Category: ତାଜା ଖବର

ମହାରାଷ୍ଟ୍ରରେ ନଭେମ୍ବର ୨୦ରେ ଭୋଟ; ଝାଡ଼ଖଣ୍ଡ ନିର୍ବାଚନ ନଭେମ୍ବର ୧୩ ଓ ୨୦ ରେ

ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଆଜି ଭାରତୀୟ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ଗୋଟିଏ ପର୍ଯ୍ୟାୟରେ ମହାରାଷ୍ଟ୍ର ବିଧାନସଭା ଭୋଟ୍‌ ହେବାକୁ ଥିବା ବେଳେ ଦୁଇଟି ପର୍ଯ୍ୟାୟରେ ହେବ ଝାଡ଼ଖଣ୍ଡ ବିଧାନସଭା ଭୋଟ ଗ୍ରହଣ । ଲୋକମାନେ…

ଦିଲ୍ଲୀ ନିର୍ବାଚନର ଇନ୍‌ଚାର୍ଜ ହେଲେ ସାଂସଦ ବୈଜୟନ୍ତ ପଣ୍ଡା

କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେପି। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଜେପି ଇନ୍‌ଚାର୍ଜ ଭାବେ ବୈଜୟନ୍ତ ପଣ୍ଡା ଓ ସାଂସଦ ଅତୁଲ ଗର୍ଗଙ୍କୁ ସହକାରୀ ଇନ୍‌ଚାର୍ଜ ଭାବେ ଦାୟିତ୍ବ ଦେଲା ବିଜେପି । ଉଭୟଙ୍କୁ ନିଯୁକ୍ତି…

କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ଗଠନ ହେଲା ଟାସ୍କଫୋର୍ସ

ଖଣିଜ ସମ୍ପଦରେ ଭରା କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ । କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଟାସ୍କଫୋର୍ସ ଗଠନ ହୋଇଛି । ଟାସ୍କଫୋର୍ସର ଅଧ୍ୟକ୍ଷ ରହିଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। ଶିଳ୍ପ…

ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁମ୍ବାଇରେ ହେବ ନିବେଶକ ସମ୍ମିଳନୀ ଓ ରୋଡ୍ ସୋ । ରାଜ୍ୟରେ ଶିଳ୍ପାୟନ ଲାଗି ମୁମ୍ବାଇ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୧୮ ଓ ୧୯ରେ ମୁମ୍ବାଇରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ୍ ହେବା ପାଇଁ ମୁମ୍ବାଇ ଯିବେ ମୁଖ୍ୟମନ୍ତ୍ରୀ। ଏନେଇ ଶିଳ୍ପମନ୍ତ୍ରୀ…

ମହିଳାଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେବା ପଡିଲା ମହଙ୍ଗା; ଗିରଫ ହେଲେ ୟୁଟ୍ୟୁବର ଉମାଶଙ୍କର ପାଣିଗ୍ରାହୀ

ଳସୋସିଆଲ ମିଡିଆରେ ମହିଳାଙ୍କୁ ଅଶାଳୀନ ମନ୍ତବ୍ୟ ସହ ଦୂବ୍ୟବହାର କରିବା ୟୁଟ୍ୟୁବରଙ୍କୁ ପଡ଼ିଲା ମହଙ୍ଗା । ପୁଣି ଗିରଫ ହେଲେ ୟୁଟ୍ୟୁବର ଶଙ୍କର ଓମ୍‌ ସରଣ ଓରଫ ଉମାଶଙ୍କର ପାଣିଗ୍ରାହୀ। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ବାଲେଶ୍ବର ଜିଲ୍ଲା ସିମୂଳିଆ ଥାନା…

ଭାରତ କାନାଡ଼ା ସମ୍ପର୍କରେ ତିକ୍ତତା: ଆତଙ୍କବାଦୀଙ୍କ ସମର୍ଥନରେ ଟ୍ରୁଡୋ

ତୀବ୍ର ହେଲା ଭାରତ-କାନାଡା କୂଟନୈତିକ ବିବାଦ। ଖାଲିସ୍ତାନ ସମର୍ଥକ ହରଦୀପ ସିଂ ନିଜ୍ଜରଙ୍କ ହତ୍ୟା ଘଟଣାରେ ଭାରତୀୟ ଭାରତୀୟ ଉଚ୍ଚାୟୁକ୍ତ ଓ ଅନ୍ୟ କୂଟନୀତିଜ୍ଞଙ୍କ ସମ୍ପୃକ୍ତି ଥିବା କାନାଡା ସରକାର ଅଭିଯୋଗ ଆଣିଛନ୍ତି। ଭାରତ ସରକାର ଏହି ଅଭିଯୋଗକୁ ଭିତ୍ତିହୀନ ବୋଲି…

ନବୀନଙ୍କ ମଣ୍ଡପ ବୁଲିବା ରାଜନୀତି ପଛରେ ଭକ୍ତି ନୁହେଁ ଭୟ

ପୂର୍ବତନ ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ଗତ କିଛିବର୍ଷ ହେଲା ଦୁର୍ଗାପୂଜା ସମୟରେ ମଣ୍ଡପ ବୁଲିବା ଭୁଲି ଯାଇଥିଲେ। ଦୁର୍ଗାପୂଜା ଛୁଟିରେ ପ୍ରାୟତଃ ସେ ଛୁଟି କଟାଇବା ପାଇଁ ଯାଉଥିଲେ ଦିଲ୍ଲୀ। କରୋନା କାଳ ପରେ ପୁର୍ବତନ ମୁଖ୍ୟମନ୍ତ୍ରୀ ଲୋକଙ୍କ ସହ…

ଦୁଇଦିନିଆ ପାକିସ୍ତାନ ଗସ୍ତରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର

ଆଜି ପାକିସ୍ତାନ ଯିବେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ଅକ୍ଟୋବର ୧୫ ଏବଂ ୧୬ରେ ଇସଲାମବାଦରେ ଆୟୋଜିତ ହେବାକୁ ଥିବା ସଙ୍ଘାଇ ସମ୍ମିଳନୀର ବାର୍ଷିକ ବୈଠକରେ ଯୋଗଦେବାକୁ ସେ ପାକିସ୍ତାନ ଗସ୍ତ କରିବେ। ପ୍ରତିବର୍ଷ ଏସ୍ ସିଓ (ସଙ୍ଘାଇ କର୍ପୋରେସନ ଅର୍ଗାନାଇଜେସନ)ର…

ଆଜି ଘୋଷଣା ହେବ ମହାରାଷ୍ଟ୍ର, ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ତାରିଖ

ଆଜି ବାଜିବ ମହାରାଷ୍ଟ୍ର ଓ ଝାଡଖଣ୍ଡ ନିର୍ବାଚନୀ ବିଗୁଲ । ଆଜି ଦୁଇ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ଘୋଷଣା ହେବ ତାରିଖ । ଆଜି ଅପରାହ୍ନ ୩ଟା ୩୦ ମିନିଟରେ ରାଜଧାନୀ ଦିଲ୍ଲୀର ବିଜ୍ଞାନ ଭବନରେ ଇସିଆଇ ପ୍ରେସମିଟ କରିବେ…

ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଘଟଣା; ତଦନ୍ତର ପାଇଁ ଦିଲ୍ଲୀ ଯିବେ ମହିଳା ଓ ଶିଶୁ ଅପରାଧ ନିରାକରଣ ଆଇଜି

ରାଜଧାନୀ ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ମାମଲାକୁ ନେଇ ଓଡ଼ିଶା ସରକାରଙ୍କ ପକ୍ଷରୁ ମଧ୍ୟ ତତ୍ପରତା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗମ୍ଭୀରତାର ଏହି ଘଟଣାକୁ ଗଭୀରତା ସହ ନେଇ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା…