ତାଜା ଖବର ଦେଶ ରାଜନୀତି ୨ ଦିନରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ କେଜ୍ରିୱାଲ୍ September 15, 2024 Nirvay ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ଅରବିନ୍ଦ କେଜ୍ରିୱାଲ୍। ୨ ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ବୋଲି କହିଛନ୍ତି। ୬ ମାସ ପରେ ଜେଲରୁ ବାହାରିବା ପରେ ଦିଲ୍ଲୀର ଏକ ସାଧାରଣ ସଭାରେ କେଜ୍ରିୱାଲ ଏଭଳି ଘୋଷଣା କରିଛନ୍ତି। ସେ ଅଗ୍ନି…
ତାଜା ଖବର ରାଜ୍ୟ ବ୍ରହ୍ମପୁରରୁ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍ September 15, 2024 Nirvay ବ୍ରହ୍ମପୁର-ଟାଟାନଗର ବନ୍ଦେ ଭାରତ ଏକ୍ସପ୍ରେସ୍ର ଶୁଭାରମ୍ଭ ହୋଇଥିବା ବେଳେ ବ୍ରହ୍ମପୁର ଷ୍ଟେସନରୁ ବନ୍ଦେ ଭାରତ ଏକ୍ସପ୍ରେସ୍ ଗଡ଼ିଲା। ଭର୍ଚ୍ଚୁଆଲ୍ ମୋଡ଼ରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ୬ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ହୋଇଛି। ସେଥିମଧ୍ୟରୁ ଓଡ଼ିଶାରେ ୨ଟି…
ତାଜା ଖବର ରାଜ୍ୟ ସୁଭଦ୍ରା ବାବଦରେ ପରୀକ୍ଷାମୂଳକ ଭାବେ ଆକାଉଣ୍ଟକୁ ଗଲା ୧ ଟଙ୍କା September 15, 2024 Nirvay ସୁଭଦ୍ରା ଯୋଜନାରେ ଏପର୍ଯ୍ୟନ୍ତ ୬୦ ଲକ୍ଷ ମହିଳା ପଞ୍ଜୀକରଣ କରିଛନ୍ତି। ଆଜି ପରୀକ୍ଷାମୂଳକ ଭାବେ ଆକାଉଣ୍ଟକୁ ୧ ଟଙ୍କା ଯାଇଛି। ବାକି ୪ ହଜାର ୯୯୯ଟଙ୍କା ୧୭ ତାରିଖରେ ଆକାଉଣ୍ଟକୁ ଯିବ। ବାଲିଅନ୍ତାର ଭକ୍ତିମୟୀ ମହାନ୍ତିଙ୍କ ଆକାଉଣ୍ଟକୁ ୧ ଟଙ୍କା ଯାଇଛି।…
ତାଜା ଖବର ରାଜ୍ୟ ବ୍ରହ୍ମପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ September 15, 2024 Nirvay ଆଜି ବ୍ରହ୍ମପୁର ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବ୍ରହ୍ମପୁର କେସି ହାଇସ୍କୁଲ ଖେଳପଡ଼ିଆରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ସେଠାରେ ମୁଖ୍ୟମନ୍ତ୍ରୀ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେବେ । ବ୍ରହ୍ମପୁର-ଟାଟାନଗର, ହାୱାଡ଼ା-ରାଉରକେଲାକୁ ଗଡ଼ିବ ବନ୍ଦେ…
ତାଜା ଖବର ରାଜନୀତି ରାଜ୍ୟ ଶୁଭଶ୍ରୀଙ୍କ ପ୍ରତିଭାକୁ ପ୍ରଶଂସା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା September 14, 2024 Papirani ଆଜି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା କୁନି ଝିଅ ଶୁଭଶ୍ରୀ ନନ୍ଦିଙ୍କ ଅସାଧାରଣ ପ୍ରତିଭା ଦେଖି ଖୁସି ବ୍ୟକ୍ତ କରିବା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା…
ତାଜା ଖବର ରାଜନୀତି ରାଜ୍ୟ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ୍ ଟୁର୍ଣ୍ଣାମେଣ୍ଟରେ ବିଜୟୀ ‘ଲିଡ଼ର୍ସ ଏକାଦଶ’ ଦଳକୁ ଅଭିନନ୍ଦନ ଜଣାଇଲେ ଉପମୁଖ୍ୟମନ୍ତ୍ରୀ September 14, 2024 Papirani ଟାଟା ଷ୍ଟିଲ ପକ୍ଷରୁ ଓଡ଼ିଶା ଫୁଟବଲ୍ ଏକାଡ଼େମୀ ପଡ଼ିଆରେ ଏକ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହୋଇଯାଇଛି । ଟୁର୍ଣ୍ଣାମେଣ୍ଟର ଚମ୍ପିଆନ୍ ‘ଲିଡର୍ସ ଏକାଦଶ’ ଦଳ ଓ ରନର୍ସ ଅପ୍ ‘ଅଫିସର୍ସ ଏକାଦଶ’ ଦଳ ସମେତ ଟୁର୍ଣ୍ଣାମେଣ୍ଟରେ ଭାଗ ନେଇଥିବା ‘ମିଡ଼ିଆ…
ତାଜା ଖବର ରାଜନୀତି ରାଜ୍ୟ ଆସନ୍ତା ୧୭ ତାରିଖରେ ଭୁବନେଶ୍ୱରର ସମସ୍ତ ସ୍କୁଲ କଲେଜ ଛୁଟି ସହ ସରକାରୀ କାର୍ଯ୍ୟାଳୟ ଗୁଡିକ ପ୍ରଥମାର୍ଦ୍ଧ ଛୁଟି September 14, 2024 Papirani ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ୱର ୧୭ ତାରିଖରେ ଭୁବନେଶ୍ୱର ଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରୁଛନ୍ତି। ଏଥିପାଇଁ ଭୁବନେଶ୍ୱରରେ ବିପୁଳ ଜନ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସମସ୍ତ ସ୍କୁଲ କଲେଜ ଗୁଡିକ ସେଦିନ ସମ୍ପୂର୍ଣ୍ଣ…
ତାଜା ଖବର ରାଜ୍ୟ ସୁଭଦ୍ରା ଫର୍ମ ରେଜିଷ୍ଟ୍ରେସନ୍ ପାଇଁ ଟଙ୍କା ନେଇ ବନ୍ଧା ହେଲେ ସିଏସସି କର୍ମଚାରୀ September 14, 2024 Papirani ସୁଭଦ୍ରା ଯୋଜନାରେ ନାଁ ପଞ୍ଜିକରଣ କରିବାକୁ ଟଙ୍କା ନେଇ ସିଏସସି କର୍ମଚାରୀ ଗିରଫ। ବଲାଙ୍ଗିର ଟିଟିଲାଗଡ଼ ଥାନା ମନି ଗାଁର ସିଏସସି କର୍ମଚାରୀ ଆକାଶ ସାହୁ ସୁଭଦ୍ରା ଫର୍ମ ପୂରଣ କରିବାକୁ ଟଙ୍କା ନେଉଥିବା ଅଭିଯୋଗ ହୋଇଥିଲା। ପ୍ରତି ଫର୍ମ ପାଇଁ…
ତାଜା ଖବର ରାଜନୀତି ରାଜ୍ୟ ବିରୋଧୀ ଦଳ ନେତା ଭାବେ ନବୀନ ପଟ୍ଟନାୟକ ବିଫଳ September 14, 2024 Papirani ବିରୋଧୀ ଦଳ ନେତା ଭାବେ ବିଫଳ ହୋଇଛନ୍ତି ନବୀନ ପଟନାୟକ । ବିଫଳ ହୋଇଛି ବିଜୁ ଜନତା ଦଳ । କହିବାକୁ ଗଲେ ବଡ଼ ଅନ୍ତଦ୍ୱନ୍ଧ୍ଵ ସତ୍ତ୍ୱେ କଂଗ୍ରେସ ବିଧାନସଭାରେ ତା’ର ପୂର୍ବ ପରିଚୟ ବଜାୟ ରଖୁଛି । କିନ୍ତୁ କାହିଁକି…
ଖେଳ ତାଜା ଖବର ଦେଶ ଏସିଆନ ଚାମ୍ପିଅନ୍ସ ଟ୍ରଫି ହକି; ପାକିସ୍ତାନକୁ ହରାଇ ସେମିରେ ଭାରତ September 14, 2024 Papirani ଆଜି ବେଜିଂରେ ଚଳିତ ଏସିଆନ ଚାମ୍ପିଅନ୍ସ ଟ୍ରଫି ହକିରେ କ୍ରମାଗତ ୪ଟି ମ୍ୟାଚ୍ ଜିତି ସେମିଫାଇନାଲରେ ପ୍ରବେଶ କରିସାରିଥିବା ଭାରତ ଅନ୍ତିମ ରାଉଣ୍ଡ ରବିନ ମୁକାବିଲାରେ ଶନିବାର ପାକିସ୍ତାନକୁ ହରାଇଛି। ଆଜିର ମ୍ୟାଚ୍କୁ ଭାରତ ୨-୧ରେ ଜିତି ନିଜର ଅପରାଜେୟ ଧାରା…