Category: ତାଜା ଖବର

ବିଜେଡି ବିଧାୟକଙ୍କ ପ୍ରଶିକ୍ଷଣ ଶିବିର; ଗୁରୁମନ୍ତ୍ର ଦେଲେ ନବୀନ

ବିଜେଡି ବିଧାୟକଙ୍କ ପ୍ରଶିକ୍ଷଣ ଶିବିର ଦଳୀୟ କାର୍ଯ୍ୟାଳୟ ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଛି। ଦଳୀୟ ସୁପ୍ରିମୋ ନବୀନ ପଟ୍ଟନାୟକ ଉଦ୍‌ବୋଧନ ଦେଇ କହିଛନ୍ତି ଗୃହରେ ହୋଇଥିବା ପ୍ରଶିକ୍ଷଣ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ଥିଲା, ଏହା ମୁଖ୍ୟମନ୍ତ୍ରୀଙ୍କୁ ପ୍ରକୃତ ସମ୍ମାନ ଦେଇନଥିଲା। ତେଣୁ…

୨୦୨୫ ଫେବୃଆରୀରେ ମହାକାଶରୁ ଫେରିବେ ସୁନୀତା

୨୦୨୫ରେ ଫେବ୍ରୁଆରୀ ୨୫ରେ ମହାକାଶରୁ ଫେରିବେ ସୁନୀତା ଓ ବୁଚ୍ ବ୍ଲିମୋର। ୨ ମହାକାଶଚାରୀଙ୍କ ଫେରିବା ନେଇ ନାସା ସୂଚନା ଦେଇଛି। ମହାକାଶରୁ ବର୍ତ୍ତମାନ ଉଭୟଙ୍କୁ ଫେରାଇ ଆଣିବା ଅଧିକ ବିପଦ ବୋଲି ନାସା କହିଛି। ଉଭୟଙ୍କ ସ୍ୱାସ୍ଥ୍ୟ ପ୍ରତି ବିପଦ…

ବିଲକୁ ଖସିଲା ବସ; ୧୫ ଯାତ୍ରୀ ଆହତ

ଭାରସାମ୍ୟ ହରାଇ ବିଲକୁ ଖସିପଡିଲା ଯାତ୍ରୀବାହୀ ବସ୍। ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ପୁରୀରୁ ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ବ୍ରହ୍ମପୁର ଯାଉଥିଲା ବେଳେ ପୁରୀ ଜିଲ୍ଲା ମଲ୍ଲିକାଶୁଣୀ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତ ଯାତ୍ରୀମାନଙ୍କୁ ମେଡିକାଲରେ ଭର୍ତ୍ତି…

ସିବିଆଇ ସ୍କାନରରେ ସନ୍ଦୀପ ଘୋଷ

କୋଲକାତା ଆରଜି କର ମେଡିକାଲ କଲେଜ ଜୁନିୟର ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଘାଣ୍ଟୁଛି ସିବିଆଇ। ସେହି ଘଟଣାର ତଦନ୍ତ ବେଳେ ଆର୍ଥିକ ଦୁର୍ନୀତିର ପର୍ଦ୍ଦାଫାସ ହୋଇଛି। ଏବେ ସିବିଆଇ ସ୍କାନରରେ ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର…

ୟୁନିଫାଏଡ୍‌ ପେନସନ୍‌ ସ୍କିମ୍‌କୁ ମିଳିଲା ମଞ୍ଜୁରୀ

ୟୁନିଫାଏଡ୍‌ ପେନସନ୍‌ ସ୍କିମ୍‌ (UPS)କୁ କେନ୍ଦ୍ର କ୍ୟାବିନେଟ୍‌ର ମଞ୍ଜୁରୀ। ନୂଆ ପେନସନ୍ ସ୍ମିମ୍ (ଏନପିଏସ୍)ରେ ସୁଧାର ଆଣିବା ଲାଗି କମିଟି ଗଠନ କରାଯାଇଥିଲା । ବିସ୍ତୃତ୍ଵ ଆଲୋଚନା ପରେ କମିଟିର ରିପୋର୍ଟ ଆଧାରରେ ଏହି ନୂଆ ସ୍କିମ୍‌କୁ ମଞ୍ଜୁରୀ ମିଳିଛି ।…

ଆଳୁ ସମସ୍ୟାକୁ ନେଇ ପୂର୍ବ ସରକାରଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର ସ୍ଥିତ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟର ୬୩ ତମ ପ୍ରତିଷ୍ଠା ଦିବସ ପାଳନ ଉତ୍ସବରେ ଯୋଗଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେଠାରେ ଯୋଗ ଦେଇ ଆଗାମୀ ଦିନରେ ଆଳୁ ମିଶନ ସଫଳ ହେବ ସହ ବିଗତ…

ପିପିଲିରେ ବ୍ୟାପୁଛି ବାର୍ଡ-ଫ୍ଲୁ; ୨୦ହଜାରରୁ ଊର୍ଦ୍ଧ୍ବ କୁକୁଡ଼ା ମରାଯିବା ଅନୁମାନ

ରାଜ୍ୟରେ ବ୍ୟାପୁଛି ବାର୍ଡ ଫ୍ଲୁ । ପିପିଲିର ଫାର୍ମରେ ମଲେଣି ହଜାର ହଜାର କୁକୁଡ଼ା । ସେଥିପାଇଁ ୧୩ ଜଣିଆ ଡାକ୍ତରୀ ଟିମ୍‌ଙ୍କ ସମେତ ପିପିଲି ପ୍ରାଣୀ ଚିକିତ୍ସା ଅଧିକାରୀ ତଦନ୍ତ ଆରମ୍ଭ କରିଛନ୍ତି । ୨୦ହଜାରରୁ ଊର୍ଦ୍ଧ୍ବ କୁକୁଡ଼ା ମରାଯିବା…

ବନ୍ଦ କୋଠରୀ ଭିତରୁ ମିଳିଲା କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ

ବନ୍ଦ କୋଠରୀ ଭିତରୁ ମିଳିଲା କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ । ଏପରି ଏକ ଚାଞ୍ଚଲ୍ୟକର ଘଟଣା ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକରେ ଘଟିଛି। ମୃତକ ବାରିପଦାର ମୋନାଲିସା ହେମ୍ବ୍ରମ ବୋଲି ଜଣାଯାଇଛି । ସେ ଭୋଗରାଇ ବ୍ଲକରେ ଗତ ୬…

ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଥିବା ଡବଲ ପ୍ରାର୍ଥୀ ନେଇ ମନମୋହନ ସାମଲଙ୍କ ବୟାନ

ଓଡ଼ିଶାରେ ଖାଲି ପଡିଥିବା ଗୋଟିଏ ରାଜ୍ୟସଭା ସିଟ୍‌ ପାଇଁ ବିଜେପିର ଦୁଇ ନେତା ନାମାଙ୍କନ ଦାଖଲ କରିଥିବା ବେଳେ ଆଜି ଏହାକୁ ନେଇ ବୟାନ ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି ରାଜ୍ୟସଭା ପାଇଁ ଦଳୀୟ…

ଓଡ଼ିଶାର ନାରୀଶକ୍ତିଙ୍କ ହାତମୁଠା ଅଧିକ ମଜଭୁତ ହେବ: ଧର୍ମେନ୍ଦ୍ର ପ୍ରଧାନ

ରାଜ୍ୟରେ ସୁଭଦ୍ରା ଯୋଜନାକୁ କ୍ୟାବିନେଟ ଅନୁମୋଦନ କରିଥିବାବେଳେ ଗତକାଲି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଏନେଇ ଏସ୍‌ଓପି ଜାରି କରିଛନ୍ତି। ରାଜ୍ୟରେ ବହୁତ୍ ଜଲ୍ଦୀ ଲାଗୁ ହେବାକୁଥିବା ସୁଭଦ୍ରା ଯୋଜନା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ସୋସିଆଲ ମିଡ଼ିଆରେ ଟ୍ବିଟ୍ କରି ଲେଖିଛନ୍ତି…