Category: ତାଜା ଖବର

Sukma Encounter: ସୁରକ୍ଷାବାହିନୀଙ୍କ ଗୁଳିରେ ୩ ମାଓବାଦୀ ସଫା

ଛତିଶଗଡର ସୁକମା ଜିଲ୍ଲା ଗୋଲାପଲ୍ଳୀ ଜଙ୍ଗଲରେ ଏନକାଉଣ୍ଟର । ଶତାଧିକ ମାଓବାଦୀ ଲୁଚିଥିବା ବେଳେ ଡିଆରଜି ଯବାନଙ୍କ ଏନକାଉଣ୍ଟର। ସୁରକ୍ଷାବାହିନୀଙ୍କ ଗୁଳିରେ ଜଣେ ମହିଳାଙ୍କ ସହିତ ୩ ଜଣ ମାଓବାଦୀ ନିହତ ହୋଇଛନ୍ତି। ନକ୍ସଲମାନଙ୍କ ଉପସ୍ଥିତି ବିଷୟରେ ଗୁଇନ୍ଦା ସୂଚନା ଆଧାରରେ,…

Common Area Registration: ୨୦ ହଜାର ଦେଲେ ଏରିଆ ରେଜିଷ୍ଟ୍ରେସନ୍

ସହଜ ହେଲା ଆପାର୍ଟମେଣ୍ଟ କମନ ଏରିଆ ପଞ୍ଜୀକରଣ। ରିଅଲ ଇଷ୍ଟେଟ୍ ପ୍ରକଳ୍ପର ସଂପୂର୍ଣ୍ଣ କମନ ଏରିଆ ଏଣିକି ୨୦ ହଜାର ଟଙ୍କାରେ ପଞ୍ଜୀକରଣ କରାଯିବ । ଏ ନେଇ ଆଜି ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ…

Ambulance Corridor: ଖଣ୍ଡଗିରିରୁ ଏମ୍ସକୁ ହେବ ସ୍ୱତନ୍ତ୍ର ଆମ୍ବୁଲାନ୍ସ କରିଡର

ଖଣ୍ଡଗିରିରୁ ଏମ୍ସକୁ ହେବ ସ୍ୱତନ୍ତ୍ର ଆମ୍ବୁଲାନ୍ସ କରିଡର। ଖଣ୍ଡଗିରିରୁ କଳିଙ୍ଗନଗର ଯାଏ ୩ ଲେନ ସର୍ଭିସ ରୋଡ ପାଇଁ ନିଷ୍ପତ୍ତି ହୋଇଛି । ଏହା ମଧ୍ୟରୁ ଗୋଟିଏ ଲେନ୍‌ ଆମ୍ବୁଲାନ୍ସ ପାଇଁ ରିଜର୍ଭ ରହିବ ବୋଲି ଏ ନେଇ ପୂର୍ତ୍ତ ବିଭାଗର…

Keonjhar Lecturer Murder: କେନ୍ଦୁଝରରେ ମହିଳା ଅଧ୍ୟାପିକାଙ୍କର ମୃତ୍ୟୁ ଘଟଣା: ପୁରୁଷ ବନ୍ଧୁଙ୍କୁ ଗିରଫ

କେନ୍ଦୁଝରରେ ମହିଳା ଅଧ୍ୟାପିକାଙ୍କର ମୃତ୍ୟୁ ମାମଲାରେ ପୁରୁଷ ବନ୍ଧୁଙ୍କୁ ଗିରଫ କଲା ଟାଉନ୍ ଥାନା ପୋଲିସ। ଗତକାଲି କେନ୍ଦୁଝର ମହିଳା ମହାବିଦ୍ୟାଳୟର ଜଣେ ଅଧ୍ୟାପିକାଙ୍କ ମୃତ୍ୟୁ ହୋଇଥିଲା। ମାମଲାରେ ତାଙ୍କ ପୁରୁଷ ବନ୍ଧୁ ରୁଦ୍ର ମିଶ୍ରଙ୍କୁ ଗିରଫ କରିଛି ପୋଲିସ। ଗତକାଲି…

Dhauli Gang Rape: ଧଉଳି ନାବାଳିକା ଗଣଦୁଷ୍କର୍ମ ମାମଲା; ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର ଧଉଳି ଦୟାନଦୀ ପଠାରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ । ମୁଖ୍ୟ ଅଭିଯୁକ୍ତ ସତ୍ୟ ପ୍ରକାଶ ହାତୀ ଓରଫ ଜୋକର ହାପିକୁ ଗଞ୍ଜାମରୁ ଗିରଫ କଲେ ସ୍ପେସାଲ ସ୍କ୍ବାଡ୍‌ ଓ ଧଉଳି ଥାନା ପୋଲିସ । ପୂର୍ବରୁ…

Delhi Pollution: ବାୟୁ ପ୍ରଦୂଷଣ ମୁକାବିଲା ପାଇଁ ଦିଲ୍ଲୀ ସରକାରଙ୍କ ନୂଆ ନିୟମ; ପ୍ରଦୂଷଣ ସାର୍ଟିଫିକେଟ ନଥିଲେ ତେଲ ମିଳିବନି

ପ୍ରଦୂଷଣରେ ଅଣନିଶ୍ବାସୀ ରାଜଧାନୀ ଦିଲ୍ଲୀ। ବାୟୁରେ ବିଷ, ନିଶ୍ବାସ ନେବାରେ କଷ୍ଟ। ଭୟଙ୍କର ବାୟୁ ପ୍ରଦୂଷଣରେ ଆକ୍ତାମାକ୍ତା ଦିଲ୍ଲୀ ଓ ଏନସିଆର୍। ଏହାକୁ ଦୃଷ୍ଟିରେ ରଖି ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଦିଲ୍ଲୀ ସରକାର କଠୋର ପଦକ୍ଷେପ ନେଉଛନ୍ତି। ଗୁରୁବାର ଠାରୁ…

IND vs SA 4th T20I: ଘନ କୁହୁଡ଼ି କାରଣରୁ ଭାରତ-ଦକ୍ଷିଣ ଆଫ୍ରିକା ୪ର୍ଥ T-20 ରଦ୍ଦ

ଘନ କୁହୁଡି ଯୋଗୁଁ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-ଟ୍ୱେଣ୍ଟି ରଦ୍ଦ ହୋଇଛି । ଲକ୍ଷ୍ନୌର ଇକାନା କ୍ରିକେଟ୍‌ ଷ୍ଟାଡ଼ିୟମ୍‌ରେ ସନ୍ଧ୍ୟା ୭ଟାରେ ୪ର୍ଥ T-20 ଖେଳାଯିବାର ଥିଲା, କିନ୍ତୁ ଘନ କୁହୁଡ଼ି ଯୋଗୁଁ ଟସ୍‌ ପଡିପାରି ନଥିଲା । ଆଲୋକ ଏବଂ…

Congress Press Meet: ଲଜ୍ଜା ଥିଲେ ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀ ଇସ୍ତଫା ଦିଅନ୍ତୁ, କ୍ଷମା ମାଗନ୍ତୁ: ଭକ୍ତ

ପ୍ରଧାନମନ୍ତ୍ରୀ ମୋଦି ଏବଂ ଗୃହମନ୍ତ୍ରୀ ଅମିତ ଶାହାଙ୍କ ପ୍ରତିଶୋଧ ପରାୟଣ କାର୍ଯ୍ୟକଳାପ ବିରୋଧରେ ପିସିସି ସଭାପତି ଭକ୍ତଚରଣ ଦାସ କଂଗ୍ରେସ ଭବନ ଠାରେ ଏକ ପ୍ରେସ ବିବୃତ୍ତି ରଖିଥିଲେ। ସେ କହିଛନ୍ତି, ସମ୍ବିଧାନକୁ ସୁରକ୍ଷା ଦେଉଥିବା ଦଳ କଂଗ୍ରେସ ଏବଂ ସର୍ବୋଚ୍ଚ…

Odia Man Returns: ସୁଦାନରୁ ଫେରି ପ୍ରଧାନମନ୍ତ୍ରୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଧନ୍ୟବାଦ ଜଣାଇଲେ ଓଡ଼ିଆ ଯୁବକ ଆଦର୍ଶ

ସୁଦାନରୁ ଫେରିଥିବା ଓଡ଼ିଆ ଯୁବକ ଆଦର୍ଶ ବେହେରା ଭୁବନେଶ୍ୱରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଏସ ଜୟଶଙ୍କର ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ସ୍ଵତନ୍ତ୍ର ଭାବେ ଧନ୍ୟବାଦ ଦେଇ…

CM Attended Annual Festival: ବ୍ରହ୍ମପୁର ନୀଳକଣ୍ଠ ନଗର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଗଞ୍ଜାମ ଓ ବ୍ରହ୍ମପୁର ସହର ହେଉଛି ଦକ୍ଷିଣ ଓଡ଼ିଶାର ପ୍ରାଣକେନ୍ଦ୍ର। ଓଡ଼ିଶାର ବିକାଶ ପାଇଁ ଗଞ୍ଜାମ ଜିଲ୍ଲାର ବିକାଶ ଅତି ଜରୁରୀ। ଏଣୁ ବ୍ରହ୍ମପୁର ସହର ଓ ନିକଟବର୍ତ୍ତୀ ଅଞ୍ଚଳରେ ଯୋଗାଯୋଗର ବିକାଶ ପାଇଁ ୧୦ ଟି ଗୁରୁତ୍ୱପୂର୍ଣ୍ଣ ରାସ୍ତା ନିର୍ମାଣ…