Category: ତାଜା ଖବର

୨୪ ତାରିଖରୁ ରାଜ୍ୟରେ ଆରମ୍ଭ ହେବ ଆବାସ ସର୍ଭେ କାର୍ଯ୍ୟ

ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି ରାଜ୍ୟରେ ପ୍ରଧାନମନ୍ତୀ ଆବାସ ସର୍ଭେ କାର୍ଯ୍ୟ। ସର୍ଭେ ନେଇ ଆଜି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ। ସେ କହିଛନ୍ତି ୨୪ରୁ ଆରମ୍ଭ ହେବ ସର୍ଭେ କାର୍ଯ୍ୟ । ଏଥିପାଇଁ ଅଫ୍‌ଲାଇନ୍‌…

ଖଣିମନ୍ତ୍ରୀ ସମ୍ମିଳନୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କୋଣାର୍କ ଇକୋ ରିଟ୍ରିଟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କୋଣାର୍କରେ ଆଜି ଠାରୁ ଆରମ୍ଭ ହୋଇଛି ଦୁଇଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ। ଏହି ଦୁଇ ଦିନିଆ କାର୍ଯ୍ୟକ୍ରମ ‘ବିକଶିତ ଭାରତ ୨୦୪୭’ର ପରିକଳ୍ପନା ଅନୁଯାୟୀ ଆୟୋଜନ କରାଯାଉଛି। ତୃତୀୟ ଜାତୀୟ…

ଶୀତରେ କଲବଲ ସାରା ରାଜ୍ୟ; ୧୦ ଡିଗ୍ରୀ ତଳେ ୫ ସହରର ତାପମାତ୍ରା

ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ରାଜ୍ୟରେ ରାତି ତାପମାତ୍ରା କମିବା ସହିତ କୁହୁଡ଼ି ମଧ୍ୟ ଦୃଶ୍ୟମାନ ହେଉଛି । ଫୁଲବାଣୀରେ ସବୁଠୁ ଅଧିକ ଥଣ୍ଡା ଅନୁଭୂତ ହୋଇଥିବା ବେଳେ ୧୦ ଡିଗ୍ରୀ ତଳେ ରହିଛି ୫ ସହର । ୭…

ଆଜିଠୁ ଆରମ୍ଭ ହେଲା ଚିଲିକାରେ ଡଲଫିନ୍ ଗଣନା

ଆଜି ଚିଲିକାରେ ଆରମ୍ଭ ହୋଇଛି ଡଲଫିନ୍‌ ଗଣନା । ଚିଲିକା ହ୍ରଦର ସାତପଡ଼ା ଓ ବାଲୁଗାଁ ରେଞ୍ଜରେ ବିଭିନ୍ନ ସ୍ଥାନରେ ୧୮ଟି ଟିମ୍ ନିୟୋଜିତ କରାଯାଇଛି । ଏଥିରେ ବାଲୁଗାଁ ବନଖଣ୍ଡର ୧୦ ଓ ସାତପଡ଼ାର ୮ଟି ଟିମ୍ ସାମିଲ ରହିଛନ୍ତି।…

ସ୍ବାମୀତ୍ବ ଯୋଜନାରେ ୬୫ ଲକ୍ଷ ସମ୍ପତ୍ତି କାର୍ଡ ବଣ୍ଟନ କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ସାରା ଦେଶରେ ଲାଗୁ ହୋଇଛି ସ୍ବାମୀତ୍ବ ଯୋଜନା। ସ୍ବାମୀତ୍ବ ଯୋଜନାରେ ସଂପତ୍ତି କାର୍ଡର ଇ-ବିତରଣ କଲେ ପ୍ରଧାନମନ୍ତ୍ରୀ ମୋଦି । ଆଜି ଭିଡିଓ କନଫ୍ରେନସ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ବାମୀତ୍ବ ଯୋଜନା ଅଧୀନରେ ସମ୍ପତ୍ତି ମାଲିକଙ୍କୁ ମୋଟ…

ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ ଦଳ ଘୋଷଣା

ଆଇସିସି ଚାମ୍ପିୟନ୍ସ ଟ୍ରଫି-୨୦୨୫ ପାଇଁ ଭାରତୀୟ ଦଳ ଘୋଷଣା। ଶ୍ରେଷ୍ଠ ୧୫ ଖେଳାଳୀଙ୍କ ନାମ ଘୋଷଣା କରିଛି ଭାରତୀୟ ଦଳ । ରୋହିତ ଶର୍ମା ଅଧିନାୟକ ହୋଇଥିବା ବେଳେ ଉପ-ଅଧିନାୟକ ପଦ ସମ୍ଭାଳିବେ ଶୁଭମନ ଗିଲ୍ । ବୁମରାଙ୍କ ପାଇଁ ସବଜେକ୍ଟଟୁ…

ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହେଲା ୭କୋଟି ଟଙ୍କାର ମାରିଜୁଆନା

ଭୁବନେଶ୍ୱର ବିମାନବନ୍ଦରରୁ ୭କୋଟି ଟଙ୍କାର ମାରିଜୁଆନା ଜବତ ହୋଇଛି। ୭ କୋଟିର ମାରିଜୁଆନା ଜବତ କଲା କଷ୍ଟମ ଡିପାର୍ଟମେଣ୍ଟ । ବ୍ୟାକଂକରୁ ଭୁବନେଶ୍ୱର ଆସିଥିବା ଜଣେ ଯାତ୍ରୀଙ୍କଠାରୁ ୭କେଜି ମାରିଜୁଆନା ଜବତ ହୋଇଛି, ଯାହାର ମୂଲ୍ୟ ୭କୋଟି ଟଙ୍କା ହେବ ବୋଲି…

ଡାଲମିଆ ସିମେଣ୍ଟର କେପି ପାୱାର ପ୍ଲାଣ୍ଟ ବନ୍ଦ ପାଇଁ ନିର୍ଦ୍ଦେଶ

ରାଜଗାଙ୍ଗପୁର ଡାଲମିଆ ସିମେଣ୍ଟ ପ୍ଲାଣ୍ଟରେ ଦୁର୍ଘଟଣା ଘଟଣାରେ ଡାଲମିଆ ସିମେଣ୍ଟର କେପି ପାୱାର ପ୍ଲାଣ୍ଟ ବନ୍ଦ ପାଇଁ ନିର୍ଦ୍ଦେଶ । ବନ୍ଦ ପାଇଁ ଫ୍ୟାକ୍ଟ୍ରି ଆଣ୍ଡ୍ ବଏଲର୍ ଡେପୁଟି ଡାଇରେକ୍ଟରଙ୍କ ନିର୍ଦ୍ଦେଶ । ଏନେଇ ସୂଚନା ଦେଲେ ଅତିରିକ୍ତ ଜିଲ୍ଲାପାଳ ଅଭିମନ୍ୟୁ…

କୋଲକତା ମହିଳା ଡାକ୍ତରଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତ ସଞ୍ଜୟ ରାୟ ଦୋଷୀ ସାବ୍ୟସ୍ତ

ବହୁଚର୍ଚ୍ଚିତ କୋଲକତା ଆର.ଜି.କର ମେଡିକାଲ୍ ମାମଲାରେ ମାମଲାରେ ଆସିଲା ରାୟ । ଆର.ଜି.କର ମେଡିକାଲର ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଦୋଷୀ ସାବ୍ୟସ୍ତ ହେଲା ଅଭିଯୁକ୍ତ ସଞ୍ଜୟ ରାୟ । ଶନିବାର କୋଲକତାର ସିଆଲଦା କୋର୍ଟ ସଞ୍ଜୟଙ୍କୁ ଦୋଷୀ…

ପ୍ରାୟ ୪ ଲକ୍ଷ ଆୟକରଦାତା ନେଉଥିଲେ ରାସନ୍: ଯୋଗାଣ ମନ୍ତ୍ରୀ

ରାସନ କାର୍ଡକୁ ନେଇ ଚାଞ୍ଚଲ୍ୟକର ତଥ୍ୟ ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ବଡ଼ । ସେ କହିଛନ୍ତି ପ୍ରାୟ ୪ ଲକ୍ଷ ଆୟକରଦାତା ରାସନ ନେଉଥିବା ଜଣାପଡିଛି । ଆୟକରଦାତା ରାସନ କାର୍ଡ ହାତେଇଥିବା ନେଇ ବିଭାଗ ପାଖେ ଖବର…