Category: ତାଜା ଖବର

ଗାଡ଼ି ଚେକିଂ ବେଳେ ରାଗିଗଲେ ମନ୍ତ୍ରୀ ବିକ୍ରମ ଆରୁଖ । ସୋସିଆଲ ମିଡିଆରେ ଭିଡିଓ ଭାଇରାଲ୍

ନିର୍ବାଚନ ପାଇଁ ସବୁଠି ଗାଡ଼ି ଚେକିଂ ଚାଲିଥିବା ବେଳେ ମନ୍ତ୍ରୀ ବିକ୍ରମ ଆରୁଖଙ୍କ ଗାଡ଼ିକୁ ଚେକିଂ ପାଇଁ ଅଟକାଇ ଥିଲା ଫ୍ଲାଇଂ ସ୍କ୍ୱାର୍ଡ । ଚେକିଂ ବେଳେ ରାଗିଯାଇ ମନ୍ତ୍ରୀ ହଠାତ୍ ଗାଡ଼ିରୁ ଓହ୍ଲାଇ ପଡ଼ି ପୁଲିସକୁ ଚଢ଼ା ଗଳାରେଚଢ଼ା ଗଳାରେ…

ପର୍ଯ୍ୟଟକ ବସରେ ନିଆଁ; ୯ ଜଣ ମୃତ, ଅନେକ ଗୁରୁତର

ହରିୟାଣାର ନୁହରେ ଗତ ବିଳମ୍ବିତ ରାତି ପ୍ରାୟ ୧.୩୦ ଏକ ଭୟଙ୍କର ବସ୍‌ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ରେ ନିଆଁ ଲାଗି ୯ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଅଗ୍ନିକାଣ୍ଡରେ ଅନେକ ଲୋକ ଆହତ ହୋଇଛନ୍ତି। ମୃତ ବ୍ୟକ୍ତିଙ୍କ ମଧ୍ୟରୁ…

ରତ୍ନଭଣ୍ଡାର ଚାବି ହଜିଲା କେଉଁଠି ? : ଭର୍ତ୍ତୃହରି

ସରଗରମ ହେଉଛି ନିର୍ବାଚନ ପ୍ରଚାର। ଚଳିତ ବର୍ଷ ବିଜେପି ଶ୍ରୀମନ୍ଦିର ରତ୍ନ ଭଣ୍ଡାର ପ୍ରସଙ୍ଗକୁ ଆଧାର କରି ରଜ୍ୟ ସରକାରଙ୍କୁ ପ୍ରଶ୍ନ ତୀରରେ ଘାଇଲା କରିବାରେ ଲାଗିଛି। ଡୁପ୍ଲିକେଟ୍ ଚାବିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହୁଅନ୍ତୁ କି ଗୃହମନ୍ତ୍ରୀ ଅମିତ…

ଆସନ୍ତା ୨୦ ତାରିଖରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ଆଜି ଶେଷ ହେଉଛି ପ୍ରଚାର

ଆସନ୍ତା ୨୦ ତାରିଖ ସୋମବାର ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଥିବା ବେଳେ ଆଜି ଶେଷ ହେଉଛି ପ୍ରଚାର । ତିନି ପ୍ରମୁଖ ରାଜନୈତିକ ଦଳ ୱେଟ୍ ନେତା ତଥା ଦଳର ଷ୍ଟାର ପ୍ରଚାରକଙ୍କୁ ଆଣି ୫ ସଂସଦୀୟ କ୍ଷେତ୍ର…

ଅନୁଭବଙ୍କ ବଡ଼ ବୟାନ; ଓଡ଼ିଶାରେ ଚାଲୁନାହିଁ ନବୀନ ପଟ୍ଟନାୟକଙ୍କ ଶାସନ

ଭୁବନେଶ୍ୱର, ତା.୧୭/୦୫: ୨୦୨୪ ନିର୍ବାଚନରେ ବିଜେଡି ଜିତିବ ବୋଲି ଡିଣ୍ଡିମ ପିଟୁଛି । ବାସ୍ତବରେ କ୍ଷେତ୍ରରେ ଓଡ଼ିଶାର ଲୋକ ବିଜେଡିକୁ ଭୋଟ ଦେଉଥିଲେ ନବୀନ ବାବୁଙ୍କ ପାଇଁ, କିନ୍ତୁ ଏବେ ଓଡ଼ିଶାରେ ନବୀନ ଶାସନ ଚାଲୁନାହିଁ । ନବୀନ ବାବୁଙ୍କୁ ଓଡ଼ିଶାର…

୫୪ ପଇସା ଦେଇ ଭୋଟ ନେବାକୁ ବସିଛି ବିଜେଡି: ଅପରାଜିତା ଷଡ଼ଙ୍ଗୀ

ସାଲିଆ ସାହିରେ ହେମାମାଳୀନିଙ୍କ ସହ ବିଜୟ ସଂକଳ ସମାବେଶରେ ଯୋଗ ଦେଇ ବିଜେଡିକୁ ଟାର୍ଗେଟ କରିଛନ୍ତି ଭୁବନେଶ୍ବର ସାଂସଦ ପ୍ରାର୍ଥୀ ଅପରାଜିତା ଷଢଙ୍ଗୀ । କହିଲେ ‘ମୁଖ୍ୟମନ୍ତ୍ରୀଙ୍କ ସହ ସାଂସଦ ପ୍ରାର୍ଥୀ କି ବିଧାୟକ ପ୍ରାର୍ଥୀ ବି ନଥିଲେ । ବଡ଼ବାବୁ…

ଖଲ୍ଲିକୋଟ ହିଂସା ଘଟଣାରେ ତଦନ୍ତ କରିବ ଏସଆଇଟି

ଗଞ୍ଜାମ ଖଲ୍ଲିକୋଟରେ ପ୍ରାକ୍ ନିର୍ବାଚନୀ ହିଂସାରେ ଜଣଙ୍କୁ ହତ୍ୟା ଘଟଣାର ତଦନ୍ତ କରିବ ଓଡ଼ିଶା ପୁଲିସର ସ୍ୱତନ୍ତ୍ର ଅନୁସନ୍ଧାନକାରୀ ଦଳ ଏସଆଇଟି । ପୋଷ୍ଟର ମରାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷରେ ଜଣଙ୍କ ମୃତ୍ୟୁ ଘଟଣାର ପୁଙ୍ଖୁନାପୁଙ୍ଖ ତଦନ୍ତ କରିବ। ଏହି…

ବଲାଙ୍ଗୀର ଜିଲ୍ଲାରେ ବିଜେପି କର୍ମୀଙ୍କୁ ଆକ୍ରମଣ

ବଲାଙ୍ଗିର ଜିଲ୍ଲାରେ ରାଜନୈତିକ ହିଂସା। ସଇଁତଳା ଥାନା ଡୁଙ୍ଗୁରିପାଲିରେ ୨ଜଣ ବିଜେପି କର୍ମୀଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଆହତ କର୍ମୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୁଚନାମୁତାବକ, କାଲି ରାତିରେ ଟିଟିଲାଗଡ଼ ବିଜେପି ବିଧାୟକ ପ୍ରାର୍ଥୀ ନବୀନ ଜୈନ ଓ ତାଙ୍କ…

ଆଜି ସମ୍ବଲପୁର ଗ୍ରସ୍ତରେ ମୁଖ୍ୟମନ୍ତ୍ରୀ

ସମ୍ୱଲପୁର: ଆଜି ସମ୍ବଲପୁର ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ବଲପୁର, ଅନୁଗୁଳ ଓ ଢେଙ୍କାନାଳରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର । ପ୍ରଥମେ ସମ୍ୱଲପୁରରେ ପହଞ୍ଚି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ନବୀନ । ଏଥିପାଇଁ…

ଗଞ୍ଜାମରେ ନିର୍ବାଚନ ପାଇଁ ୨୦ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମୁତୟନ

ଗଞ୍ଜାମ ଜିଲାରେ ନିର୍ବାଚନୀ ହିଂସା ବୃଦ୍ଧିକୁ ଦୃଷ୍ଟିରେ ରଖି ମେ’ ୨୦ରେ ଅନୁଷ୍ଠିତ ହେବାକୁ ଥିବା ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ୨୦ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମୁତୟନ କରାଯିବାକୁ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ନିର୍ଦେଶ ଦେଇଛନ୍ତି…