Category: ତାଜା ଖବର

ପୋଲିସ ଇନଫର୍ମର ସନ୍ଦେହରେ ୨ ଜଣଙ୍କୁ ହତ୍ୟା କଲେ ମାଓବାଦୀ

୨ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କଲେ ମାଓବାଦୀ । ଛତିଶଗଡ଼ ବିଜାପୁର ବୁଡ଼ଗିଚେରୁ ଗାଁରେ ମାଓବାଦୀଙ୍କ ବର୍ବରକାଣ୍ଡ ଦେଖିବାକୁ ମିଳିଛି । ପୋଲିସ ଇନଫର୍ମର ସନ୍ଦେହରେ ୨ ଯୁବକ କାରମ ରାଜୁ ଓ ମାଡ଼ବି ମୁନ୍ନାଙ୍କୁ ନିର୍ମମ ଭାବେ ମାଓବାଦୀ…

ପ୍ରଫେସର ବୁଲୁ ମହାରଣାଙ୍କ ଘରେ ସିବିଆଇ ରେଡ୍

ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଥିବା ଲାଇବ୍ରେରୀ ସାଇନ୍ସ ବିଭାଗର ଫାକଲ୍ଟି ମୁଖ୍ୟ ପ୍ରଫେସର ଡ. ବୁଲୁ ମହାରଣାଙ୍କ ଘରେ ସିବିଆଇ । ବୁର୍ଲା ଜ୍ୟୋତିବିହାର ସ୍ଥିତ ସରକାରୀ ବାସଭବନରେ ପହଞ୍ଚିଲା ସିବିଆଇ। ନାକ୍ ରେଟିଂରେ ଲାଞ୍ଚ ମାମଲାର ଖୋଳତାଡ଼ ପାଇଁ ପହଞ୍ଚିଲା ସିବିଆଇ…

ବେଆଇନ ଭାରତୀୟ ପ୍ରବାସୀଙ୍କୁ ପଠାଇଲା ଆମେରିକା

ବେଆଇନ ପ୍ରବାସୀଙ୍କୁ ନେଇ ଆମେରିକାରୁ ଭାରତ ଅଭିମୁଖେ ବାହାରିଲା ପ୍ରଥମ ବିମାନ । ପ୍ରଥମ ପର୍ଯ୍ୟାୟରେ ୫ ହଜାର ଭରତଙ୍କୁ ପଠାଇଲା ଆମେରିକା । ଆମେରିକାର ବିଭିନ୍ନ ସ୍ଥାନରେ ବେଆଇନ ଭାବେ ରହୁଥିଲେ ଭାରତୀୟଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ…

ପବିତ୍ର ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ହଜାର ହଜାର ଶ୍ରଦ୍ଧାଳୁ

ଆଜି ହେଉଛି ପବିତ୍ର ମାଘ ସପ୍ତମୀ । ଏହି ଅବସରରେ ଚନ୍ଦ୍ରଭାଗାରେ ବୁଡ଼ ପକାଇଛନ୍ତି ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ । ବ୍ରାହ୍ମ ମୂହୂର୍ତ୍ତରେ ସୂର୍ଯ୍ୟାଦୋୟବେଳେ ପବିତ୍ର ସ୍ନାନ କରିଛନ୍ତି ଶ୍ରଦ୍ଧାଳୁ । ଏହି ଦିନ ଚନ୍ଦ୍ରଭାଗା ପୁଷ୍କରିଣୀରେ ବୁଡ ପକାଇଲେ…

କୁନି ଝିଅ ଉପରେ ଚଢ଼ିଗଲା ମୋ ବସ୍

ରାଜଧାନୀରେ ପୁଣି ଦୁର୍ଘଟଣା ଘଟାଇଲା ମୋ ବସ୍ । ମୋ ବସ୍ ଧକ୍କାରେ କୁନି ଝିଅର ମୃତ୍ୟୁ ହୋଇଛି। ନନ୍ଦନକାନନ ଥାନା ଅନ୍ତର୍ଗତ ରଘୁନାଥପୁର ଅଞ୍ଚଳରେ ଘଟିଛି ଏହି ଦୁର୍ଘଟଣା । ସାଇକେଲରେ ଯାଉଥିବାବେଳେ ପଛପଟୁ ଧକ୍କା ଦେଇଥିଲା ମୋ ବସ।…

କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜରେ ପ୍ରତିଷ୍ଠା ହେବ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍

କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସପିଟାଲରେ ପ୍ରତିଷ୍ଠା ହେବ ଏକ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍। ଏହାଦ୍ବାରା ବିଭିନ୍ନ ଦୁର୍ଘଟଣା ଗ୍ରସ୍ତ ଲୋକଙ୍କୁ ମିଳି ପାରିବ ତୁରନ୍ତ ଉନ୍ନତ ଚିକିତ୍ସା। ଆଜି ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ…

ମାଘ ସପ୍ତମୀ ବୁଡ଼ ପାଇଁ ଚନ୍ଦ୍ରଭାଗାରେ ବ୍ୟାପକ ବ୍ୟବସ୍ଥା

ଆସନ୍ତାକାଲି ପବିତ୍ର ମାଘ ସପ୍ତମୀ । ଏହି ଦିନରେ ଚନ୍ଦ୍ରଭାଗାରେ ପବିତ୍ର ମାଘ ସପ୍ତମୀ ବୁଡ଼ ପକାଇବେ ଶ୍ରଦ୍ଧାଳୁ। ଏଥିପାଇଁ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରଣୀରେ ବିଭିନ୍ନ ସ୍ଥାନରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବାରେ ଲାଗିଛି। ଗତକାଲି ଭୋର ୪ଟା ୩୭ରେ ପବିତ୍ର…

ଠେଙ୍ଗା ବାହିନୀ ଗଢ଼ିଲେ ବିଧାୟକ ବାବୁ ସିଂ

ଆସନ୍ତା ୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭ ମେଳା । ଏଥିପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି । ହଜାର ହଜାର ଦର୍ଶକଙ୍କ କୋଳାହୋଳରେ ଉଚ୍ଛୁଳିବ ଖଣ୍ଡଗିରି ଯାତ୍ରା । ଏହା ମଧ୍ୟରେ ଅଶ୍ଲୀଳତାକୁ ସମ୍ପୂର୍ଣ୍ଣ ବିରୋଧ କରାଯାଇଛି…

ମାଲକାନଗିରି ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କ ନାଁରେ ଏନବିଡବ୍ଲ୍ୟୁ ଜାରି

ମାଲକାନଗିରି ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କ ନାଁରେ ଏନବିଡବ୍ଲ୍ୟୁ । କୋର୍ଟରେ ହାଜର ନହେବାରୁ ଜାମିନ ବିହିନ ଗିରଫ ପରୱାନା (ଏନବିଡବ୍ଲ୍ୟୁ) ଜାରି କଲେ ଏସ୍‌ଡିଜେଏମ୍‌ କୋର୍ଟ। । ସହଯୋଗୀ ଦେବନାରାୟଣ ପଣ୍ଡା ମୃତ୍ୟୁ ମାମଲାରେ ଏନବିଡବ୍ଲ୍ୟୁ । ୨୦୧୯ ଡିସେମ୍ବରରେ…

ରେଳ ବଜେଟରେ ଓଡ଼ିଶାକୁ ମିଳିଲା ୧୦,୫୯୯ କୋଟି ଟଙ୍କା

ଓଡ଼ିଶାକୁ ରେଳ ବଜେଟକୁ ନେଇ ଅଶ୍ବିନୀ ବୈଷ୍ଣବଙ୍କ ବଡ ସୂଚନା । ଫେବ୍ରୁଆରୀ ୧ରେ ଘୋଷିତ ବଜେଟ୍‌ରେ ରେଲୱେକୁ ୨.୫୨ ଲକ୍ଷ କୋଟି ଟଙ୍କା ଆବଣ୍ଟିତ ହୋଇଛି । ଏଥିରୁ ଓଡ଼ିଶା ପାଇଁ ୧୦ ହଜାର ୫୯୯ କୋଟି ଟଙ୍କା ରହିଥିବା…