ତାଜା ଖବର ରାଜନୀତି ରାଜ୍ୟ ପୁରୀର ଅଗ୍ନି ବିସ୍ଫୋରଣ ଘଟଣା ମୁଖ୍ୟମନ୍ତ୍ରୀଙ୍କ ମିଥ୍ୟା ଭାବମୂର୍ତିର ମୁଖା ଖୋଲି ଦେଇଛି: ଡା. ସମ୍ବିତ ପାତ୍ର May 30, 2024 Papirani ଗତକାଲି ପୁରୀ ନରେନ୍ଦ୍ର ପୋଖରୀରେ ମହାପ୍ରଭୁଙ୍କ ଭଉଁରୀ ଖେଳ ହେଉଥିବା ବେଳେ ବାଣ ଦ୍ୱାରା ଅଗ୍ନି ବିସ୍ପୋରଣ ଘଟିଥିଲା । ଆମ୍ବୁଲାନ୍ସର ଅଭାବ କାରଣରୁ ଠିକ୍ ସମୟରେ ପୀଡିତଙ୍କୁ ଚିକିତ୍ସା ଉପଲବ୍ଧ ହୋଇପାରିଳା ନାହିଁ ସେହି କାରଣରୁ ଅନେକ ଲୋକଙ୍କ ମୃତ୍ୟୁ…
ତାଜା ଖବର ରାଜନୀତି ରାଜ୍ୟ ସରିଲା ରାଜ୍ୟର ଶେଷ ପର୍ଯ୍ୟାୟ ମତଦାନର ପ୍ରଚାର May 30, 2024 Papirani ଦେଶରେ ସପ୍ତମ ଓ ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ଭୋଟ୍ ପାଇଁ ଗୁରୁବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ମୟୂରଭଂଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଲୋକସଭା କ୍ଷେତ୍ର ଓ ଏହାର ଅଧୀନରେ ୪୨ଟି ବିଧାନସଭା ନିର୍ବାଚନ…
ତାଜା ଖବର ରାଜନୀତି ରାଜ୍ୟ ନିର୍ବାଚନ ହାରିବା ଜାଣି ମୁଖ୍ୟମନ୍ତ୍ରୀ କହୁଛନ୍ତି ମିଛ: ଅନୀଲ ବିଶ୍ଵାଳ May 30, 2024 Papirani ଆଜି ଜାତୀୟ ଖବର ସରବରାହ ସଂସ୍ଥା ଏଏନ୍ଆଇକୁ ସାକ୍ଷାତକାର ଦେଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବକ୍ତବ୍ୟକୁ କଟାକ୍ଷ କରିଛନ୍ତି ବିଜେପିର ମୁଖପାତ୍ର ଅନୀଲ ବିଶ୍ଵାଳ। ସେ କହିଛନ୍ତି ମୁଖ୍ୟମନ୍ତ୍ରୀ ପୁଣି ମିଛ କହିଲେ l ନିର୍ବାଚନ ହାରିବା ଜାଣି ମୁଖ୍ୟମନ୍ତ୍ରୀ ନିଜର…
ତାଜା ଖବର ଦେଶ ରାଜନୀତି ରାଜ୍ୟ ପାଣ୍ଡିଆନ ଦ୍ୱାରା ହୋଇଥିବା କ୍ଷତି ଭରଣା ପାଇଁ ନବୀନଙ୍କ ଶେଷ ଚେଷ୍ଟା May 30, 2024 Papirani ବିଜେଡିରେ କିଏ ତାଙ୍କ ଉତ୍ତରାଧିକାରୀ ହେବ, ଏହାଙ୍କ ନେଇ ଆଲୋଚନା ଚାଲିଥିବା ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ବଡ ବୟାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପାଣ୍ଡିଆନ ତାଙ୍କର ଉତ୍ତରାଧିକାରୀ ନୁହନ୍ତି ବୋଲି ନବୀନ ଆଜି ସ୍ପଷ୍ଟ କରିଛନ୍ତି। ତାହା ସହ…
ତାଜା ଖବର ରାଜନୀତି ରାଜ୍ୟ ମିଶିକି ଅଛନ୍ତି ବିଜେଡି-ବିଜେପି: ରାହୁଲ ଗାନ୍ଧୀ May 30, 2024 Papirani ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର। ଶେଷ ମୁହୂର୍ତ୍ତରେ ଭୋଟରଙ୍କ ପାଖରେ ପହଞ୍ଚିବାକୁ ଯଥା ସମ୍ଭବ ଚେଷ୍ଟା କରୁଛନ୍ତି ବିଭିନ୍ନ ଦଳର ପ୍ରାର୍ଥୀ। ଏହି ପରିପ୍ରେକ୍ଷୀରେ ଆଜି ଓଡ଼ିଶା ଆସିଛନ୍ତି ରାହୁଲ ଗାନ୍ଧୀ। କଂଗ୍ରେସ ନେତା ରାହୁଲ…
ତାଜା ଖବର ରାଜନୀତି ରାଜ୍ୟ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସନ୍ଧ୍ୟାରେ ସରିବ ପ୍ରଚାର May 30, 2024 Papirani ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ରାଜ୍ୟ ଓ ଦେଶରେ ପ୍ରଚାରର ଶେଷ ଦିନ । ଓଡିଶାରେ ଚତୁର୍ଥ ପର୍ଯ୍ୟାୟ ଓ ଦେଶରେ ସପ୍ତମ ପର୍ଯ୍ୟାୟ ନିର୍ବାଚନ ପାଇଁ ପଡିବ ଭୋଟ । ଆଜି ସନ୍ଧ୍ୟା ସୁଦ୍ଧା ସବୁ ଦଳ ପ୍ରଚାର…
ତାଜା ଖବର ରାଜନୀତି ରାଜ୍ୟ ଚାପ ଖେଳ ବେଳେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି May 30, 2024 Papirani ପୁରୀ ଚନ୍ଦନ ପୁଷ୍କରିଣୀରେ ଚାପ ଖେଳ ବେଳେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଜଣେ ନାବାଳକ ଥିବା ସୂଚନା ମିଳିଛି। କଟକ ଏସସିବି ମେଡିକାଲରେ ଜଣେ ଏବଂ ଭୁବନେଶ୍ବରର ଦୁଇ ଘରୋଇ ମେଡିକାଲରେ…
ତାଜା ଖବର ରାଜନୀତି ରାଜ୍ୟ ସ୍ବାସ୍ଥ୍ୟାବସ୍ଥାର ଯାଞ୍ଚ ପାଇଁ ଏମ୍ସରେ ପହଞ୍ଚିଛନ୍ତି ଆଇପିଏସ ଆଶିଷ ସିଂହ May 30, 2024 Papirani ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ ସ୍ବାସ୍ଥ୍ୟାବସ୍ଥାର ଯାଞ୍ଚ କରାଇବା ନିମନ୍ତେ ଆଜି ଭୁବନେଶ୍ୱରସ୍ଥିତ ଏମ୍ସରେ ପହଞ୍ଚିଛନ୍ତି ଆଇପିଏସ ଆଶିଷ ସିଂହ । ଇସିଆଇଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଏମ୍ସ ଭୁବନେଶ୍ୱର ପକ୍ଷରୁ ଏଥିନିମନ୍ତେ ଏକ ସ୍ବତନ୍ତ୍ର ମେଡିକାଲ…
ତାଜା ଖବର ରାଜନୀତି ରାଜ୍ୟ ଭୋଟ ପାଇଁ କଟକ ଜିଲ୍ଲାର ୩ଟି ସ୍ଥାନରେ ୩୦ ତାରିଖରୁ ଲଗୁହେବ ୧୪୪ ଧାରା May 29, 2024 Papirani ରାଜ୍ୟରେ ଜୁନ ୧ରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ କଟକ ଜିଲ୍ଲା ନିଆଳି, ସାଲେପୁର ଏବଂ ମାହାଙ୍ଗା ବିଧାନସଭା ନିର୍ବାଚନ ମଣ୍ଡଳୀର ଅଞ୍ଚଳରେ ଜାରି ହେଇଛି ୧୪୪ ଧାରା । ଜିଲ୍ଳାପାଳ ଅରିନ୍ଦମ ଡାକୁଆ ଭାରତୀୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶରେ ୧୪୪…
ତାଜା ଖବର ରାଜନୀତି ରାଜ୍ୟ ଆଇଏଏସ୍ ସୁଜାତା କାର୍ତ୍ତିକେୟନଙ୍କ ବିରୋଧରେ ଫେରାଦ ହେଲା ବିଜେପି May 29, 2024 Papirani ଆଇଏଏସ୍ ସୁଜାତା ଆର କାର୍ତ୍ତିକେୟନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ପାଖରେ ଫେରାଦ ହେଲା ବିଜେପି । ବିଜେପି ସୁଜାତା ଆର କାର୍ତ୍ତିକେୟନଙ୍କ ନାଆଁରେ ଗୁରୁତର ଅଭିଯୋଗ ଆଣିଛି । ସେ ଅବାଧ ନିର୍ବାଚନ ପ୍ରକ୍ରିୟାରେ ହସ୍ତକ୍ଷେପ କରୁଥିବା ଏବଂ ରାଜ୍ୟରେ…