Category: ତାଜା ଖବର

ଓଡ଼ିଶା ଫେରିଲେ ବ୍ରୋଞ୍ଜ ପଦକ ବିଜେତା ସୁନା ପୁଅ ଅମିତ ରୋହିଦାସ

ଓଡ଼ିଶା ଫେରିଲେ ଅଲିମ୍ପିକ୍ସ ହକି ବ୍ରୋଞ୍ଜ ପଦକ ବିଜେତା ଓଡ଼ିଆ ପୁଅ ଅମିତ ରୋହିଦାସ। ଭୁବନେଶ୍ବର ବିମାନବଦରରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ ପାଇଁ ଏୟାରପୋର୍ଟ ପରିସରରେ ଲୋକଙ୍କ ଭିଡ଼ ଜମିଛି। । ପରିବାର ଲୋକ ଓ ଶୁଭେଛୁମାନେ ଅପେକ୍ଷା କରି…

ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ

ପୁଣି ଭିଜିଲାନ୍ସ ପଞ୍ଝାରେ ଅତିରିକ୍ତ ଯୋଗାଣ ଅଧିକାରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ା ଜିଲ୍ଲା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି। କଟକ, ଭୁବନେଶ୍ବର ଓ କେନ୍ଦ୍ରାପଡା ସମେତ ୫ଟି ସ୍ଥାନରେ…

ଉତ୍ତରାଖଣ୍ଡରେ ନର୍ସଙ୍କୁ ଦୁଷ୍କର୍ମ ପରେ ହତ୍ୟା; ଅଭିଯୁକ୍ତ ଗିରଫ

ପୁଣି ଲଜ୍ଜା। କୋଲକାତାରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା ପରେ ଏବେ ଉତ୍ତରାଖଣ୍ଡର ଉଧମ ସିଂହ ନଗର ଜିଲ୍ଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଉତ୍ତରାଖଣ୍ଡରେ ଦୁଇ ସପ୍ତାହ ତଳେ ହସ୍ପିଟାଲରୁ ଘରକୁ ଫେରୁଥିବା ବେଳେ ଜଣେ ନର୍ସଙ୍କୁ…

ନୂଆ ବିଧାୟକଙ୍କ ଦିଗଦର୍ଶନ କାର୍ଯ୍ଯକ୍ରମରେ ଯୋଗଦେବନି ବିଜେଡି

ନୂଆ ବିଧାୟକଙ୍କ ଦିଗଦର୍ଶନ କାର୍ଯ୍ଯକ୍ରମରେ ଯୋଗ ଦେବନି ବୋଲି ବିଜେଡି କହିଛି। ଏ ନେଇ ବିରୋଧୀ ଦଳ ମୁଖ୍ଯ ସଚେତକ ପ୍ରମିଳା ମଲ୍ଲିକ ବାଚସ୍ପତିଙ୍କୁ ଚିଠି ଲେଖିଛନ୍ତି। ନିୟମ ଅନୁଯାୟୀ, ବିଧାନସଭାରେ ହେଉଥିବା ସମସ୍ତ କାର୍ଯ୍ଯ ବିଧାନସଭାକୁ ନିର୍ବାଚିତ ହେଉଥିବା ସଭ୍ଯ…

ଅଲଗା ହେବ ଯୁକ୍ତ ୨ ଓ ଯୁକ୍ତ ୩ କଲେଜ

ସ୍ୱାଧୀନତା ଦିବସରେ ବଡ଼ ନିଷ୍ପତ୍ତି ନେଇଛନ୍ତି କ୍ରୀଡ଼ା ଓ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ। ରାଜ୍ୟର ସମସ୍ତ ଯୁଗ୍ମ ମହାବିଦ୍ୟାଳୟରୁ ମଧ୍ୟ କାର୍ଯ୍ୟକାରୀ ହୋଇନି। ମୁଖ୍ୟମନ୍ତ୍ରୀ ଏଥିପାଇଁ ଆବଶ୍ୟକ ଭିତ୍ତିଭୂମି ଯୋଗାଇ ଦେବେ। ମାଲକାନଗିରି ଜିଲ୍ଲା ଗସ୍ତରେ ଯାଇ ଜିଲ୍ଲା ପ୍ରଶାସନ…

ଦଶମ ଶ୍ରେଣୀ ଛାତ୍ରଙ୍କୁ ପିଟି ପିଟି ମାରିଦେଲେ ମାଓବାଦୀ

ଓଡିଶା ଓ ଛତିଶଗଡ ସୀମାରେ ଦିନକୁ ଦିନ ମାଓ ହିଂସା ବଢିବାରେ ଲାଗିଥିବା ବେଳେ ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ମାଓବାଦୀଙ୍କ ବର୍ବରକାଣ୍ଡ ଦେଖିବାକୁ ମିଳିଛି। ଏକ ଦଶମ ଶ୍ରେଣୀ ଛାତ୍ରଙ୍କୁ ପିଟି ପିଟି ମାରିଦେଇଛନ୍ତି ମାଓବାଦୀ । ପୋଲିସ…

ଆସନ୍ତା ୨୪ ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ

ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଲାଗିରହିଥିବା ସୃଷ୍ଟି ହେବାକୁ ଥିଲା…

ବ୍ଲାକରୋଜ୍ ଜାହାଜ ବୁଡ଼ି ମାମଲା: ସିବିଆଇ ତଦନ୍ତ ପାଇଁ ଗୃହ ବିଭାଗର ଚିଠି

ଦୀର୍ଘ ୧୫ବର୍ଷ ପରେ ପାରାଦୀପ ସମୁଦ୍ରରେ ବ୍ଲାକରୋଜ୍ ଜାହାଜ ବୁଡ଼ି ଘଟଣାର ତଦନ୍ତ କରିପାରେ ସିବିଆଇ। ପାରାଦୀପ ସାମୁଦ୍ରିକ ଥାନାରେ ରୁଜୁ ହୋଇଥିବା ଏହି ବ୍ଲାକରୋଜ୍ ବୁଡ଼ି ଘଟଣାରେ ସିବିଆଇ ତଦନ୍ତ ପାଇଁ ଗୃହ ବିଭାଗର ଚିଠି । ପୋଲିସ ଡିଜିଙ୍କୁ…

ବାଂଲାଦେଶରେ ଥିବା ହିନ୍ଦୁଙ୍କ ସୁରକ୍ଷା ପ୍ରତି ଚିନ୍ତା ପ୍ରକଟ କଲେ ପ୍ରଧାନମନ୍ତ୍ରୀ ମୋଦୀ

ଆଜି ସାରା ଦେଶ ପାଳନ କରୁଛି ୭୮ ତମ ସ୍ୱାଧୀନତା ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଜାତୀୟ ଲାଲକିଲ୍ଲାରୁ ପତାକା ଉତ୍ତୋଳନ କରି ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇ ବାଂଲାଦେଶରେ ଥିବା ହିନ୍ଦୁଙ୍କ ସୁରକ୍ଷା ପ୍ରତି ଚିନ୍ତା ପ୍ରକଟ କରିଛନ୍ତି।…

ଦେଶର ସ୍ୱପ୍ନ ୨୦୩୬ରେ ଭାରତରେ ଅଲିମ୍ପିକ୍ସ ଆୟୋଜନ: ମୋଦୀ

ଆଜି ଭାରତର ୭୮ ତମ ସ୍ୱାଧିନତା ଦିବସ ଅବସରରେ ଲାଲକିଲ୍ଲାରେ ଦେଶବାସୀଙ୍କୁ ସମ୍ବୋଧନ କରି ପ୍ୟାରିସରେ ଅଲିମ୍ପିକ୍ସ ପଦକ ହାସଲ କରିଥିବା ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇବା ସହ ଦେଶରେ ଅଲିମ୍ପିକ୍ସକୁ ନେଇ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ…