ତାଜା ଖବର ରାଜନୀତି ରାଜ୍ୟ ୨୪ ବର୍ଷ ପରେ ବଦଳିଲା ସରକାର, ଦେଖନ୍ତୁ କିଏ କେଉଁଠୁ ବିଜୟ ହାସଲ କରିଛି June 5, 2024 Papirani ଚଳିତବର୍ଷ ନିର୍ବାଚନରେ ରାଜ୍ୟ ରାଜନୀତିରେ ବଡ ଧରଣର ଓଲଟପାଲଟ ହୋଇଛି । ୨୪ ବର୍ଷ ପରେ ପ୍ରଥମ ଥର ପାଇଁ ରାଜ୍ୟରେ ପଟ୍ଟ ପରିବର୍ତନ ହୋଇଛି । ଉପକୂଳରୁ ଆରମ୍ଭ କରି ଦକ୍ଷିଣ, ପଶ୍ଚିମ ଓ ଉତ୍ତରରେ ଉଡିଛି ବିଜେପିର ବିଜୟ…
ତାଜା ଖବର ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀ ପଦରୁ ନବୀନ ପଟ୍ଟନାୟକ ଦେଲେ ଇସ୍ତଫା June 5, 2024 Papirani ରାଜ୍ୟ ରାଜନୀତିରେ ବଡ ଧରଣର ଓଲଟପାଲଟ ହୋଇଛି । ୨୪ ବର୍ଷ ପରେ ପ୍ରଥମ ଥର ପାଇଁ ରାଜ୍ୟରେ ପଟ୍ଟ ପରିବର୍ତନ ହୋଇଛି । ୨୪ ବର୍ଷ ପରେ ଓଡ଼ିଶାରେ ସରକାର ବଦଳିବାକୁ ଯାଉଛି। ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି…
ତାଜା ଖବର ରାଜନୀତି ରାଜ୍ୟ ଓଡ଼ିଶାରେ ବିଜେଡିର ଶୋଚନୀୟ ସ୍ଥିତି, ଗୋଟାଏ ବି ଲୋକସଭା ଆସନ ଜିତିପରିଲାନି ବିଜେଡି June 5, 2024 Papirani ସାଧାରଣ ନିର୍ବାଚନ ଫଳାଫଳ ଆସିବା ପରେ ଭାଜପା ଓଡ଼ିଶାରେ ରେକର୍ଡ ବିଜୟ ଦିଗରେ ଅଗ୍ରସର ହେଉଛି। ଫଳରେ ପ୍ରଥମ ଥର ପାଇଁ ଦଳ ସରକାର ଗଢ଼ିବ ବୋଲି ସ୍ପଷ୍ଟ ହୋଇଛି। କେବଳ ବିଧାନସଭା ନୁହେଁ ବରଂ ଲୋକ ସଭାରେ ମଧ୍ୟ ଦଳ…
ତାଜା ଖବର ରାଜନୀତି ରାଜ୍ୟ ଓଡ଼ିଶାରେ ସର୍ବକନିଷ୍ଠ ବିଧାୟିକା ହେଲେ ଉପାସନା ମହାପାତ୍ର June 4, 2024 Papirani ଚଳିତବର୍ଷ ବିଧାନସଭା ନିର୍ବାଚନରେ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରୁ ବିଜୟ ହୋଇଛନ୍ତି ସ୍ବର୍ଗତ ଲୁଲୁ ମହାପାତ୍ରଙ୍କ ଝିଅ ଓ ୧୮୧୭ ମସିହାରେ ପାଇକ ବିଦ୍ରୋହର ନେତୃତ୍ବ ନେଇଥିବା ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ରଙ୍କ ଅଣ ନାତୁଣୀ ଉପାସନା ମହାପାତ୍ର । ବିଧାନସଭା ଆସନରେ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଓଡ଼ିଶାରେ ବହୁମତରେ ବିଜେପି ବିଜୟ, ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ June 4, 2024 Papirani ଓଡ଼ିଶାରେ ଚଳିତବର୍ଷ ଲୋକସଭା ଓ ବିଧାନସଭା ନିର୍ବାଚନରେ ବିଜେପି ବିପୁଳ ବିଜୟ ପରେ ଓଡ଼ିଶା ବାସୀଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ନିଜ ସୋସିଆଲ ମିଡ଼ିଆରେ ଲେଖିଛନ୍ତି ଧନ୍ୟବାଦ୍ ଓଡ଼ିଶା! ଉତ୍ତମ ଶାସନ ଏବଂ ଓଡିଶାର ଅନନ୍ୟ ସଂସ୍କୃତିକୁ…
ତାଜା ଖବର ରାଜନୀତି ରାଜ୍ୟ ମନ୍ମଥଙ୍କୁ ହରାଇ ଭୁବେନଶ୍ୱରରେ ଗଡ଼ ବଞ୍ଚାଇଲେ ଅପରାଜିତା June 4, 2024 Papirani ବିଜେପି ଲୋକ ସଭା ପ୍ରାର୍ଥୀ ଆପାରାଜିତା ଷଡ଼ଙ୍ଗୀ ଭୁବନେଶ୍ୱରରୁ ବିଜୟୀ। ଭୁବନେଶ୍ୱରରେ ଗଡ଼ ବଞ୍ଚାଇ ରଖିଲେ ଅପରାଜିତା ଷଡ଼ଙ୍ଗୀ । ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟଙ୍କୁ ହରାଇ ଭୁବନେଶ୍ୱରରେ ବାଜି ମାରିନେଇଛନ୍ତି ବିଜେପି ପ୍ରାର୍ଥୀ ଅପରାଜିତା ।ନିକଟତମ ପ୍ରତିଦ୍ୱନ୍ଦ୍ୱୀ ମନ୍ମଥ…
ତାଜା ଖବର ରାଜନୀତି ରାଜ୍ୟ ହିଞ୍ଜିଳି ବିଧାନସଭା ଆସନରୁ ଜିତିଲେ ନବୀନ June 4, 2024 Papirani ଚଳିତବର୍ଷ ନିର୍ବାଚନରେ ହିଞ୍ଜିଳିରେ ବିଧାନସଭା ଆସନରୁ ଜିତିଲେ ନବୀନ। ନିଜ ପାରମ୍ପରିକ ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ନିର୍ବାଚିତ ହୋଇଛନ୍ତି। ଭାଜପାର ଶିଶିର ମିଶ୍ରଙ୍କୁ ହରାଇ ନବୀନ ବିଜୟଲାଭ କରିଛନ୍ତି। ଭାଜପା ପ୍ରାର୍ଥୀଙ୍କୁ ୪ ହଜାରରୁ ଅଧିକ ଭୋଟରେ ନବୀନ…
ତାଜା ଖବର ରାଜନୀତି ରାଜ୍ୟ ନିର୍ବାଚନରେ ଇତିହାସ ରଚିଲା ବିଜେପି, ଓଡ଼ିଶାରେ ଗଢ଼ିବ ନୂଆ ସରକାର June 4, 2024 Papirani ଚଳିତବର୍ଷ ନିର୍ବାଚନ ସଂପୂର୍ଣ୍ଣ ଫଳାଫଳ ଘୋଷଣା କରି ନାହାନ୍ତି ନିର୍ବାଚନ କମିଶନ। କିନ୍ତୁ ବେସରକାରୀ ଭାବେ ରାଜ୍ୟର ଅନେକ ବିଧାନସଭା ଆସନର ଫଳାଫଳ ଜଣାପଡ଼ିଗଲାଣି।ଓଡ଼ିଶାରେ ବହୁମତରେ ବିଜୟ ହାସଲ କରିଥିବା ଦେଖିବାକୁ ମିଳିଛି।ରାଜ୍ୟରେ ନିର୍ବାଚନୀ ଫଳାଫଳରେ ଅଦ୍ଭୂତପୂର୍ବ ପରିବର୍ତ୍ତନ ହୋଇଛି ।…
ତାଜା ଖବର ରାଜନୀତି ରାଜ୍ୟ ଗଞ୍ଜାମରେ ବିଜେଡିକୁ ମିଳିଛି ଶକ୍ତ ଝଟକା June 4, 2024 Papirani ଚଳିତବର୍ଷ ନିର୍ବାଚନ ପାଇଁ ହଉଥିବ ଭୋଟ ଗଣତି ମଧ୍ୟରେ ଗଞ୍ଜାମରେ ବିଜେଡିକୁ ମିଳିଛି ଶକ୍ତ ଝଟକା । ରାଜ୍ୟସରକାରଙ୍କ କୁହାଯାଉଥିବା ଗଡ ଗଞ୍ଜାମରେ ୧୩ଟି ବିଧାନସଭା ମଧ୍ୟରୁ ୧୧ ଟିରେ ବିଜେପି ଆଗରେ ଥିବା ସୂଚନାମିଳିଛି । ସେହିପରି ସାନଖେମୁଣ୍ଡିରେ କଂଗ୍ରେସ…
ତାଜା ଖବର ରାଜନୀତି ରାଜ୍ୟ ଆଳି ବିଧାନସଭାରୁ ବିଜେଡି ପ୍ରାର୍ଥୀ ପ୍ରତାପ କେଶରୀ ବିଜୟୀ June 4, 2024 Papirani ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପାଇଁ ପାଇଁ ଭୋଟ ଗଣତି ଚାଲିଛି। ଏହି ପରିପ୍ରେକ୍ଷୀରେ ଆଳି ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ବିଜୟୀ ହେଇଛନ୍ତି । ଆଳି ବିଧାନସଭାରୁ ବିଜେଡି ପ୍ରାର୍ଥୀ ପ୍ରତାପ କେଶରୀ ଦେବ ୧୯୫୫୪ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି।…