Category: ତାଜା ଖବର

ଭିଆଇପି ସୁରକ୍ଷାରୁ ହଟିବେ ଏନଏସଜି କମାଣ୍ଡୋ

କେନ୍ଦ୍ର ସରକାର ବୁଧବାର ନ୍ୟାସନା ସିକ୍ୟୁରିଟୀ ଗାର୍ଡ (ଏନଏସଜି)କୁ ଭିଆଇପିଙ୍କ ସୁରକ୍ଷାରୁ ହଟାଇବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏମାନଙ୍କ ସ୍ଥାନରେ କେନ୍ଦ୍ରୀୟ ଅର୍ଦ୍ଧ ସାମରିକ ବାହିନୀ (ସିଆରପିଏଫ) ମୁତୟନ ହେବେ । ଆସନ୍ତା ମାସରୁ ଏହି ଆଦେଶ ଲାଗୁ ହେବ…

ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଘଟଣା: ବିଭିନ୍ନ ଦିଗ ସମ୍ପର୍କରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ତାଙ୍କର ନୂଆଦିଲ୍ଲୀ ଗସ୍ତ ସମୟରେ ରାଜଧାନୀ ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ସମୀକ୍ଷା କରିଛନ୍ତି। ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥା ଓ ସୁସ୍ଥତା, ଦିଲ୍ଲୀ ପୋଲିସ ଦ୍ୱାରା ଚାଲିଥିବା…

ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ଥାପିତ ହେବ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି: ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ 

ରାଜ୍ୟର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି ସ୍ଥାପିତ ହେବ। ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ ସ୍ଥାପନା ନିମନ୍ତେ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ନିଷ୍ପତି ନିଆଯାଇଛି। ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ…

ବଢ଼ି ଚାଲିଛି ବିମାନରେ ବୋମା ଥିବା ନେଇ ମିଛ ଧମକ କଲ୍; ୨ ଦିନରେ ୧୨ ବିମାନକୁ ବୋମା ଧମକ

୪୮ ଘଣ୍ଟାରେ ୧୨ ବିମାନକୁ ବୋମା ଧମକ । ବଢ଼ି ଚାଲିଛି ବିମାନରେ ବୋମା ଥିବା ନେଇ ମିଛ ଧମକ କଲ୍ । ଆଜି ପୁଣି ୨ଟି ବିମାନକୁ ବୋମା ଥିବା କଲ୍ ପରେ ବଢ଼ିଲା ଛନକା ଭାରତୀୟ ବିମାନଗୁଡିକୁ ଲଗାତର…

ବଢିଲା ବିଭିନ୍ନ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ

କେନ୍ଦ୍ର କ୍ୟାବିନେଟର ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତି ନିଆଯାଇଛି । ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁରି ମିଳିଛି । ମୋଟ ୬ଟି ରବି ଫସଲ ଉପରେ ଏମଏସପି ମୂଲ୍ୟ ବଢାଇଛନ୍ତି କେନ୍ଦ୍ର ସରକାର। ଗହମର ଏମଏସପି କ୍ୱିଣ୍ଟାଲ…

ପୁରୀ ପାଇଁ ଖୁବଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା

ସମ୍ପୂର୍ଣ୍ଣ ପୁରୀକୁ ଜଗିବ ସିସିଟିଭି । ପୁରୀ ପାଇଁ ଖୁବଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା । ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ଲାଗିବି ସିସିଟିଭି । ଯାହା ଫଳରେ ଆହୁରି ସୁରକ୍ଷିତ ହେବ ପୁରୀ ସହର ।…

ଆତଙ୍କବାଦ କେବେ ହେଲେ ବାଣିଜ୍ୟ ଏବଂ ଯୋଗାଯୋଗ ବୃଦ୍ଧି କରିବ ନାହିଁ: ଏସ୍ ଜୟଶଙ୍କର

ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ୍ ଜୟଶଙ୍କର ଏବେ ଦୁଇ ଦିନିଆ ପାକିସ୍ତାନ ଗସ୍ତରେ ଅଛନ୍ତି। ପାକିସ୍ତାନରେ ଆୟୋଜିତ ଏସସିଓ ବୈଠକରେ ନିଜ ଅନ୍ଦାଜ ଦେଖାଇଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର। କଶ୍ମୀର ଓ ଆତଙ୍କବାଦ ପ୍ରସଙ୍ଗରେ ଭାରତ-ପାକିସ୍ତାନ ମଧ୍ୟରେ…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ୩ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ମହଙ୍ଗା ଭତ୍ତା (ଡିଏ) ଏବଂ ପେନସନଭୋଗୀମାନଙ୍କୁ ମହଙ୍ଗା ସହାୟତା (ଡିଆର)ରେ ଅତିରିକ୍ତ କିସ୍ତି ବୃଦ୍ଧିକୁ ଅନୁମୋଦନ କରାଯାଇଛି। କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଡିଏ ୫୩ ପ୍ରତିଶତକୁ…

ଜନ୍ମଦିନରେ ନବୀନଙ୍କୁ ଲତିକା ପ୍ରଧାନଙ୍କ ଉପହାର !

ଆଜି ୭୮ ବର୍ଷରେ ପାଦ ଦେଇଛନ୍ତି ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଧାନସଭାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ଅବସରରେ ନବୀନଙ୍କୁ ଅନେକ ଅନେକ ଅଭିନନ୍ଦନ ଜଣାଇଛନ୍ତି ରାଜ୍ୟ ରାଜନୀତି ଓ ଅନ୍ୟ କ୍ଷେତ୍ର ସହ ଜଡ଼ିତ ଅନେକ…

ଭାଜପାର ନିକଟତର ହେଉଛନ୍ତି ବିଜେଡି ନେତା

୨୦୧୯ ମସିହାରୁ ୨୦୨୪ ମସିହା ପର୍ଯ୍ୟନ୍ତ ମୟୂରଭଞ୍ଜ ଜିଲ୍ଲାରେ ୬ଜଣ ଭାଜପା ବିଧାୟକ ଏବଂ ୩ଜଣ ବିଜେଡ଼ି ବିଧାୟକ ରହିଥିଲେ । ମୟୂରଭଞ୍ଜ ଲୋକସଭା ସାଂସଦ ମଧ୍ଯ ଭାଜପାର ରହିଥିଲେ । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି.କେ.…