Category: ତାଜା ଖବର

ଶହୀଦ ବାଜି ରାଉତ ଜନ୍ମ ଶତ ବାର୍ଷିକୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଢେଙ୍କାନାଳ ଭୁବନର ବାଜି ରାଉତଙ୍କ ଜନ୍ମସ୍ଥାନ ନୀଳକଣ୍ଠପୁର ଠାରେ ଶହୀଦ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନୀଳକଣ୍ଠପୁର ଠାରେ ଆୟୋଜିତ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି…

ଏସଆଇ ନିଯୁକ୍ତି ଜାଲିଆତି ମାମଲା; ବଡ଼ ମୁଣ୍ଡମାନଙ୍କୁ ଖସାଇବାକୁ ଉଦ୍ୟମ ହେଉଛି: ବିଜେଡି

ପୁଲିସ ସବ ଇନ୍ସପେକ୍ଟର ନିଯୁକ୍ତି ପାଇଁ ହେବାକୁ ଥିବା ଲିଖିତ ପରୀକ୍ଷାରେ ଜାଲିଆତି ମାମଲାରେ ପୁଣି ଆଜି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ବିଜୁ ଜନତା ଦଳ। ପୁଣି ଦୋହରାଇଲା ସିବିଆଇ ତଦନ୍ତ । ଆଜି ସାମ୍ୱାଦିକ ସମ୍ମିଳନୀ କରି ବିଜେଡିର…

ପ୍ରତ୍ୟେକ ଗାଁର ଭାଗବତ ଟୁଙ୍ଗି ମାନଙ୍କର ହେବ ପୁନରୁଦ୍ଧାର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଶ୍ରୀମଦ୍ ଭାଗବତ ମହୋତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଧର୍ମ ଜାଗରଣ ସମିତି, ଓଡ଼ିଶା ପକ୍ଷରୁ ଆଜି ଭୁବନେଶ୍ବରର କଟକ ରୋଡ ସ୍ଥିତ ତେରାପନ୍ଥ ଭବନ ଠାରେ ଆୟୋଜିତ ଶ୍ରୀମଦ୍ ଭାଗବତ ମହୋତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଦେଶରେ କଫ୍ ସିରପ୍ ଯୋଗୁଁ ଶିଶୁ ମୃତ୍ୟୁ ଘଟଣା; ଆଜି ଅପରାହ୍ଣ ୪ଟାରେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଜରୁରୀ ବୈଠକ

ଦେଶରେ କଫ୍ ସିରପ୍ ଯୋଗୁଁ ଶିଶୁ ମୃତ୍ୟୁ ଘଟଣାକୁ ନେଇ ତତ୍ପରତା ଦେଖାଇଛନ୍ତି କେନ୍ଦ୍ର ସରକାର । ଆଜି ଅପରାହ୍ନ ୪ଟାରେ ସବୁ ରାଜ୍ୟର ସ୍ବାସ୍ଥ୍ୟ ସଚିବ ଓ ଡ୍ରଗ୍ସ କଣ୍ଟ୍ରୋଲରଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିବେ କେନ୍ଦ୍ର…

ରାଇକିଆ ବ୍ଲକ ଅଧ୍ୟକ୍ଷ ପଦରୁ ହଟିଲେ ପ୍ରୀତମ୍ ଚନ୍ଦ୍ର ପ୍ରଧାନ

ପଦରୁ ହଟିଲେ ରାଇକିଆ ଅଧ୍ୟକ୍ଷ । କନ୍ଧମାଳ ଜିଲା ରାଇକିଆ ବ୍ଲକ ଅଧ୍ୟକ୍ଷ ପ୍ରିତମ ପ୍ରଧାନଙ୍କ ବିରୋଧରେ ହୋଇଥିବା ଅନାସ୍ଥା ଭୋଟରେ ସେ ତାଙ୍କର ପଦବୀ ହରାଇଛନ୍ତି । ଏ ନେଇ ଘୋଷଣା କଲେ କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ । ଏହା…

ଭସାଣି ବେଳେ ମୁସଲମାନ ବସ୍ତିରୁ ଟେକା ମାଡ଼ ଘଟଣା; ଆସନ୍ତାକାଲି କଟକ ବନ୍ଦ ଡାକରା

ଆସନ୍ତାକାଲି କଟକ ବନ୍ଦ । ଭସାଣ ଶୋଭାଯାତ୍ରାରେ ଗଣ୍ଡଗୋଳ ଘଟଣାକୁ ନେଇ ଆସନ୍ତାକାଲି କଟକ ବନ୍ଦ ଡାକରା ଦେଲା ବିଶ୍ୱ ହିନ୍ଦୁ ପରିଷଦ । ଗଣ୍ଡଗୋଳ ଘଟଣାରେ ପୋଲିସ ଓ ଜିଲ୍ଲା ପ୍ରଶାସନକୁ ଦାୟୀ କରି ବନ୍ଦ ଡାକରା ଦେଇଛି ବିଶ୍ୱ…

ଟେଷ୍ଟ କ୍ରିକେଟ୍‌ରେ ଧୋନୀଙ୍କ ରେକର୍ଡ ଭାଙ୍ଗିଲେ ଜାଡ଼େଜା

ଟେଷ୍ଟର ଦ୍ୱିତୀୟ ଦିନରେ ଜାଡେଜାଙ୍କ ନୂଆ ରେକର୍ଡ । ଟେଷ୍ଟ କ୍ରିକେଟରେ ସବୁଠାରୁ ଅଧିକ ଛକା ମାରିବା ଲିଷ୍ଟରେ ମହେନ୍ଦ୍ର ସିଂ ଧୋନିଙ୍କୁ ପଛରେ ପକାଇଲେ ଜାଡେଜା । ସେ ୬ଟି ଚୌକା ଏବଂ ୫ଟି ଛକା ମାରିଛନ୍ତି । ଟେଷ୍ଟରେ…

ଅଣ୍ଡର ୧୪ ସିବିଏସଇ ଭାରତୀୟ କ୍ରିକେଟ ଦଳରେ ସ୍ଥାନ ପାଇଲେ ଓଡ଼ିଆ ପୁଅ ଆରିଜ୍ ଫୈସଲ ଜିଲାନି

ଅଣ୍ଡର ୧୪ ସିବିଏସଇ ଭାରତୀୟ କ୍ରିକେଟ୍ ଦଳରେ ସ୍ଥାନ ପାଇଲେ ଉମରକୋଟ ବାସିନ୍ଦା ଖାଲିଦ ଜିଲାନିଙ୍କ ପୁଅ ଆରିଜ୍ ଫୈସଲ ଜିଲାନି । ଅରିଜ ଜଣେ ମିଡିୟମ ଫାଷ୍ଟ୍ ବୋଲର, ତାଙ୍କର ଉତ୍ତମ ପ୍ରଦର୍ଶନ ଯୋଗୁଁ ସେ ଟିମରେ ସ୍ଥାନ ହାସଲ…

ପୋଲିସ ଏସ୍ଆଇ ପରୀକ୍ଷାରେ ଜାଲିଆତି ଘଟଣା; ବିଜେପିର ସମ୍ପୃକ୍ତି ଅଭିଯୋଗର ପ୍ରମାଣ ରଖିଲା ବିଜେଡି

ପୋଲିସ ସବ୍ଇନ୍ସପେକ୍ଟର ନିଯୁକ୍ତି ପାଇଁ ହେବାକୁ ଥିବା ଲିଖିତ ପରୀକ୍ଷାରେ ଜାଲିଆତି ମାମଲାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟିର ପୋଲ୍ ଖୋଲିଲା ବିଜେଡି । ଆଜି ସାମ୍ୱାଦିକ ସମ୍ମିଳନୀରେ ପ୍ରଶ୍ନପତ୍ର ମାମଲାରେ ବିଜେପି ସରକାରକୁ ଟାର୍ଗେଟ କରିଛି ବିଜେଡି ।…

ଏସ୍ଆଇ ପରୀକ୍ଷା ଘୋଟାଲାରେ ପୂର୍ବତନ ଡିଆଇଜି କୁଳମଣି ବେହେରାଙ୍କ ପୁଅ ଗିରଫ

ଏସ୍ଆଇ ପରୀକ୍ଷା ଘୋଟାଲାରେ ଗିରଫ ପରୀକ୍ଷାର୍ଥୀଙ୍କ ମଧ୍ୟ ପୋଲିସ ବାବୁଙ୍କ ପିଲା । ଏସ୍ଆଇ ପରୀକ୍ଷା କେଳେଙ୍କାରୀରେ ପୂର୍ବତନ ଡିଆଜିଙ୍କ ପୁଅ ଗରିଫ। ଅବସର ଡିଆଇଜି କୁଳମଣି ବେହେରାଙ୍କ ପୁଅ ଅମୀୟ ବେହେରା ଗିରଫ ହୋଇଛି। କୁଳମଣି ବେହେରାଙ୍କ ପରି ବହୁ…

loader