Category: ତାଜା ଖବର

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୁଲିସ୍ ଏସ୍‌ଆଇ

ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଜଣେ ପୁଲିସ୍ ଏସ୍ଆଇ। ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବରଗଡ଼ ଜିଲ୍ଲାର ପୁଲିସ୍ ଏସ୍ଆଇ ଜଗା ବରିହା । ଜଣେ ସ୍କ୍ରାପ୍ ଡିଲରଙ୍କଠାରୁ ୭ ହଜାର…

ପରଲୋକରେ ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ; ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ପରଲୋକରେ ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ । ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୫୨ ବର୍ଷ ବୟସରେ ବିୟୋଗ ହୋଇଛି । ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀରୁ ୨ ଥର ବିଧାୟକ ହୋଇଥିଲେ । କିଡ଼ନୀ ରୋଗରେ…

କାଲି ଦିଲ୍ଲୀରେ ବସିବ ଓଡ଼ିଶା କଂଗ୍ରେସ ପାଇଁ ବୈଠକ; ଚୟନ ହେବ ଜିଲ୍ଲା ସଭାପତି

ଆସନ୍ତାକାଲି ଓଡ଼ିଶା କଂଗ୍ରେସ ପାଇଁ ଦିଲ୍ଲୀରେ ହେବାକୁ ଯାଇଛି ବଡ଼ ବୈଠକ । ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ବୈଠକ । ଏହି ବୈଠକ ପରେ ଜିଲ୍ଲା ସଭାପତି ବାଛିବେ। ଏହି ବୈଠକରେ ଯୋଗଦେବେ ପିସିସି ସଭାପତି ଭକ୍ତ ଦାସ…

ସମ୍ବଲପୁରରେ ହେବ ଓୟୁଏଟିର ଆଉ ଏକ କ୍ୟାମ୍ପସ୍‌

ସମ୍ବଲପୁରରେ ଖୋଲିବ ଓୟୁଏଟିର ଆଉ ଏକ କ୍ୟାମ୍ପସ୍ । ଖୁବଶୀଘ୍ର ଏହା ଆରମ୍ଭ ହେବ । ଏହି ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନସିଂହଦେଓ । ଓୟୁଏଟିର ୬୪ତମ ପ୍ରତିଷ୍ଠା ଦିବସ ଅବସରରେ ଯୋଗ ଦେଇ ସେ ଉପ ମୁଖ୍ୟମନ୍ତ୍ରୀ…

ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ୨୫ରୁ ୨୮ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୪୮ ଘଣ୍ଟାରେ ଘନୀଭୂତି ହେବା ନେଇ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ।…

ଓଡିଶାରେ ବର୍ଜ୍ୟବସ୍ତୁରୁ ବାହାରିବ ସବୁଜ ଇନ୍ଧନ: କୃଷ୍ଣ ଚନ୍ଦ୍ର ମହାପାତ୍ର

ଓଡିଶାରେ ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ । ଏ ନେଇ ଆଜି ସୂଚନା ଦେଇଛନ୍ତି ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର । ସେ କହିଛନ୍ତି କମ୍ପାନୀକୁ ସରକାର ଜମି ଓ ବର୍ଜ୍ୟ ଯୋଗାଇବେ ।…

ପୁରୀ ଜଗନ୍ନାଥବଲ୍ଲଭ ମଲ୍ଟିଲେବଲ କାର୍ ପାର୍କିଂରୁ ଖସିଲା ବୋଲେରୋ; ଡ୍ରାଇଭର ଗୁରୁତର

ପୁରୀ ଜଗନ୍ନାଥ ବଲ୍ଲଭ ପାର୍କିଂରେ ଅଘଟଣ । ପୁରୀର ଜଗନ୍ନାଥବଲ୍ଲଭ ମଲ୍ଟିଲେବଲ କାର୍ ପାର୍କିଂରୁ ଖସିଲା ବୋଲେରୋ । ଗାଡ଼ି ପାର୍କିଂ ସମୟରେ ଗୋଟିଏ ମହଲାରୁ ତଳକୁ ଖସିଲା ବୋଲେରୋ। ଏହି ଦୁର୍ଘଟଣାରେ ଗାଡ଼ି ଡ୍ରାଇଭର ଗୁରୁତର ହୋଇଥିବା ଜଣାପଡିଛି ।…

ସବୁ ଥାନାରୁ ହଟିବ ଜବତ ଗାଡ଼ି

ସବୁ ଥାନାରୁ ହଟିବ ଜବତ, ଅବ୍ୟହୃତ ଓ ଅଚଳ ଗାଡ଼ି । ଏ ନେଇ ଆଜି ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ । ସେ କହିଛନ୍ତି ଥାନାରେ ଥିବା ଜବତ ଗାଡ଼ି ପଡ଼ି ରହିବା ଯୋଗୁ…

ବିପଦ ସଂକେତ ଉପରେ ବୈତରଣୀ ଓ ସୁବର୍ଣ୍ଣରେଖା

ବିପଦ ସଂକେତ ଉପରେ ବୈତରଣୀ ଓ ସୁବର୍ଣ୍ଣରେଖା । ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର ବିଭିନ୍ନ ଅଞ୍ଚଳ ସମେତ ଉପର ମୁଣ୍ଡରେ ଅତି ପ୍ରବଳ ବର୍ଷା ଯୋଗୁଁ ବୈତରଣୀ ଓ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବଢ଼ୁଛି। । ଫଳରେ ବୈତରଣୀ ଓ…

ରାଜଧାନୀରେ ବିଏମସି କରିବ କୁକୁର ଗଣନା; କାନରେ ଲାଗିବ ଟ୍ୟାଗ୍

ରାଜଧାନୀରେ ବିଏମସି କରିବ କୁକୁର ଗଣନା। ଉଭୟ ବୁଲା କୁକୁର ଓ ପୋଷା କୁକୁରଙ୍କର ହେବ ଗଣନା। ଏପରିକି କୁକୁରଙ୍କ କାନରେ ଲାଗିବ ଟ୍ୟାଗ। ରାଜଧାନୀରେ ଥିବା ସମସ୍ତ କୁକୁରଙ୍କ ତଥ୍ୟ BMC ପାଖରେ ରହିବ। ଏନେଇ ଆଜି ସୂଚନା ଦେଇଛନ୍ତି…