Category: ତାଜା ଖବର

ରେଳ କର୍ମଚାରୀଙ୍କ ଉତ୍କୃଷ୍ଟ ପ୍ରଦର୍ଶନକୁ ସ୍ୱୀକୃତି ଦେବା ପାଇଁ ବୋନସ୍‌ ପ୍ରଦାନକୁ କେନ୍ଦ୍ର କ୍ୟାବିନେଟରେ ଅନୁମୋଦନ

ରେଳ କର୍ମଚାରୀଙ୍କ ଉତ୍କୃଷ୍ଟ ପ୍ରଦର୍ଶନକୁ ସ୍ୱୀକୃତି ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ୧୧,୭୨,୨୪୦ ରେଳ କର୍ମଚାରୀଙ୍କ ଲାଗି ୨୦୨୮.୫୭ କୋଟି ଟଙ୍କାର ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ୍‌ (ପିଏଲବି) ପ୍ରଦାନକୁ ଅନୁମୋଦନ…

କେନ୍ଦ୍ର କ୍ୟାବିନେଟରେ ଆଉ ୫ ଭାଷାକୁ ଶାସ୍ତ୍ରୀୟ ଭାଷା ମାନ୍ୟତା

ସାଂସ୍କୃତିକ ଦୃଷ୍ଟିରୁ ଗୁରୁତ୍ବପୂର୍ଣ୍ଣ ଶାସ୍ତ୍ରୀୟ ଭାଷା ତାଲିକାର ସମ୍ପ୍ରସାରଣ କରି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ କେନ୍ଦ୍ର କ୍ୟାବିନେଟ୍ ଆଉ ପାଞ୍ଚଟି ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ଦେବାକୁ ମଞ୍ଜୁରି ଦେଇଛି। ଶ୍ରୀ ବୈଷ୍ଣବ କହିଛନ୍ତି ଯେ ମରାଠୀ, ପାଲି, ପ୍ରକୃତି,…

ସଦ୍ଗୁରୁଙ୍କ ଇଶା ଫାଉଣ୍ଡେସନ ମାମଲାରେ ପୁଲିସ କାର୍ଯ୍ୟାନୁଷ୍ଠାନ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ଆପଣ ସେନା କିମ୍ବା ପୋଲିସକୁ ଅନୁଷ୍ଠାନରେ ଏଭଳି ପ୍ରବେଶ କରିବାକୁ ଦେଇପାରିବେ ନାହିଁ ବୋଲି ଦର୍ଶାଇ ସୁପ୍ରିମକୋର୍ଟ ଗୁରୁବାର ମାଡ୍ରାସ ହାଇକୋର୍ଟରେ ବିଚାରାଧୀନ ଥିବା ଏକ ପିଟିସନକୁ ନିଜ ଆଡ଼କୁ ହସ୍ତାନ୍ତର କରିଛନ୍ତି। ଏଥିରେ ଏକ ଡିଭିଜନ ବେଞ୍ଚ ତାମିଲନାଡୁ ପୁଲିସକୁ…

ଝାଡଖଣ୍ଡ ନିର୍ବାଚନ ପାଇଁ ଓଡ଼ିଶା ରାଜଭବନ ବିଜେପିର ୱାର ରୁମ ପାଲଟିଛି: ବିଜେଡି

ଗତ କିଛି ଦିନ ଭିତରେ, ଓଡ଼ିଶାର ରାଜଭବନ ଭିତରେ ଦେଖ‌ିବାକୁ ମିଳିଥିବା କିଛି ରାଜନୈତିକ ଗତିବିଧ‌ିକୁ ନେଇ ଆଜି ବିଜୁ ଜନତା ଦଳ ପକ୍ଷରୁ ଏହା ଉପରେ ପ୍ରଶ୍ନ ଉଠାଇବା ସଙ୍ଗେ ସଙ୍ଗେ, ଝାଡଖଣ୍ଡ ନିର୍ବାଚନ ପାଇଁ ଓଡିଶା ରାଜ ଭବନ…

ଏଥର ପାର୍ବଣରେ କଟକ ସହରରେ ବାଜିବ ଡିଜେ; ହାଇକୋର୍ଟରୁ ମିଳିଲା ଅନୁମତି

ଶାରଦୀୟ ଦୁର୍ଗା ପୂଜା ପାଇଁ ଚାରିଆଡ଼େ ଜୋରସୋରରେ ପ୍ରସ୍ତୁତି ଚାଲିଛି । ଏହି ସମୟରେ ପାର୍ବଣରେ ଡିଜେ ବଜିବାକୁ ନେଇ ଆଜି କଟକ ସହର ସମ୍ପର୍କିତ ଜନସ୍ୱାର୍ଥ ମାମଲାରେ ହାଇକୋର୍ଟ ଡିଜେ ବଜାଇବାକୁ ଅନୁମତି ଦେଇଛନ୍ତି କିନ୍ତୁ ଡିଜେ ୬୫ ଡେସିବେଲ୍‌…

ବିଜେଡି ଦଳକୁ ଭାଙ୍ଗିବାକୁ ପଡ଼ିବନି ସେ ଆପେ ଆପେ ଭାଙ୍ଗିଯିବ: ସନାତନ ବିଜୁଳି

ବିଜେଡ଼ି ଦଳରେ ଲାଗି ରହିଥିବା ଗୋଷ୍ଠୀ କନ୍ଦଳକୁ ନେଇ ରାଜ୍ୟ ରାଜନୀତିର ଚର୍ଚ୍ଚା ଏବେ ବେଶ ସରଗରମ ହେବାକୁ ଲାଗିଛି । ଦୁଇ ଦଳରେ ନେତାଙ୍କ ମଧ୍ୟରେ ଦିନକୁ ଦିନ ବିଭିନ୍ନ ମତରେ ଜୋର ସୋରରେ ବୟାନ ବାଜି ଜାରି ରହିଥିବା…

ଭୁବନେଶ୍ବର ନୂଆ ଡିସିପି ଭାବେ ଦାୟିତ୍ବ ନେଲେ ପିନାକ ମିଶ୍ର

ଆଜି ଭୁବନେଶ୍ୱରର ନୂତନ ଡିସିପି ଭାବେ ଦାୟିତ୍ୱ ନେଲେ ପିନାକ ମିଶ୍ର । ପୋଲିସ ସେବା ଭବନରେ ଭୁବେନଶ୍ୱର ୟୁପିଡିର ନୂଆ ଡିସିପି ଭାବେ ଦାୟିତ୍ୱ ନେଇଛନ୍ତି ପିନାକ ମିଶ୍ର । ୨୦୧୪ ବ୍ୟାଚ୍ ଆଇପିଏସ୍‌ ପ୍ରତୀକ ସିଂଙ୍କ ଭୁବନେଶ୍ବଵରରୁ ଦଳି…

୮୦୦ ଟଙ୍କା ବୋନସ ଦେଇ ଲୋକଙ୍କଠୁ ଧାନ କିଣିବେ ରାଜ୍ୟ ସରକାର: ଉପମୁଖ୍ୟମନ୍ତ୍ରୀ

ନଭେମ୍ବରରୁ ଆରମ୍ଭ ହେବାକୁ ଥିବା ଧାନ କିଣା ପ୍ରକ୍ରିୟାକୁ ନେଇ ଆଜି ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂଦେଓ କହିଛନ୍ତି ୩୧୦୦ ଟଙ୍କା ସର୍ବନିମ୍ନ ସହାୟକ ମୂଲ୍ୟରେ ସୋହେଲାରୁ ଧାନ କିଣା ଆରମ୍ଭ କରିବେ ରାଜ୍ୟ ସରକାର । ଯେଉଁ ସୋହେଲାରେ ବିଜେଡି ୧୦୦…

ଯାଜପୁରରେ ହେବନାହିଁ ଉପନିର୍ବାଚନ; ସ୍ପଷ୍ଟ କଲେ ବିଧାୟିକା ସୁଜାତା ସାହୁ

ଗତକାଲି ଯାଜପୁରର ସଭ୍ୟ ସଂଗ୍ରହ ସଭାରେ ପ୍ରଣବ ପ୍ରକାଶ ଦାସ କହିଥିବା ନିର୍ବାଚନ ଲଢିବା ବୟାନକୁ ନେଇ ଏବେ ଚାରିଆଡେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଏହାର ସ୍ପଷ୍ଟିକରଣ ରଖିଛନ୍ତି ଯାଜପୁର ବିଧାୟିକା ସୁଜାତା ସାହୁ । ସେ କହିଛନ୍ତି ମୋର…

ବାଘ ଗଣନାର ପ୍ରଥମ ରିପୋର୍ଟ: ଓଡ଼ିଶାରେ ଅଛନ୍ତି ୬୯୬ କଲରାପତରିଆ

ଆଜି ରାଜ୍ୟର ପ୍ରଥମ କଲରାପତରିଆ ବାଘ ଗଣନା ରିପୋର୍ଟ ପ୍ରକାଶ ପାଇଛି । ପ୍ରକାଶିତ ପ୍ରଥମ ଚିତାବାଘ ଜନଗଣନା ରିପୋର୍ଟରୁ ଜଣାପଡିଛି ଯେ ଓଡିଶାରେ ୬୯୬ ଟି କଲରାପତରିଆ ବାଘ ରହିଛି। ଏହି ବାଘ ଗଣନା ଓଡିଶା ବନ ବିଭାଗ ଦ୍ୱାରା…