ତାଜା ଖବର ଦେଶ ରାଜନୀତି କୋଲକାତା ଲଜ୍ଜ୍ୟା: ଆନ୍ଦୋଳନରତ ଡାକ୍ତରଙ୍କୁ ଭେଟି କାମକୁ ଫେରିବାକୁ ଅନୁରୋଧ କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ September 14, 2024 Papirani କୋଲକାତାରେ ଆର୍ଜି କର ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାକୁ ବିରୋଧ କରି ଆନ୍ଦୋଳନରତ ଡାକ୍ତରଙ୍କୁ ଭେଟିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ।ଡାକ୍ତରଙ୍କୁ ଭେଟିବା ସହ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ଅପିଲ୍ କରିଛନ୍ତି ମମତା। ମୁଖ୍ୟମନ୍ତ୍ରୀ ମମତା…
ତାଜା ଖବର ରାଜନୀତି ରାଜ୍ୟ ଓଡ଼ିଶା ଗ୍ରସ୍ତରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ September 14, 2024 Papirani ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ସୁଭଦ୍ରାର ଶୁଭାରମ୍ଭ ସହ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ। ଆସନ୍ତା ୧୭ରେ ମହିଳାଙ୍କ ଆକାଉଣ୍ଟକୁ ଯିବ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି। ଓଡ଼ିଶାର ୧ କୋଟିରୁ ଊର୍ଦ୍ଧ୍ୱ ମହିଳା ‘ସୁଭଦ୍ରା’ର…
ତାଜା ଖବର ରାଜନୀତି ରାଜ୍ୟ ସୁଭଦ୍ରା ଯୋଜନା ପାଇଁ ପଞ୍ଜୀକରଣ କରିସାରିଲେଣି ୫୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳା: ପ୍ରଭାତୀ ପରିଡ଼ା September 14, 2024 Papirani ଆସନ୍ତା ୧୭ରେ ମିଳିବ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି । ଏହି ଯୋଜନା ମାଧ୍ୟମରେ ମହିଳାମାନେ ମିଳୁଥିବା ସୁବିଧା ନେବା ପାଇଁ ସମସ୍ତଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ପାଇଛି । ଏଯାଏଁ ରାଜ୍ୟରେ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳା ଏହି ଯୋଜନାର…
ତାଜା ଖବର ଦେଶ ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର; ୩ ଆତଙ୍କବାଦୀ ନିହତ September 14, 2024 Papirani ଜମ୍ମୁ ଓ କାଶ୍ମୀର ବାରମୂଲ୍ଲାରେ ହୋଇଥିବା ଏନକାଉଣ୍ଟରରେ ସୁରକ୍ଷା ବାହିନୀଙ୍କୁ ମିଳିଛି ବଡ଼ ସଫଳତା। ଆଜି ସକାଳେ ଭାରତୀୟ ସେନା ଏବଂ ଜାମ୍ମୁ କାଶ୍ମୀର ପୋଲିସ ମଧ୍ୟରେ ମିଳିତ ଅପରେସନରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଥିବାବେଳେ ଦୁଇ ଜଣ ଯବାନ…
ତାଜା ଖବର ରାଜନୀତି ରାଜ୍ୟ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପାଇଁ ମୃତ ଅଧିକାରୀଙ୍କୁ ଦାୟିତ୍ଵ ଦେଇ ହଟହଟା ହେଲେ ମୋହନ ସରକାର September 14, 2024 Papirani ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତ ପାଇଁ ଚାରିଆଡ଼େ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଜନତା ମଇଦାନରେ ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ପରିଚାଳନା ପାଇଁ ସାଧାରଣ…
ତାଜା ଖବର ଦେଶ ରାଜ୍ୟ ଆସନ୍ତାକାଲି ବ୍ରହ୍ମପୁର ଯିବେ ମୁଖ୍ୟମନ୍ତ୍ରୀ September 14, 2024 Papirani ବ୍ରହ୍ମପୁର-ଟାଟାନଗର ମଧ୍ୟରେ ଚଳାଚଳ ହେବାକୁଥିବା ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସନ୍ତାକାଲି ବ୍ରହ୍ମପୁର ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଆଜି ଓ ଆସନ୍ତାକାଲି ବିଇଏମସି କର୍ମଚାରୀଙ୍କ ଛୁଟି ବାତିଲ କରାଯିବା…
ତାଜା ଖବର ରାଜ୍ୟ ସାମ୍ବାଦିକ ଦେବାଶିଷଙ୍କ ଅକାଳ ବିୟୋଗ September 14, 2024 Papirani ସାମ୍ବାଦିକ ଦେବାଶିଷ ରାଉତଙ୍କ ୩୫ବର୍ଷ ବୟସରେ ହୃଦଘାତରେ ଅକାଳ ବିୟୋଗ ଘଟିଛି। ସାମ୍ବାଦିକ ଦେବାଶିଷ ଗତ ୧୪ ବର୍ଷ ଧରି ଦୈନିକ ସମ୍ବାଦପତ୍ର ‘ସୂର୍ଯ୍ୟପ୍ରଭା’ରେ କାର୍ଯ୍ୟ କରି ଆସୁଥିଲେ । ମୃତ୍ୟୁ ବେଳକୁ ତାଙ୍କ ନିକଟରେ ପତ୍ନୀ, ଶିଶୁପୁତ୍ର ଓ କନ୍ୟା…
ତାଜା ଖବର ରାଜ୍ୟ କାର୍ଯ୍ୟରେ ଅବହେଳା: ୪ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ September 13, 2024 Nirvay ବାରିପଦା ଜିଲ୍ଲାରେ ଶିକ୍ଷା ବ୍ୟବସ୍ଥା ଭୁଶୁଡିଛି। ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଢିବାରେ ଶିକ୍ଷକଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିବା ବେଳେ ଅନେକ ସ୍ଥାନରେ ଏଥିରେ ବ୍ୟତିକ୍ରମ ଦେଖାଦେଇଛି। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ବାରିପଦା ଜିଲ୍ଲାରେ। ଜିଲ୍ଲାରେ କାର୍ଯ୍ୟରେ ଅବହେଳା ନେଇ ୪…
ତାଜା ଖବର ଦେଶ କୋଲକାତା ଲଜ୍ଜା; ସଞ୍ଜୟ ରାୟଙ୍କ ନାର୍କୋ ଟେଷ୍ଟ ଆବେଦନ ଖାରଜ September 13, 2024 Nirvay ବହୁ ଚର୍ଚ୍ଚିତ ଅଭୟାକାଣ୍ଡକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଞ୍ଜୟ ରାୟଙ୍କ ନାର୍କୋ ଟେଷ୍ଟ ଆବେଦନ କୋର୍ଟରେ ଖାରଜ ହୋଇଛି। କୋର୍ଟ କୋଲକାତା ଆରଜି କର ମେଡିକାଲ ହସ୍ପିଟାଲର ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାର ଅଭିଯୁକ୍ତ…
ତାଜା ଖବର ରାଜ୍ୟ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକ ମୃତ September 13, 2024 Nirvay ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ନୂଆହତା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପାଇଖାନା ଟାଙ୍କିରେ ପଶି କାମ କରୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୨ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ଘର ମୟୂରଭଞ୍ଜ ଜିଲ୍ଲାରେ ହୋଇଥିବା ସୂଚନା…