Category: ତାଜା ଖବର

ଓଡ଼ିଶାରେ କଂଗ୍ରେସର କୌଣସି ସ୍ଥାନ ନାହିଁ; ସୁଯୋଗ ମିଳିଲେ ବି କ୍ଷମତାକୁ ଆସି ପାରିବନି: ମନମୋହନ

କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭୁବନେଶ୍ବରର ବରମୁଣ୍ଡା ପଡ଼ିଆ ହେଉଥିବା ସମାବେଶରେ ବିଜେପିକୁ କଡ଼ା ଟାର୍ଗେଟ୍‌ କରିଛନ୍ତି ରାହୁଲ। ଏହା ସହ ବିଜେପି ସରକାର ଉପରେ ବିଭିନ୍ନ ଆରୋପ ମଧ୍ୟ ଲଗାଇଛନ୍ତି । ଏହାକୁ ନେଇ ଏବେ କଂଗ୍ରେସକୁ ତୀବ୍ର ସମାଲୋଚନା…

ଓଡ଼ିଶାରେ ଯାହା ବି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ, ବିଜେପିର ଅବଦାନ ଜିରୋ: ମଲିକାର୍ଜୁନ ଖଡ୍‌ଗେ

ସମ୍ବିଧାନ ବଞ୍ଚାଅ ସମାବେଶରେ ମଲିକାର୍ଜୁନ ଖଡ୍‌ଗେଙ୍କ ସମ୍ବୋଧନ । ବିଜେପିକୁ ଟାର୍ଗେଟ କରି ଖଡ୍‌ଗେ କହିଛନ୍ତି ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ । ଭୁବନେଶ୍ୱରରେ ଏମ୍ସ ଓ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଫିଜିକ୍ସ କଂଗ୍ରେସ କରିଛି ।…

ଓଡ଼ିଶାରେ ଗରିବଙ୍କ ଧନ ଲୁଟି ଖାଉଛି ବିଜେପି ସରକାର: ରାହୁଲ ଗାନ୍ଧୀ

ଆଜି ଭୁବନେଶ୍ୱର ଗସ୍ତରେ ଆସିଛନ୍ତି ରାହୁଲ ଗାନ୍ଧୀ । ଓଡ଼ିଶାରେ ପିସିସି ସଭାପତି ପରିବର୍ତ୍ତିତ ହେବା ପରେ ରାହୁଲ ପ୍ରଥମଥର ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି । ଭୁବନେଶ୍ଵରରେ ପହଞ୍ଚିବା ପରେ ବରମୁଣ୍ଡାରେ ହେଉଥିବା ସମ୍ବିଧାନ ବଞ୍ଚାଅ ସମାବେଶରେ ସାମିଲ୍ ହୋଇଛନ୍ତି…

ଗଣତନ୍ତ୍ରକୁ ହତ୍ୟା କରିଛି କଂଗ୍ରେସ: ବିଜେପି

ଆଜି କଂଗ୍ରେସ ଭୁବନେଶ୍ୱରଠାରେ ସମ୍ବିଧାନ ବଞ୍ଚାଅ ସମାବେଶ ଅନୁଷ୍ଠିତ ହେଉଛି । ଏହି ସମୟରେ ବିଜେପି ସାମ୍ୱାଦିକ ସମ୍ମିଳନୀରେ କଂଗ୍ରେସକୁ ଟାର୍ଗେଟ କରିଛି ବିଜେପି । ରାଜ୍ୟ ବିଜେପି ଉପସଭାପତି ବିରଞ୍ଚି ତ୍ରିପାଠୀ କହିଛନ୍ତି କଂଗ୍ରେସ ଏକ ଅସ୍ତଗାମୀ ରାଜନୈତିକ ଦଳ।…

ଡ୍ରାଇଭରଙ୍କୁ ଆକ୍ରମଣ ଘଟଣା; ୮ ଗିରଫ

ଡ୍ରାଇଭରଙ୍କୁ ଆନ୍ଦୋଳନରତ ଡ୍ରାଇଭର ପିଟିବା ଘଟଣାରେ ୮ ଆନ୍ଦୋଳନରତ ଡ୍ରାଇଭରଙ୍କୁ ଗିରଫ କଲା ପୁଇଁତଳା ଥାନା ପୋଲିସ । ବଲାଙ୍ଗିର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥ ନିକଟ ଟୋଲ୍ ଗେଟ୍‌ ପାଖରେ ହୋଇଥିଲା ଆକ୍ରମଣ । ଗୁରୁତର ଅବସ୍ଥାରେ ଡ୍ରାଇଭର ଭୀମଭୋଇ…

ଆଜି ଓଡ଼ିଶା ଆସୁଛନ୍ତି ରାହୁଲ ଗାନ୍ଧୀ

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାହୁଲ ଗାନ୍ଧୀ। ଭୁବନେଶ୍ବରରେ କଂଗ୍ରେସର ମହାସମାବେଶରେ ଯୋଗ ଦେବେ। ବରମୁଣ୍ଡା ପଡ଼ିଆରେ ଆୟୋଜିତ ହେଉଛି କଂଗ୍ରେସର ମହାସମାବେଶ । ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ’ କାର୍ଯ୍ୟକ୍ରମରେ ସାମିଲ୍ ହେବେ । ତେବେ ରାହୁଲଙ୍କ ସହ ଏଆଇସିସି…

ଆଇଏଏସ୍ ମନୋଜ ମହାନ୍ତି ହେଲେ ଓପିଏସସି ସଦସ୍ୟ

ଅବସରପ୍ରାପ୍ତ ଆଇଏଏସ୍ ମନୋଜ କୁମାର ମହାନ୍ତି ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ସଦସ୍ୟ ଭାବେ ନିଯୁକ୍ତ । ୬ ବର୍ଷ ପାଇଁ ନିଯୁକ୍ତି ଦେଲେ ରାଜ୍ୟ ସରକାର । ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…

କାର୍‌ ଭିତରୁ ମିଳିଲା ଏକ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ରୁପା

ଅବକାରୀ ଟିମ୍ ହାତରେ ଗଞ୍ଜେଇ ବଦଳରେ ଲାଗିଛି ବିପୁଳ ପରିମାଣରେ ରୁପା ଇଟା । କାର୍‌ ଭିତରୁ ଏକ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ରୁପା ଜବତ । ସମ୍ବଲପୁର ଅବକାରୀ ଟିମ୍ ରେଙ୍ଗାଲି ତହସିଲ ଅଫିସ୍‌ ଛକ ନିକଟରେ ଏକ କାରରୁ…

ସନ୍ତୋଷ ଖଟୁଆଙ୍କ ଗିରଫ ଦାବିରେ ତାତିଲା ବିଜୁ ମହିଳା ଜନତା ଦଳ

ରାଜଧାନୀରେ ବିଜୁ ମହିଳା ଜନତା ଦଳର ଗର୍ଜନ। ବିଜେଡି ନେତ୍ରୀ ଲେଖାଶ୍ରୀଙ୍କୁ ନେଇ ବିବାଦୀୟ ବୟାନ ପ୍ରସଙ୍ଗରେ ନୀଳଗିରି ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ଗିରଫ ଦାବି କରିଛି ବିଜୁ ମହିଳା ଜନତା ଦଳ । ଗିରଫ ଦାବି ନେଇ ମହିଳା…

ଓଲିଉଡ୍ ଅଭିନେତା ପାର୍ଥସାରଥୀ ରାୟ ଗିରଫ

ଓଲିଉଡ ଅଭିନେତା ପାର୍ଥସାରଥୀ ରାୟଙ୍କୁ ଗିରଫ । କମିଶନରେଟ ପୁଲିସ ଅନ୍ତର୍ଗତ ବଡ଼ଗଡ଼ ଥାନା ପୁଲିସ ପାର୍ଥସାରଥୀଙ୍କୁ ଗିରଫ କରିଛି । ଏହାପରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଜଣାପଡ଼ିଛି। NBW ଆଧାରରେ ଏକାଧିକ ମାମଲାରେ ତାଙ୍କୁ ପୋଲିସ୍ ଗିରଫ କରିଛି।…