ତାଜା ଖବର ରାଜ୍ୟ ରାଜଧାନୀରେ ଯୁବକଙ୍କୁ ଛୁରୀରେ ଆକ୍ରମଣ ସହ ବାନ୍ଧବୀକୁ ଅପହରଣ ଅଭିଯୋଗ December 23, 2024 Papirani ରାତି ଅଧରେ ରାଜଧାନୀରେ ଯୁବତୀଙ୍କୁ ଅପହରଣ। ପୁରୁଷ ବନ୍ଧୁଙ୍କୁ ମାଡ଼ ମାରି ଯୁବତୀଙ୍କୁ ଅପହରଣ । ଯୁବକ ଓ ଯୁବତୀ ଦୁଇଜଣ ରାତିରେ ଯାଉଥିବା ସମୟରେ ଛୁରୀରେ ଆକ୍ରମଣ କରି ଯୁବତୀଙ୍କୁ ଅପହରଣ କରାଯାଇଥିବା ନେଇ ସୂଚନା ମିଳିଛି । ଯୁବତୀଙ୍କ…
ତାଜା ଖବର ରାଜନୀତି ରାଜ୍ୟ ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନଉଠିଲେ କଂଗ୍ରେସର କରିବ ଆନ୍ଦୋଳନ ଓ ରାସ୍ତାରୋକ: ତାରା December 23, 2024 Papirani ଆସନ୍ତା ୨୫ ତାରିଖ ସୁଦ୍ଧା କୋରାପୁଟ ଜିଲ୍ଲାର ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ ଜିଲ୍ଲାରେ ଆନ୍ଦୋଳନ ଓ ବନ୍ଦ କରାଯିବ ବୋଲି ଆଜି ଚେତାବନୀ ଦେଇଛନ୍ତି ଜୟପୁର ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ତାରା ପ୍ରସାଦ ବାହିନୀପତି ।…
ତାଜା ଖବର ଦେଶ ପୋଲିସ ଏନ୍କାଉଣ୍ଟରରେ ୩ ଖଲିସ୍ତାନୀ ଆତଙ୍କବାଦୀ ନିହତ December 23, 2024 Papirani ଉତ୍ତର ପ୍ରଦେଶର ପିଲିଭିତରେ ପଞ୍ଜାବ ଓ ଉତ୍ତରପ୍ରଦେଶ ପୋଲିସର ମିଳିତ ଏନ୍କାଉଣ୍ଟରରେ ୩ ଖଲିସ୍ତାନୀ ଆତଙ୍କବାଦୀ ନିହତ ହୋଇଛନ୍ତି। ନିହତ ଆତଙ୍କବାଦୀମାନେ ହେଲେ ଗୁରବିନ୍ଦର ସିଂହ, ବୀରେନ୍ଦ୍ର ସିଂହ ଓ ଜସ୍ମନପ୍ରୀତ ସିଂହ। ସେମାନଙ୍କ ନିକଟରୁ ୨ଟି ଏକେ ୪୭ ଓ…
ତାଜା ଖବର ରାଜନୀତି ରାଜ୍ୟ ପରଲୋକରେ ପୂର୍ବତନ ବିଧାୟକ ବିଜୟ (ବାଦଲ) ମହାନ୍ତି December 22, 2024 Papirani ପୂର୍ବତନ ବିଧାୟକ ବିଜୟ (ବାଦଲ) ମହାନ୍ତିଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। କିଛି ଦିନ ପୂର୍ବରୁ ତାଙ୍କୁ ହୃଦଘାତ ହୋଇଥିଲା । ସେବେଠୁ ସେ ଅସୁସ୍ଥ ରହିଆସୁଥିଲେ । ଆଜି ହଠାତ ଅସୁସ୍ଥ ହୋଇପଡ଼ିଥିଲେ।…
ତାଜା ଖବର ରାଜ୍ୟ ନୂଆବର୍ଷରେ ମିଳିବ ସୁଭଦ୍ରା ଟଙ୍କା: ପ୍ରଭାତୀ ପରିଡ଼ା December 21, 2024 Papirani ଆସନ୍ତା ଜାନୁଆରୀ ମାସରେ ମିଳିବ ସୁଭଦ୍ରା ଟଙ୍କା । ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଜାନୁଆରୀରେ ମିଳିବ ବୋଲି ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ଜାନୁଆରୀରେ ମିଳିବ।…
ତାଜା ଖବର ରାଜ୍ୟ ଭିଜିଲାନ୍ସ ଜାଲରେ ଡିଆଇସି ସୁବର୍ଣ୍ଣପୁର ଜିଏମ୍ December 21, 2024 Papirani ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲ୍ଲା ଶିଳ୍ପ କେନ୍ଦ୍ର ଜେନେରାଲ ମ୍ୟାନେଜର । ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡିଲେ ସୁବର୍ଣ୍ଣପୁର ଡିଆଇସି ଜିଏମ୍ ବିପିନ ଦେହୁରୀ। ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ । ପିଏମଇଜିପି ଋଣ…
ତାଜା ଖବର ରାଜନୀତି ରାଜ୍ୟ ୨୮ରେ ସମ୍ବଲପୁର ଆସିବେ ଗୃହ ମନ୍ତ୍ରୀ ଅମିତ ଶାହ December 21, 2024 Papirani ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ । ଆସନ୍ତା ୨୮ରେ ସମ୍ବଲପୁର ଗସ୍ତ କରିବେ ଗୃହ ମନ୍ତ୍ରୀ ଅମିତ ଶାହ । ପ୍ରଥମେ ମାଁ ସମଲେଶ୍ୱରୀଙ୍କ ଦର୍ଶନ କରିବେ । ଏହାପରେ ତିନି ଚାରୋଟି ପ୍ରକଳ୍ପର ଶୁଭ ଉଦ୍ଘାଟନ…
ତାଜା ଖବର ରାଜ୍ୟ ସାତପଡ଼ା-ଜହ୍ନିକୁଦା ବ୍ରିଜ ପାଇଁ ତତ୍ପରତା ଦେଖାଇଲେ ସମ୍ବିତ ପାତ୍ର ଓ ଉପାସନା ମହାପାତ୍ର December 21, 2024 Papirani ଖୁବଶୀଘ୍ର ପୂରଣ ହେବ ସାତପଡ଼ା – ଜହ୍ନିକୁଦା ବାସୀଙ୍କ ସ୍ବପ୍ନ । ନିର୍ମାଣ ହେବାକୁ ଯାଉଛି ସିଗ୍ନେଚର୍ ବ୍ରିଜ । ଲୋକଙ୍କ ଯାତାୟାତ ଅସୁବିଧାକୁ ନଜରରେ ରଖି ଏହାର ସମାଧାନ ପାଇଁ ପ୍ରୟାସ ଜାରି ରଖିଛନ୍ତି ପୁରୀ ସାଂସଦ ସମ୍ବିତ ପାତ୍ର…
ତାଜା ଖବର ରାଜ୍ୟ ଅଦିନିଆ ବର୍ଷା, ନିଦାବିଷ୍ଣୁ ପ୍ରଶାସନ, ସଙ୍କଟରେ ଚାଷୀକୁଳ December 21, 2024 Papirani ଆକାଶରେ ମାଳ ମାଳ ମେଘ । ଶୀତ ଦିନେ ଅଦିନିଆ ବର୍ଷା ଆଣିଛି ଚାଷୀଙ୍କ ପାଇଁ ଦୁର୍ଦ୍ଦଶା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ଗତକାଲି ଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା। ଅମଳ ସମୟରେ ଏହି ଲଘୁଚାପ…
ତାଜା ଖବର ରାଜ୍ୟ ଆଜି ହେଉଛି ବର୍ଷର ସବୁଠାରୁ ଛୋଟ ଦିନ December 21, 2024 Papirani ଡିସେମ୍ବର ୨୧ ଅର୍ଥାତ ଆଜି ହେଉଛି ବର୍ଷର ସବୁଠାରୁ ଛୋଟ ଦିନ ଓ ରାତି ଲମ୍ବା। ଆଜି ଭୁବନେଶ୍ଵରରେ ଦିନ ଛୋଟ ହେବ ରାତି ସମୟ ଲମ୍ବା ରହିବ । ଭୁବନେଶ୍ଵରରେ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ ୨୪ ସେକେଣ୍ଡ…