Category: ତାଜା ଖବର

୪ ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା

ଘୂର୍ଣ୍ଣିବଳୟ ଓ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ଜାରିରହିଛି। ଏହି ସ୍ଥିତି ପ୍ରାୟ ୩ ତାରିଖ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି। ଅନ୍ୟପଟେ ୧ ଓ ୨ ତାରିଖରେ ବିଭିନ୍ନ ଜିଲ୍ଲାରେ ପ୍ରବଳ…

ଛତିଶଗଡ଼ରୁ ଭାସି ଆସି ଓଡ଼ିଶାରେ ଉଦ୍ଧାର ହେଲେ ମହିଳା

ମହାନଦୀରେ ପ୍ରାୟ ୫୦ କିଲୋମିଟର ଭାସି ଆସିଲେ ମହିଳା। ଛତିଶଗଡ଼ ପୁରଥରୁ ମହାନଦୀ ପାଣିରେ ଭାସି ଆସି ସୁରକ୍ଷିତ ଅବସ୍ଥାରେ ଝାରସୁଗୁଡ଼ା ପଲସଦାରୁ ଉଦ୍ଧାର ହେଇଛନ୍ତି। ପଲସଦାଠାରେ ମତ୍ସ୍ୟଜୀବୀମାନଙ୍କ ଦ୍ୱାରା ମହିଳାଙ୍କୁ ଉଦ୍ଧାର କରାଯାଇଛି। ତେବେ ମହିଳା ଜଣଙ୍କ କିଏ ଓ…

ୱାଏନାଡ ଭୂସ୍ଖଳନରେ ମୃତକଙ୍କ ସଂଖ୍ୟା ୨୫୦ରୁ ଅଧିକ: ୧୯୦ରୁ ଅଧିକ ନିଖୋଜ

କେରଳ ୱାଏନାଡ ଭୂସ୍ଖଳନ ଘଟଣାରେ ମୃତକଙ୍କ ସଂଖ୍ୟା ୨୫୦ରୁ ଅଧିକକୁ ବୃଦ୍ଧିପାଇଛି । କେବଳ ଚେଲିୟାର ନଦୀରୁ ଏପର୍ଯ୍ୟନ୍ତ ୮୦ରୁ ଅଧକ ଶବ ମିଳିଲାଣି । ଏବେ ବି ୧୯୦ରୁ ଅଧିକ ଲୋକେ ନିଖୋଜ ଅଛନ୍ତି। ସର୍ଚ୍ଚ ଅପରେସନ ଜୋରାଦାର ଚାଲିଛି…

ନୀରବିଗଲେ ମହାନ କ୍ରିକେଟର ଅଂଶୁମାନ ଗାଇକୱାଡ଼

ଲିଭିଗଲା ପୂର୍ବ ଭାରତୀୟ କ୍ରିକେଟର ଅଂଶୁମାନ ଗାଇକୱାଡ଼ଙ୍କ ଜୀବନ ଦୀପ । ବ୍ଲଡ କ୍ୟାନସରରେ ଚାଲିଗଲା ଏହି ମହାନ କ୍ରିକେଟରଙ୍କ ଜୀବନ । ଲଣ୍ଡନର କଳିଙ୍ଗ କଲେଜ ହସ୍ପିଟାଲରେ ଅଂଶୁମାନ ଗାଇକୱାଡ ଚିକିତ୍ସିତ ହେଉଥିଲେ। ଲଣ୍ଡନରେ ଦୀର୍ଘ ସମୟ ବିତାଇବା ପରେ…

ପ୍ରବଳ ବର୍ଷାରେ ବେହାଲ ହିମାଚଳ: ଜଣେ ମୃତ, ୨୮ ନିଖୋଜ

ସମଗ୍ର ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଯୋଗୁଁ ପରିସ୍ଥିତି ଜଟିଳ ହୋଇପଡିଛି। ଏହା ମଧ୍ୟରେ ହିମାଚଳ ପ୍ରଦେଶର ରାଜଧାନୀ ଶିମଲା ଓ ମଣ୍ଡିରେ ବାଦଲଫଟା ବର୍ଷା ହୋଇଛି। ଫଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୮ ଜଣ ନିଖୋଜ…

ପିଏମ ଫସଲ ବୀମା ଆବେଦନ ଅବଧି ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ବଢ଼ିଲା

ଚଳିତ ଖରିଫ ଋତୁ ପାଇଁ ପିଏମ ଫସଲ ବୀମା ଯୋଜନା (ପିଏମଏଫବିୱାଇ) ଅଧିନରେ ଚାଷୀ ପଞ୍ଜୀକରଣ ସମୟସୀମାକୁ ୧୦ ଅଗଷ୍ଟ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଜୁଲାଇ ୩୧ ଶେଷ ତାରିଖ ଥିଲାବେଳେ ଆଉ ୧୦ ଦିନ ବୃଦ୍ଧି ନେଇ ନିର୍ଦ୍ଦେଶନାମା ଜାରି…

ଅଗଷ୍ଟ ୫ରେ ପ୍ରକାଶ ପାଇବ ପିଜି ମେରିଟ୍‌ ଲିଷ୍ଟ

ପିଜି ନାମଲେଖା ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଅଗଷ୍ଟ ୫ ଅପରାହ୍ନ ୪ଟାରେ ପିଜି ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଅଗଷ୍ଟ ୫ରୁ ୧୨ ତାରିଖ ମଧ୍ୟରେ ଚଏସ୍‌ ଫିଲିଂ ହେବ । ଅଗଷ୍ଟ ୨୦…

୨୦ରୁ ଅଧିକ ବଗି ଛାଡି ପଳାଇଲା ମାଲବାହୀ ଟ୍ରେନ

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ମାଲବାହୀ ଟ୍ରେନ। ୨୦ରୁ ଅଧିକ ବଗି ଛାଡି ପଳାଇଲା ମାଲଗାଡ଼ି। ଭଦ୍ରକରୁ ଖଡ଼ଗପୁର ଅଭିମୁଖେ ଯାଉଥିଲା ବେଳେ ବସ୍ତା-ଅମର୍ଦା ରୋଡ୍‌ ଷ୍ଟେସନ ନିକଟରେ ଏଭଳି ଅଘଟଣ ଘଟିଛି।ଛରେ ବଗି ନ ଥିବା ଜଣାପଡ଼ିବା ପରେ ଡ୍ରାଇଭର…

ୱାଏନାଡ଼ ସ୍ଥିତି ଭୟଙ୍କର: ୨୦୦ ଛୁଇଁଲାଣି ମୃତ୍ୟୁସଂଖ୍ୟା

କେରଳର ୱାଏନାଡ଼ରେ ପ୍ରକୃତି ରଚିଛି ତାଣ୍ଡବ ଲୀଳା। ପଥର ଖଣ୍ଡ ତଳ ହେଉ କି କାଦୁଅ ଭର୍ତ୍ତି ମାଟି, ଖୋଜିଲେ ଉଦ୍ଧାରକର୍ମୀଙ୍କୁ ମାଳ ମାଳ ମୃତଦେହ ମିଳୁଛି । କେଉଁଠି ସନ୍ଧାନୀ କୁକୁର ସହାୟତାରେ ଜୀବନ ଖୋଜା ଚାଲିଛି, ତ ପୁଣି…

ସାଂଘାତିକ ଅଭିଯୋଗ: ନିବେଦିତା ମାଡାମଙ୍କ ବିନା ଅନୁମତିରେ କିଛି କାମ ହୁଏନି

ଭିଜିଲାନ୍ସ ପଞ୍ଝାରେ ଜଟଣୀ ବ୍ଲକ ସହକାରୀ ଯନ୍ତ୍ରୀ ନିବେଦିତା ମହାନ୍ତି। ମଙ୍ଗଳବାର ୫୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ପଡ଼ିଥିବା ଜଟଣୀ ବ୍ଲକ ସହକାରୀ ଯନ୍ତ୍ରୀ ଶ୍ରୀମତୀ ମହାନ୍ତିଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ବିଲ୍ ପାସ କରିଦେବା…