Category: ତାଜା ଖବର

ଅଦିନିଆ ବର୍ଷାକୁ ନେଇ ଚିନ୍ତାରେ ଚାଷୀ; ବିଲକୁ ଯାଇ ଚାଷୀଙ୍କ ସହ ଆଲୋଚନା କରିବେ ନବୀନ

ଅମଳ ସମୟରେ ଦାଉ ସାଧିଛି ଅଦିନିଆ ବର୍ଷା । ବର୍ଷକର ଅମଳ ଫସଲ ଆଖି ଆଗରେ ଗଜା ହୋଇ ନଷ୍ଟ ହୋଇଯିବାକୁ ବସିଛି । ସରକାରୀ ସହାୟତା ପାଇଁ ଚାଷୀ ଆକୁଳ ନିବେଦନ କରିଛନ୍ତି । ଏମିତି ସ୍ଥିତିରେ ଆସନ୍ତା ଡିସେମ୍ବର…

ଆହୁରି ସଶକ୍ତ ହେବ ଓଡ଼ିଶା ଅଗ୍ନିଶମ ବାହିନୀ; ଫାୟାର୍ ଟିମକୁ ମିଳିବ ଡଗ୍ ସ୍କ୍ୱାଡ୍

ଆହୁରି ସଶକ୍ତ ହେବ ଓଡ଼ିଶା ଅଗ୍ନିଶମ ବାହିନୀ । ଫଶି ରହିଥିବା ଲୋକଙ୍କୁ ଉଦ୍ଧାର କରିବା ହେବ ସହଜ । ଫାୟାର୍ ଟିମକୁ ମିଳିବ ଡଗ୍ ସ୍କ୍ୱାଡ୍ । ରାଜ୍ୟ ପୋଲିସର ଡଗ୍ ସ୍କ୍ୱାଡ୍ K-୯ ର ୧୦ଟି କୁକୁରଙ୍କୁ ସ୍ୱତନ୍ତ୍ର…

ରାଜଧାନୀରେ ମାତିଛନ୍ତି ଭଣ୍ଡ ବାବା; ପୋଲିସ ଜିମା ଦେଲେ ଲୋକେ

ଶନିବାର ସକାଳୁ ଭୁବନେଶ୍ୱର, ମୈତ୍ରୀବିହାର ଅଞ୍ଚଳରେ ୪ ଜଣ ବ୍ୟକ୍ତି ବାବା ବେଶରେ ଘର ଘର ବୁଲି ଭିକ୍ଷା ମାଗୁଥିଲେ । ତେବେ ସେମାନଙ୍କ ବେଶ ପୋଷାକ,କଥାବାର୍ତ୍ତା ଓ ଚାଲିଚଳନରୁ ସ୍ଥାନୀୟ ଲୋକେ ସନ୍ଦେହ କରି ପୋଲିସକୁ ଖବର ଦେଇଥିଲେ ।…

ଗଠନ ହେଲା ଓଡ଼ିଶା ଲ’ କମିଶନ; ଜଷ୍ଟିସ ବିଶ୍ୱନାଥ ରଥ ହେଲେ ଲ’ କମିଶନ ଅଧ୍ୟକ୍ଷ

ରାଜ୍ୟ ସରକାରଙ୍କ ଆଇନ ବିଭାଗ ପକ୍ଷରୁ ଆଜି ୫ ଜଣିଆ ଓଡ଼ିଶା ଲ’ କମିଶନ ଗଠନ କରାଯାଇଛି । ଲ’ କମିଶନରେ ଅଧ୍ୟକ୍ଷଙ୍କ ସହ ଅଛନ୍ତି ୬ ସଦସ୍ୟ । ଜଷ୍ଟିସ ବିଶ୍ୱନାଥ ରଥଙ୍କୁ ଆଇନ ଆୟୋଗର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି…

ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କୁ ଶଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଲୋକସେବା ଭବନରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅର୍ଥନୀତି କ୍ଷେତ୍ରରେ ତାଙ୍କର ଜ୍ଞାନ ଓ ଦକ୍ଷତା ପାଇଁ ସେ ସାରା ବିଶ୍ୱ ରେ…

ଚାଷୀଙ୍କୁ ମିଳିବ କ୍ଷତିପୂରଣ; ଆଉ ୧୫ ଦିନ ମଣ୍ଡି ଖୋଲିବାକୁ ନିର୍ଦ୍ଦେଶ

ଅଦିନିଆ ବର୍ଷାରେ ଫସଲ କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳିବ କ୍ଷତିପୂରଣ । ଚାଷୀଙ୍କୁ କ୍ଷତିପୂରଣ ଦେବେ ରାଜ୍ୟ ସରକାର । ଏ ନେଇ ଆଜି ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ସେ କହିଛନ୍ତି ଟୋକନ ଅବଧି ୧୫…

ନୂଆବର୍ଷରେ ଜିରୋ ନାଇଟ ନେଇ କମିଶନରେଟ ପୋଲିସର ପ୍ରସ୍ତୁତି; ବିଶୃଙ୍ଖଳାକାରୀଙ୍କ ଉପରେ କଡ଼ା ନଜର

ଆଗକୁ ଆସୁଛି ନୂଆବର୍ଷ । ଜିରୋ ନାଇଟ ପାଇଁ ସବୁଠୁ ଜୋରଦାର ପ୍ରସ୍ତୁତି ଚାଲିଛି । ଏହା ସହ ଜିରୋ ନାଇଟ ନେଇ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି କମିଶନରେଟ ପୋଲିସର । ରାଜ୍ୟର ବିଭିନ୍ନ ସ୍ଥାନରେ ପାଳନ ହେବ ଜିରୋ ନାଇଟ୍…

ଭଙ୍ଗାଯିବ ବେଆଇନ ଘର: କଟକ ଜିଲ୍ଲାପାଳ

ଭଙ୍ଗାଯିବ ବେଆଇନ ଘର । ବେଆଇନ ଘର ହୋଇଥିଲେ ଭଙ୍ଗାଯିବ କହିଲେ କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉ ସାହେବ ସିନ୍ଦେ। ସେ କହିଛନ୍ତି କଟକ ଧବଳେଶ୍ୱରରେ ସରକାରୀ ଜମି ବିକ୍ରିର ଯାଞ୍ଚ ହେବ। ଘଟଣାସ୍ଥଳକୁ ଅଧିକାରୀ ଯାଇ ଯାଞ୍ଚ କରିବେ ।…

ନିଜକୁ ଚାବୁକରେ ମାରିଲେ ତାମିଲନାଡୁ ବିଜେପି ସଭାପତି ଆନାମଲାଇ ; ଜାଣନ୍ତୁ କଣ ରହିଛି ଏହା ପଛର କାରଣ

ତାମିଲନାଡୁ ରାଜ୍ୟ ବିଜେପି ସଭାପତି କେ. ଆନ୍ନାମଲାଇ ନିଜକୁ ନିଜେ ନିସ୍ତୁକ ପିଟି ଚାଲିଥିବା ଦୁଶ୍ୟ ଏବେ ସାମ୍ନାକୁ ଆସିଛି । ଛାତ୍ରୀଙ୍କୁ ଯୌନ ନିର୍ଯ୍ୟାତନା ମାମଲାରେ ତାମିଲନାଡୁ ବିଜେପି ରାଜ୍ୟ ସଭାପତିଙ୍କ ଏହି ଭଳି ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି…

ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

ସ୍ଥଗିତ ହେଲା ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ । ଆସନ୍ତାକାଲି ଅର୍ଥାତ୍ ଶନିବାର ଶାହ ଓଡିଶା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହାକୁ ସ୍ଥଗିତ ରଖାଯାଇଛି । ଆସନ୍ତାକାଲି ସନ୍ଧ୍ୟାରେ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବାର ଥିଲେ…