ତାଜା ଖବର ରାଜ୍ୟ ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ; ୪ଟା ଯାଏଁ ଗୃହମୁଲତବି September 23, 2025 Papirani ଆଜି ମୌସୁମୀ ଅଧିବେଶନରେ ପଞ୍ଚମ ଦିନ । ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି।ବାଚସ୍ପତିଙ୍କ ପୋଡ଼ିୟମ ତଳେ ବିଜେଡି ସଦସ୍ୟଙ୍କ ହୋହଲ୍ଲା, ନାରାବାଜି । ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ସଙ୍କୁଚିତ ଅଭିଯୋଗରେ ପ୍ରତିବାଦ । ବିଜେଡି ଗୃହ ଚଳାଇ…
ତାଜା ଖବର ରାଜ୍ୟ ଶ୍ରୀମନ୍ଦିରରେ ବନ୍ଦ ହେଲା ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ September 23, 2025 Papirani ଶ୍ରୀମନ୍ଦିରରେ ବନ୍ଦ ହେଲା ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ।ରତ୍ନ ଅଳଙ୍କାର ସ୍ଥାନାନ୍ତର ପାଇଁ ବନ୍ଦ ହେଲା ମହାପ୍ରଭୁଙ୍କ ଦର୍ଶନ । ରତ୍ନ ଅଳଙ୍କାର ସ୍ଥାନାନ୍ତର ପାଇଁ ଶ୍ରୀମନ୍ଦିର ଭିତରକୁ ଗଲେ ପ୍ରାଧୀକୃତ ସଦସ୍ୟ । ଜଷ୍ଟିସ ବିଶ୍ବନାଥ ରଥ, ମୁଖ୍ୟ ପ୍ରଶାସକଙ୍କ…
ତାଜା ଖବର ରାଜ୍ୟ ବିଜେପିର ଦାଦନମୁକ୍ତ ଓଡିଶା ଗଠନ ପ୍ରତିଶ୍ରୁତି ପାଣିର ଗାର: ବିଜେଡି September 22, 2025 Papirani ନିଜର ନିର୍ବାଚନୀ ଇସ୍ତାହାରରେ ଓଡିଶାକୁ ଦାଦନ ମୁକ୍ତ କରିବ ବୋଲି ବିଜେପି ପ୍ରତିଶ୍ରୁତି ଦେଇଥିଲା କିନ୍ତୁ, କ୍ଷମତାକୁ ଆସିବାର ପନ୍ଦର ମାସ ପରେ ମଧ୍ୟ ରାଜ୍ୟରେ ଦାଦନ ସମସ୍ୟା କମିବା ପରିବର୍ତ୍ତେ ଅଧିକ ଉକ୍ରଟ ହୋଇଛି ବୋଲି ବିଜୁ ଜନତା ଦଳ…
ତାଜା ଖବର ରାଜ୍ୟ ନୂଆ ପିଢ଼ି ଏବଂ ବିକଶିତ ଭାରତର ସ୍ରଷ୍ଟାଙ୍କ ପାଇଁ ଉପହାର ‘ଜିଏସଟି ସୁଧାର’: ମନମୋହନ ସାମଲ September 22, 2025 Papirani ଆଜି ହେଉଛି ପବିତ୍ର ନବରାତ୍ରର ପ୍ରଥମ ଦିନ । ଆଜିଠାରୁ ଓଡିଶା ତଥା ସମଗ୍ର ଦେଶରେ ନୂତନ ଜିଏସଟି ସୁଧାର ଲାଗୁ ହେବା ଦ୍ୱାରା କେବଳ ଜିଏସଟି ହାର ବା ଟିକସରେ କମ୍ ହେବ ନାହିଁ ବରଂ ଏହା ସାଧାରଣ ଜନତାଙ୍କର…
ତାଜା ଖବର ରାଜନୀତି ରାଜ୍ୟ କଂଗ୍ରେସର ଅନାସ୍ଥା ନୋଟିସ୍ ଅଗ୍ରାହ୍ୟ କଲେ ବାଚସ୍ପତି September 22, 2025 Papirani କଂଗ୍ରେସର ଅନାସ୍ଥା ନୋଟିସ୍ ଅଗ୍ରାହ୍ୟ କଲେ ବାଚସ୍ପତି । ମୋହନ ସରକାର ବିରୋଧରେ ଅନାସ୍ଥା ଆଣିଥିଲା କଂଗ୍ରେସ। ଗୃହରେ ଅଚଳାବସ୍ଥା ଯୋଗୁଁ ଅବଧି ସରିଛି ଜଣାଇଲେ ବାଚସ୍ପତି। ନୋଟିସ୍ ଆସିବାର ପରଦିନ ଗୃହକୁ ଆଣିବାକୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ଗୃହ ସ୍ବାଭାବିକ…
ତାଜା ଖବର ରାଜ୍ୟ ବଳଙ୍ଗା ପୀଡ଼ିତା ନିଜେ କିରାସିନି ଢ଼ାଳି ପୋଡ଼ି ହୋଇଥିଲେ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ September 22, 2025 Papirani ପୁରୀ ବଳଙ୍ଗା ପୀଡ଼ିତା ନିଜେ ନିଜ ଉପରେ କିରାସିନି ଢ଼ାଳି ନିଆଁ ଲଗାଇଥିଲେ । ଏହି ଭଳି ଚାଞ୍ଚଲ୍ୟକର ତଥ୍ୟ ଆଜି ବିଧାନସଭା ଗୃହରେ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ଗୃହରେ ଅନନ୍ତ ନାରାୟଣ ଜେନାଙ୍କ ପ୍ରଶ୍ନ ବଳଙ୍ଗା ପୀଡିତାଙ୍କ…
ତାଜା ଖବର ରାଜନୀତି ରାଜ୍ୟ ସ୍ବର୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ନବୀନ ପଟ୍ଟନାୟକ September 22, 2025 Papirani ନୂଆପଡ଼ାର ପୂର୍ବତନ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ନବୀନ ପଟ୍ଟନାୟକ। ବିଜୁ ଜନତା ଦଳ ର ବରିଷ୍ଠ ନେତା ରାଜେନ୍ଦ୍ର ଢୋଲକିଆଙ୍କ ବିୟୋଗରେ ନୂଆପଡାରେ ଆୟୋଜିତ ଶୋକସଭାରେ ଅନଲାଇନରେ ଯୋଗ ଦେଇଥିଲେ ଦଳର ସଭାପତି ତଥା ବିରୋଧୀ ଦଳ ନେତା…
ତାଜା ଖବର ରାଜ୍ୟ ଗତ ୩ ବର୍ଷରେ ୨୩ ହଜାର ୧୩୦ ଜଣ ନବଜାତଙ୍କ ହୋଇଛି ମୃତ୍ୟୁ: ମୁକେଶ ମହାଲିଙ୍ଗ September 22, 2025 Papirani ରାଜ୍ୟରେ ଗତ ୩ ବର୍ଷରେ ୨୩ ହଜାର ୧୩୦ ଜଣ ନବଜାତଙ୍କ ମୃତ୍ୟୁ । ଗୃହରେ ଚିନ୍ତାଜନକ ତଥ୍ୟ ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଆଜି ବିଧାନସଭା ଗୃହରେ କାଡ୍ରାକା ଆପାଲା ସ୍ବାମି ପଚାରିଥିବା ପ୍ରଶ୍ନ ରାଜ୍ୟରେ ଗତ ୩ ବର୍ଷ…
ତାଜା ଖବର ରାଜ୍ୟ ୧୫ ମାସରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ୧୯୯ ସରକାରୀ ବାବୁ September 22, 2025 Papirani ୧୫ ମାସରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ୧୯୯ ସରକାରୀ ବାବୁ । ଏ ନେଇ ଆଜି ବିଧାନସଭାରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ ପଚାରିଥିବା ପ୍ରଶ୍ନ ୨୦୨୪ ଜୁନ ମାସରୁ ଏଯାବତ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ଆୟବର୍ହିଭୁତ ସମ୍ପତ୍ତି ଠୁଳ…
ତାଜା ଖବର ରାଜ୍ୟ ଆସନ୍ତାକାଲି ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର; ୧୦ଟାରୁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ September 22, 2025 Papirani ପୁରୀ ଆସନ୍ତାକାଲି ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର ।ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର । ଏଥିପାଇଁ କାଲି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା…