧୫ ଯାଏଁ ବଢ଼ିଲା ରାସନ ଇ-କେୱାଇସି ଅପଡେଟ୍ ତାରିଖ January 30, 2025 Papirani ଫେବ୍ରୁଆରୀ ୧୫ ଯାଏଁ ବଢ଼ିଲା ରାସନ ଇ-କେୱାଇସି ଅପଡେଟ୍ । ପୂର୍ବରୁ ଜାନୁଆରୀ ୩୧ ଶେଷ ତାରିଖ ଥିଲାବେଳେ ଫେବ୍ରୁଆରୀ ୧୫କୁ ବୃଦ୍ଧି କରାଯାଇଛି । ଅବଧି ବୃଦ୍ଧି ନେଇ ଆଜି ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।…
ତାଜା ଖବର ଦେଶ ରାଜ୍ୟ ଓଡ଼ିଶାରୁ ମହାକୁମ୍ଭକୁ ଯାଉଥିବା ଓଏସ୍ଆରଟିସିର ସ୍ବତନ୍ତ୍ର ବସ୍ ବାତିଲ୍ January 30, 2025 Papirani ମହାକୁମ୍ଭ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଥିବା ସ୍ୱତନ୍ତ୍ର ବସ ସେବାକୁ ବାତିଲ କରାଯାଇଛି । ଓଡ଼ିଶା ରାଜ୍ୟ ସଡ଼କ ଓ ପରିବହନ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ଓଏସ୍ଆରଟିସି ବସ୍ ସେବାକୁ ବନ୍ଦ କରାଯାଇଛି । ଫେବ୍ରୁଆରୀ ୪ ତାରିଖ…