Category: ତାଜା ଖବର

ରେକର୍ଡ ସୃଷ୍ଟି କଲେ ମୋଦୀ; ଭାରତର ଦ୍ୱିତୀୟ ସର୍ବାଧିକ ସମୟ ପାଇଁ ପ୍ରଧାନମନ୍ତ୍ରୀ ହୋଇଛନ୍ତି ନରେନ୍ଦ୍ର ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ଦୀର୍ଘ ରାଜନୈତିକ ଯାତ୍ରାରେ ଆଉ ଏକ ନୂତନ ରେକର୍ଡ ଯୋଡ଼ି ହୋଇଛି। ଜୁଲାଇ ୨୫ ତାରିଖରେ ପ୍ରଧାନମନ୍ତ୍ରୀ ଭାବରେ ୪୦୭୮ ଦିନର କାର୍ଯ୍ୟକାଳ ପୂରଣ କରିବା ସହିତ ଭାରତର ଦ୍ୱିତୀୟ ସର୍ବାଧିକ ସମୟ ପାଇଁ ପ୍ରଧାନମନ୍ତ୍ରୀ…

ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜରେ ସମସ୍ତ ସ୍କୁଲ୍ ଛୁଟି

ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ଅଞ୍ଚଳରେ ଏକ ଅବପାତ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ । ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏଠାରେ…

ମଣିପୁରରେ ଆଉ ୬ ମାସ ପାଇଁ ବୃଦ୍ଧି ହେଲା ରାଷ୍ଟ୍ରପତି ଶାସନ

ମଣିପୁରରେ ଆଉ ୬ ମାସ ପାଇଁ ବୃଦ୍ଧି ହେଲା ରାଷ୍ଟ୍ରପତି ଶାସନ ।କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଦ୍ୱାରା ଆଗତ ପ୍ରସ୍ତାବ ଉପରେ ବାଜିଲା ସଂସଦର ମୋହର । ମଣିପୁରରେ ରାଷ୍ଟ୍ରପତି ଶାସନର ଅବଧି ଆଉ ଛଅ ମାସ ବୃଦ୍ଧି କରାଗଲା…

ଭିଜିଲାନ୍ସ ଜାଲରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ

ଭିଜିଲାନ୍ସ ଜାଲରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକଙ୍କ ଘରେ ଓ କାର୍ଯ୍ୟାଳୟରେ ଚଢାଉ କରିଛି ଭିଜିଲାନ୍ସ । ଜୟପୁର ଓ ଭୁନେଶ୍ବରର ଏକକାଳୀନ ୬ଟି…

ଓଡ଼ିଶାରେ ଆଇଏଏସ୍ ସ୍ତରରେ ପୁଣି ବଡ଼ ଧରଣର ଅଦଳବଦଳ

ଆଇଏଏସ୍ ସ୍ତରରେ ପୁଣି ଅଦଳବଦଳ କଲେ ରାଜ୍ୟ ସରକାର । ୧୩ ଜଣ ଆଇଏଏସ୍ ଅଫିସରଙ୍କୁ ନୂଆ ଦାୟିତ୍ବ ପ୍ରଦାନ କଲେ ସରକାର । ୪ ଆଇଏଏସଙ୍କ ବଦଳି କରାଯାଇଥିବା ବେଳେ ୨୦୨୩ ବ୍ୟାଚର ୯ ଆଇଏଏସ ଅଧିକାରୀଙ୍କୁ ଉପଜିଲ୍ଲାପାଳ ଭାବେ…

ଫେକ୍‌ ଜବ୍‌ କାର୍ଡରେ ଦ୍ବିତୀୟରେ ଓଡ଼ିଶା

ଫେକ୍‌ ଜବ୍‌ କାର୍ଡରେ ପ୍ରଥମ ନମ୍ବରରେ ବିହାର ଥିବା ବେଳେ ଦ୍ବିତୀୟରେ ରହିଛି ଓଡ଼ିଶା । ସଂସଦରେ ଏଭଳି ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ କମଳେଶ ପାସୱାନ । ଲୋକସଭାରେ ଟିଏମ୍‌ସି ସାଂସଦଙ୍କ ପ୍ରଶ୍ନରେ କେନ୍ଦ୍ର ଗ୍ରାମ୍ୟ…

ଜୁଲାଇ ୨୬ରେ କୋରାପୁଟର ଦକ୍ଷିଣ ପଞ୍ଚିମାଞ୍ଚଳ ଡିଆଇଜିଙ୍କ ଅଫିସ ଆଗରେ ବିକ୍ଷୋଭ କରିବ ବିଜେଡି

ଅବିଭକ୍ତ କୋରାପୁଟ ଜିଲ୍ଲାରେ ନିକଟରେ ଘଟିଯାଇଥିବା ଦୁଇ ଦୁଇଟି ଦୁଷ୍କର୍ମ ଘଟଣା ସହିତ ରାଜ୍ୟରେ ଅହେତୁକ ଭାବେ ନାରୀ ନିର୍ଯ୍ୟାତନା ବୃଦ୍ଧି ପାଉଥିବା କାରଣରୁ, ବିଜୁ ଜନତା ଦଳ ଜୁଲାଇ ୨୬ ତାରିଖ ଦିନ ସେଠାକାର ଡିଆଇଜି ଅଫିସ ସମ୍ମୁଖରେ ଏକ…

ଏଫଏମ ଛାତ୍ରୀ ମୃତ୍ୟୁ ଘଟଣା: ଏକାଦଶାହରେ ଯୋଗ ଦେଲେ ସାଂସଦ ଓ ମନ୍ତ୍ରୀ

ମୃତ ବାଲେଶ୍ୱର ଏଫଏମ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଏକାଦଶାହରେ ଯୋଗ ଦେଲେ ମନ୍ତ୍ରୀ ଓ ସାଂସଦ । ଏକାଦଶାହରେ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ସମେତ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ସଦର ବିଧାୟକ ମାନସ ଦତ୍ତଙ୍କ ସମେତ ବହୁ ନେତା…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ଓଡିଶା ଆଦିବାସୀ ମହାସଂଘ

ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଆଦିବାସୀ ମହାସଂଘ, ଓଡିଶାର କର୍ମକର୍ତ୍ତା ଓ ସଦସ୍ୟ ମାନେ ଭେଟି ଆଦିବାସୀ ମାନଙ୍କ ବିଭିନ୍ନ ସମସ୍ୟା ଓ ସାମୂହିକ ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ…

ଭଡ଼ା ଘରୁ ଆଇଟିଆଇ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; ଦୁଷ୍କର୍ମ ସହ ହତ୍ୟା ଅଭିଯୋଗ ଆଣିଲେ ପରିବାର

ଭୁବନେଶ୍ୱରର ଏକ ଭଡ଼ା ଘରୁ ଆଇଟିଆଇ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଭଡ଼ା ଘରୁ ବାକ୍ ଶବ୍ଦହୀନ ଆଇଟିଆଇ ଛାତ୍ରୀଙ୍କର ଉଦ୍ଧାର ହୋଇଛି ଝୁଲନ୍ତା ମୃତଦେହ। ଏହି ଅଭାବନୀୟ ଘଟଣାଟି ଚନ୍ଦ୍ରଶେଖରପର ଥାନା ଅଞ୍ଚଳରେ ଘଟିଛି। ଖବର ପାଇବା ପରେ ସଙ୍ଗେ…