Category: ତାଜା ଖବର

ପୁରୀରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ ରଥକାଠ ।

ପୁରୀରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ ରଥକାଠ । କାଠ ମଧ୍ୟରେ ୨୩ଟି ୪୦ ଫୁଟିଆ ଅସନ ଓ ୨ଟି ୪୦ ଫୁଟିଆ ଧଉରା କାଠ ରହିଛି । ଉତ୍ତର ଘୁମୁସର ବନଖଣ୍ଡ ଅଞ୍ଚଳରୁ ୨୫ଟି ରଥକାଠ ପୁରୀରେ ପହଞ୍ଚିିଛି । ଅସନ…

ଓଡ଼ିଶାରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର

ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର। ଆଜି ଓ କାଲି ସେ ଦୁଇଦିନ ଓଡ଼ିଶାରେ ରହିବେ । ଏବେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ଜୟଶଙ୍କର। ଭୁବନେଶ୍ୱର ବିମାନବନ୍ଦରରେ ଜୟଶଙ୍କରଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି ରାଜ୍ୟ ବିଜେପିର ବରିଷ୍ଠ ନେତାଗଣ…

ଘସିପୁରାରୁ ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ ସୌମ୍ୟରଂଜନ ପଟ୍ଟନାୟକ

ଭୁବନେଶ୍ବର: ଘସିପୁରାରୁ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିବେ ସୌମ୍ୟରଂଜନ ପଟ୍ଟନାୟକ । କିଛିଦିନ ତଳେ ବିଜେପିରୁ ଘଷିପୁରା ପାଇଁ ଲଢ଼ିବେ ବୋଲି ଚର୍ଚ୍ଚା ହୋଇଥିଲା। କିନ୍ତୁ ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ ଚଳିତ ନିର୍ବାଚନରେ କେନ୍ଦୁଝର ଜିଲ୍ଲା ଘସିପୁରା ନିର୍ବାଚନ ମଣ୍ଡଳୀରୁ…

ବିଜେଡ଼ି ବିରୋଧରେ ସଂଗୀନ ଆରୋପ ଆଣିଲେ ଖଣ୍ଡପଡ଼ା ନେତା ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର: ଗତକାଲି ବିଜେଡ଼ ରୁ ଇସ୍ତପା ଦେବାପରେ ଆଜି ଗଣମାଧ୍ୟମ ଆଗରେ ବିଜେଡ଼ି ବିରୋଧରେ ସଂଗୀନ ଆରୋପ ଆଣିଲେ ଖଣ୍ଡପଡ଼ା ନେତା ଅନୁଭବ ପଟ୍ଟନାୟକ | ସେ କହିଛନ୍ତି ଗଂଜେଇ ବେପାରୀଙ୍କ ପତ୍ନୀଙ୍କୁ ବିଜେଡି ଟିକେଟ ଦେଉଛି ଏବଂ ବିଜେଡି ଯାହାକୁ…

ବିଜେପି ଛାଡ଼ି ବିଜେଡିରେ ସାମିଲ ହେଲେ ଅଭିନେତ୍ରୀ ଜିନା ସାମଲ

ଅଭିନେତ୍ରୀ ଜିନା ସାମଲ ବିଜେପିରୁ ଇସ୍ତଫା ଦେଇ ବିଜେଡିରେ ସାମିଲ ହୋଇଛନ୍ତି । ରାଜ୍ୟସଭା ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡି ମିଶ୍ରଣ ପର୍ବରେ ଦଳରେ ସାମିଲ ହୋଇଛନ୍ତି ଜିନା । ଦଳରେ ଅବହେଳିତ ଅଭିଯୋଗ କରି ରାଜ୍ୟ ଉପସଭାପତିଙ୍କୁ ପଠାଇଥିଲେ ଇସ୍ତଫା…

ରାୟବରେଲୀରୁ ଆଜି ନାମାଙ୍କନ ଭରିବେ ରାହୁଲ ଗାନ୍ଧି; ରାୟଗଡ଼ା ଗସ୍ତ ବାତିଲ

ଆଜି କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ରାୟଗଡ଼ା ଗସ୍ତ ବାତିଲ ହୋଇଛି। ଆଜି ସେ ରାୟଗଡ଼ା ଆସିବେ ନାହିଁ ବୋଲି କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତର ପ୍ରଦେଶ ରାୟବରେଲୀରୁ ଲଢ଼ିବେ ରାହୁଲ ଗାନ୍ଧି। ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ଆଜି…

୬ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

୬ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଘଷିପୁରା, ଭୋଗରାଇ, ଭଣ୍ଡାରୀପୋଖରୀ, ବରୀ, ବାରବାଟୀ-କଟକ ଓ ବେଗୁନିଆ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ଘଷିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ,…

ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ଧର୍ମେନ୍ଦ୍ର ପ୍ରଧାନ

ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଲୋକସଭା ଆସନରୁ ନାମାଙ୍କନ ଭରିଛନ୍ତି। ଏହି ସମୟରେ ତାଙ୍କ ସହ ଦଳୀୟ ବିଧାୟକ ପ୍ରାର୍ଥୀ ଏବଂ ଦଳର କିଛି ବରିଷ୍ଠ ନେତାଙ୍କ ଉପସ୍ଥିତି ଥିଲେ । ହଜାର ହଜାର ସମର୍ଥକଙ୍କ ସହ ସେ ଉପ…

ଗୋଲ୍ଡି ବ୍ରାର ଜୀବିତ; ସୋସିଆଲ ମିଡ଼ିଆରେ ହତ୍ୟାର ଭୁଲ ଖବର ଭାଇରାଲ

ପଞ୍ଜାବୀ ଗାୟକ ସିଦ୍ଧୁ ମୋସେୱାଲାଙ୍କ ହତ୍ୟା ଘଟଣାରେ କୁଖ୍ୟାତ କାନାଡାର ଗ୍ୟାଙ୍ଗଷ୍ଟର ତଥା ପ୍ରାଥମିକ ସନ୍ଦିଗ୍ଧ ଗୋଲ୍ଡି ବ୍ରାର ଜୀବନ୍ତ ଥିବା ଜଣାଯାଇଛି। ଆମେରିକା ପୋଲିସ ଏକ ଗୁଜବ ଓ ମିଥ୍ୟା ବୋଲି କହିଛି। ଏହାପୂର୍ବରୁ ଆମେରିକାର ନ୍ୟୁଜ୍ ଚ୍ୟାନେଲଗୁଡିକର ଏକ…

ଓଡ଼ିଶାରେ ୧୬ ଲୋକସଭା ଆସନ ଜିତିବ ବିଜେପି : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଏକ ଗଣମାଧ୍ୟମର ସାକ୍ଷାତକାରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି ଓଡ଼ିଶାରେ ବିଜେପି ସରକାରକୁ ଆସିବା ଏବଂ ବିଜେପି ଓଡ଼ିଶାରେ ୧୬ ଲୋକସଭା ଆସନ ଜିତିବ । ଏଥର ଓଡିଶାବାସୀଙ୍କ ଆଶୀର୍ବାଦ ବିଜେପି ଉପରେ ରହିଛି । ଗତଥର ଠାରୁ ଏଥର…