ତାଜା ଖବର ରାଜନୀତି ରାଜ୍ୟ ନିର୍ବାଚନ ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ May 25, 2024 Papirani ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ। ହିନ୍ଦୋଳ ବାହାଲୁଣ୍ଡା ବୁଥ ନଂ ୧୩୬ରେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ହିନ୍ଦୋଳ ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ସୁଚନାମୂତବକ, ମତଦାନ କେନ୍ଦ୍ରରେ ଅଂଶୁଘାତରେ ଜଣେ ବିଜେପି ଏଜେଣ୍ଟଙ୍କ ମୃତ୍ୟୁ ହୋଇଥିବା…
ତାଜା ଖବର ରାଜନୀତି ରାଜ୍ୟ ଦିନ ୧୧ଟା ସୁଦ୍ଧା ରାଜ୍ୟରେ ହେଇଛି ୨୧.୩୨ ପ୍ରତିଶତ ମତଦାନ May 25, 2024 Papirani ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନର ଦିନ ୧୧ଟା ସୁଦ୍ଧା ୨୧.୩୦ ପ୍ରତିଶତ ମତଦାନ ସରିଛି । ମତଦାନ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଦେଇଛନ୍ତି। ପୂର୍ବାହ୍ନ ୧୧ଟା ସୁଦ୍ଧା ଦେବଗଡରେ ସର୍ବାଧିକ ମତଦାନ ହୋଇଛି । ଦେବଗଡରେ…
ତାଜା ଖବର ରାଜନୀତି ରାଜ୍ୟ ଉପାସନାଙ୍କୁ ଅଶାଳୀନ ଭାଷାରେ ଗାଳି ଦେଲେ ବିଜେଡି ଯୁବକ; ଗଡ଼ରୋଡଙ୍ଗରେ ଉତ୍ତେଜନା May 25, 2024 Papirani ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ହୋଇଥିବା ବେଳେ ଆଜି ବ୍ରହ୍ମଗିରିରେ ଦେଖା ଦେଇଛି ଅସନ୍ତୋଷର ମାହୋଲ । ବ୍ରହ୍ମଗିରିରୁ ବିଜେପି ବିଧାନସଭା ପ୍ରାର୍ଥୀ ଓ ଲୁଲୁ ମହାପାତ୍ରଙ୍କ ଝିଅ ଉପାସନା ମହାପାତ୍ରଙ୍କୁ ଅସଭ୍ୟ ଭାଷାରେ ଗାଳି ଗୁଲଜ କରିଛନ୍ତି ବିଜେଡିର…
ତାଜା ଖବର ରାଜନୀତି ରାଜ୍ୟ ଏଥର ଓଡିଶାରେ ହେବ ବିଜେପି ସରକାର: ଧର୍ମେନ୍ଦ୍ର May 25, 2024 Papirani ଆଜି ରାଜ୍ୟର ତୃତୀୟ ପର୍ଯ୍ୟାୟ ମତଦାନ ଦେବା ପୂର୍ବରୁ ମା’ ସମଲେଇଙ୍କ ଦର୍ଶନ କଲେ ଧର୍ମେନ୍ଦ୍ର ପ୍ରଧାନ । କହିଲେ ନିଜର ମତଦାନ ପୂର୍ବରୁ ମା’ ସମଲେଇଙ୍କ ଆଶୀର୍ବାଦ ଲୋକ କଲ୍ୟାଣକାରୀ ହେବ । ଦେଶକୁ ଏକ ଶକ୍ତିଶାଳୀ ଦେଶ ଏବଂ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ May 24, 2024 Papirani ଚଳିତବର୍ଷ ନିର୍ବାଚନରେ ଓଡ଼ିଶାରେ ନିଜର ସରକାର ବନେଇବା ପାଇ ଓଡ଼ିଶା ଆସୁଛନ୍ତି ଘନଘନ ବିଜେପିର କେନ୍ଦ୍ରରେ ଥିବା ହେବିୱେଟ୍ ନେତା । ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ । ରାଜ୍ୟର ୩ଟି ସ୍ଥାନରେ ନିର୍ବାଚନୀ ସଭାରେ ଯୋଗଦେବେ ସ୍ମୃତି…
ତାଜା ଖବର ରାଜ୍ୟ ୨୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷାଫଳ May 24, 2024 Papirani ଆସନ୍ତା ୨୬ ତାରିଖ ରବିବାର ସକାଳ ୧୦ଟା ୩୦ରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷାଫଳ। ୧୦ଟା ୩୦ରେ ବୋର୍ଡ କାର୍ଯ୍ୟାଳୟରେ ଫଳ ପୁସ୍ତିକା ଲୋକର୍ପଣ ହେବ। ଏହାପରେ ୧୧ଟା ୩୦ରେ ଇଣ୍ଟରନେଟ୍ରେ ଉପଲବ୍ଧ ହେବ ପରୀକ୍ଷାଫଳ । ଏନେଇ ସାମ୍ବାଦିକ ସମ୍ମିଳନୀରେ…
ତାଜା ଖବର ଦେଶ ରାଜନୀତି ଜୁନ୍ ୪ରେ ପ୍ରଚୁର ପାଣି ପିଇବାକୁ ସମାଲୋଚକମାନଙ୍କୁ ପରାମର୍ଶ ଦେଲେ ପ୍ରଶାନ୍ତ କିଶୋର May 24, 2024 Papirani ନିର୍ବାଚନ ରଣନୀତିଜ୍ଞ ତଥା ରାଜନେତା ପ୍ରଶାନ୍ତ କିଶୋରଙ୍କ କିଛି ଦିନ ପୂର୍ବରୁ ଏକ ସାକ୍ଷାତକାରରେ କହିଥିଲେ ଯେ ଏଥର ପୁଣିଥରେ କେନ୍ଦ୍ରରେ ମୋଦୀ ସରକାର କ୍ଷମତା ହାସଲ କରିବ । ସେ କହିଛନ୍ତି ଯେ ଏହି ନିର୍ବାଚନରେ ବିଜେପି ଜିତିଥିବା ଆସନ…
ତାଜା ଖବର ରାଜନୀତି ରାଜ୍ୟ ପିପିଲିରେ ବିଜେଡି କର୍ମୀଙ୍କ ଆକ୍ରମଣରେ ସମିତିସଭ୍ୟ ସହ ୨ ଗୁରୁତର May 24, 2024 Papirani ନିର୍ବାଚନ ପୂର୍ବରୁ ପୁରୀ ଜିଲ୍ଲା ପିପିଲିରେ ରାଜନୈତିକ ହିଂସା ଦେଖିବାକୁ ମଳିଛି। ପିପିଲି ବ୍ଲକ ସହଜପୁର ପଞ୍ଚାୟତ ସୁବଦ୍ଧିପଡ଼ାରେ ବିଜେଡି କର୍ମୀଙ୍କ ଆକ୍ରମଣରେ ମଙ୍ଗଳପୁର ପାଞ୍ଚୟତର ସମିତିସଭ୍ୟ ଗଦାଧର ପରିଡ଼ାଙ୍କ ସମେତ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ୨ ଗୁରୁତରଙ୍କୁ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆସନ୍ତାକାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ May 24, 2024 Papirani ରାଜ୍ୟରେ ଆସନ୍ତାକାଲି ପଡ଼ିବ ତୃତୀୟ ପର୍ଯ୍ୟାୟ ଭୋଟ୍ । ଦେଶର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ୫୮ଟି ଆସନରେ ହେବ ମତଦାନ । ଭୋଟରଙ୍କ ହାତରେ ୪୪୭ ପ୍ରାର୍ଥୀଙ୍କ ଭାଗ୍ୟ । ଆସନ୍ତାକାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ…
ତାଜା ଖବର ରାଜନୀତି ରାଜ୍ୟ ହାରିବା ଭୟରେ ଟଙ୍କା ବାଣ୍ଟୁଛନ୍ତି ପ୍ରଣବ ପ୍ରକାଶ ଦାସ: ବିଜେପି May 23, 2024 Papirani ସମ୍ବଲପୁର ବିଜେଡି ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ହାରିବା ଭୟରେ ଲୋକଙ୍କୁ ଟଙ୍କା ବାଣ୍ଟୁଥିବାର ଅଭିଯୋଗ । ପ୍ରଣବ ପ୍ରକାଶ ଦାସ ହାରିବା ଭୟରେ ଲୋକଙ୍କୁ ଟଙ୍କା ବାଣ୍ଟୁଥିବାର ଅଭିଯୋଗ ନେଇ ସିଇଓଙ୍କୁ ଫେରାଦ ହୋଇଛି ବିଜେପି । ବିଜେପିର…