Category: ତାଜା ଖବର

୩ ଦିନ ଭିତରେ ସରିବ ବର୍ଷାରେ ଚାଷ କ୍ଷୟକ୍ଷତି ଆକଳନ; ୫ ଦିନରେ ମିଳିବ କ୍ଷତି ପୂରଣ ରାଶି

ଅମଳ ସମୟରେ ଦାଉ ସାଜୁଛି ଲଗାଣ ବର୍ଷା। ରାଜ୍ୟରେ ଅଦିନିଆ ବର୍ଷା ଯୋଗୁଁ ଧାନ ଅମଳ ସମୟରେ ଚାଷୀଙ୍କୁ ନାନା ପ୍ରକାରର ସମସ୍ୟା ସମ୍ମୁଖୀନ ହେବାକୁ ପଡ଼ିଛି । ବର୍ଷା ଯୋଗୁଁ ଅନେକ ଜିଲ୍ଲାରେ କ୍ଷେତରେ ଧାନ ବିଡା ପାଣିରେ ବୁଡି…

କାଲିଠୁ ପୁଣି ରାଜ୍ୟରେ ବର୍ଷା ସମ୍ଭାବନା

କାଲିଠାରୁ ପୁଣି ରାଜ୍ୟରେ ବର୍ଷା ସମ୍ଭାବନା । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବର୍ଷା ହେବ । ଆସନ୍ତା ୨୪ ତାରିଖ ଠାରୁ ଦୁଇଦିନ ଯାଏଁ ରାଜ୍ୟରେ ପୁଣି…

ରାଜଧାନୀରେ ଯୁବକଙ୍କୁ ଛୁରୀରେ ଆକ୍ରମଣ ସହ ବାନ୍ଧବୀକୁ ଅପହରଣ ଅଭିଯୋଗ 

ରାତି ଅଧରେ ରାଜଧାନୀରେ ଯୁବତୀଙ୍କୁ ଅପହରଣ। ପୁରୁଷ ବନ୍ଧୁଙ୍କୁ ମାଡ଼ ମାରି ଯୁବତୀଙ୍କୁ ଅପହରଣ । ଯୁବକ ଓ ଯୁବତୀ ଦୁଇଜଣ ରାତିରେ ଯାଉଥିବା ସମୟରେ ଛୁରୀରେ ଆକ୍ରମଣ କରି ଯୁବତୀଙ୍କୁ ଅପହରଣ କରାଯାଇଥିବା ନେଇ ସୂଚନା ମିଳିଛି । ଯୁବତୀଙ୍କ…

ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନଉଠିଲେ କଂଗ୍ରେସର କରିବ ଆନ୍ଦୋଳନ ଓ ରାସ୍ତାରୋକ: ତାରା 

ଆସନ୍ତା ୨୫ ତାରିଖ ସୁଦ୍ଧା କୋରାପୁଟ ଜିଲ୍ଲାର ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ ଜିଲ୍ଲାରେ ଆନ୍ଦୋଳନ ଓ ବନ୍ଦ କରାଯିବ ବୋଲି ଆଜି ଚେତାବନୀ ଦେଇଛନ୍ତି ଜୟପୁର ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ତାରା ପ୍ରସାଦ ବାହିନୀପତି ।…

ପୋଲିସ ଏନ୍‌କାଉଣ୍ଟରରେ ୩ ଖଲିସ୍ତାନୀ ଆତଙ୍କବାଦୀ ନିହତ

ଉତ୍ତର ପ୍ରଦେଶର ପିଲିଭିତରେ ପଞ୍ଜାବ ଓ ଉତ୍ତରପ୍ରଦେଶ ପୋଲିସର ମିଳିତ ଏନ୍‌କାଉଣ୍ଟରରେ ୩ ଖଲିସ୍ତାନୀ ଆତଙ୍କବାଦୀ ନିହତ ହୋଇଛନ୍ତି। ନିହତ ଆତଙ୍କବାଦୀମାନେ ହେଲେ ଗୁରବିନ୍ଦର ସିଂହ, ବୀରେନ୍ଦ୍ର ସିଂହ ଓ ଜସ୍ମନପ୍ରୀତ ସିଂହ। ସେମାନଙ୍କ ନିକଟରୁ ୨ଟି ଏକେ ୪୭ ଓ…

ପରଲୋକରେ ପୂର୍ବତନ ବିଧାୟକ ବିଜୟ (ବାଦଲ) ମହାନ୍ତି

ପୂର୍ବତନ ବିଧାୟକ ବିଜୟ (ବାଦଲ) ମହାନ୍ତିଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। କିଛି ଦିନ ପୂର୍ବରୁ ତାଙ୍କୁ ହୃଦଘାତ ହୋଇଥିଲା । ସେବେଠୁ ସେ ଅସୁସ୍ଥ ରହିଆସୁଥିଲେ । ଆଜି ହଠାତ ଅସୁସ୍ଥ ହୋଇପଡ଼ିଥିଲେ।…

ନୂଆବର୍ଷରେ ମିଳିବ ସୁଭଦ୍ରା ଟଙ୍କା: ପ୍ରଭାତୀ ପରିଡ଼ା

ଆସନ୍ତା ଜାନୁଆରୀ ମାସରେ ମିଳିବ ସୁଭଦ୍ରା ଟଙ୍କା । ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଜାନୁଆରୀରେ ମିଳିବ ବୋଲି ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ଜାନୁଆରୀରେ ମିଳିବ।…

ଭିଜିଲାନ୍ସ ଜାଲରେ ଡିଆଇସି ସୁବର୍ଣ୍ଣପୁର ଜିଏମ୍

ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲ୍ଲା ଶିଳ୍ପ କେନ୍ଦ୍ର ଜେନେରାଲ ମ୍ୟାନେଜର । ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡିଲେ ସୁବର୍ଣ୍ଣପୁର ଡିଆଇସି ଜିଏମ୍ ବିପିନ ଦେହୁରୀ। ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ । ପିଏମଇଜିପି ଋଣ…

୨୮ରେ ସମ୍ବଲପୁର ଆସିବେ ଗୃହ ମନ୍ତ୍ରୀ ଅମିତ ଶାହ

ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ । ଆସନ୍ତା ୨୮ରେ ସମ୍ବଲପୁର ଗସ୍ତ କରିବେ ଗୃହ ମନ୍ତ୍ରୀ ଅମିତ ଶାହ । ପ୍ରଥମେ ମାଁ ସମଲେଶ୍ୱରୀଙ୍କ ଦର୍ଶନ କରିବେ । ଏହାପରେ ତିନି ଚାରୋଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ…

ସାତପଡ଼ା-ଜହ୍ନିକୁଦା ବ୍ରିଜ ପାଇଁ ତତ୍ପରତା ଦେଖାଇଲେ ସମ୍ବିତ ପାତ୍ର ଓ ଉପାସନା ମହାପାତ୍ର

ଖୁବଶୀଘ୍ର ପୂରଣ ହେବ ସାତପଡ଼ା – ଜହ୍ନିକୁଦା ବାସୀଙ୍କ ସ୍ବପ୍ନ । ନିର୍ମାଣ ହେବାକୁ ଯାଉଛି ସିଗ୍ନେଚର୍ ବ୍ରିଜ । ଲୋକଙ୍କ ଯାତାୟାତ ଅସୁବିଧାକୁ ନଜରରେ ରଖି ଏହାର ସମାଧାନ ପାଇଁ ପ୍ରୟାସ ଜାରି ରଖିଛନ୍ତି ପୁରୀ ସାଂସଦ ସମ୍ବିତ ପାତ୍ର…