Category: ତାଜା ଖବର

ବଢ଼ିଲା ଟ୍ରେନି ଆଇଏଏସ ଅଧିକାରୀ ପୂଜା ଖେଡ଼କରଙ୍କ ଅଡୁଆ

ବଢ଼ିଲା ଟ୍ରେନି ଆଇଏଏସ ଅଧିକାରୀ ପୂଜା ଖେଡ଼କରଙ୍କ ଅଡୁଆ । ଦିନକୁ ଦିନ ବଢିବାରେ ଲାଗିଛି ମହାରାଷ୍ଟ୍ରର ଚର୍ଚ୍ଚିତ ଟ୍ରେନି ଆଇଏଏସ ଅଫିସର ପୂଜା ଖେଡ଼କରଙ୍କ ମୁସ୍କିଲ । ବିବାଦ ତାଙ୍କ ପିଛା ଛାଡ଼ିବାର ନାଁ ନେଉନି । ପୂଜା ଖେଡ଼କର…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପୂର୍ବତନ ବିଧାୟିକା ଦୀପାଳି ଦାସ

ଗତକାଲି ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ଫଳାଫଳକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ପୂର୍ବତନ ବିଧାୟିକା ଦୀପାଳି ଦାସ । ଝାରସୁଗୁଡ଼ା ବିଧାନସଭା ନିର୍ବାଚନକୁ ନେଇ ପିଟିସନ ଦାଖଲ କଲେ ପୂର୍ବତନ ବିଧାୟିକା ଦୀପାଳି ଦାସ । ବିଧାୟକ ଟଙ୍କଧର ତ୍ରିପାଠୀଙ୍କ…

ରାଜଧାନୀରେ ବିଳମ୍ବିତ ରାତି ଯାଏଁ ବାର୍ ଖୋଲା ରହିଲେ କାର୍ଯ୍ୟାନୁଷ୍ଠାନ ହେବା ସହ ରଦ୍ଦ ହେବ ଲାଇସେନ୍ସ

ବାର୍ ମାଲିକଙ୍କୁ ଚେତାବନୀ। ରାଜଧାନୀର ଅନେକ ବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ଖୋଲା ରହୁଥିବା ବାରମ୍ବାର ଅଭିଯୋଗ ଆସିବାପରେ ରାଜ୍ୟ ଅବକାରୀ ବିଭାଗର ବାର୍ ମାଲିକଙ୍କୁ ଦେଇଛନ୍ତି ଚେତାବନୀ। ଅବକାରୀ ବିଭାଗ ଆୟୁକ୍ତ ନରସିଂହ ଭୋଳ ରାଜଧାନୀର ସମସ୍ତ ବାରଗୁଡ଼ିକୁ ନିୟମ…

ଆସ୍ଥା ଭୋଟ୍ ହାରିଲେ ନେପାଳ ପ୍ରଧାନମନ୍ତ୍ରୀ ପ୍ରଚଣ୍ଡ

ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ଓରଫ ପ୍ରଚଣ୍ଡଙ୍କୁ ଲାଗିଛି ବଡ଼ ଝଟ୍‌କା । ସଂସଦରେ ଆସ୍ଥା ଭୋଟରେ ହାରି ଯାଇଛନ୍ତି ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡ । ବର୍ତ୍ତମାନ ତାଙ୍କର ୧୯ ମାସର ସରକାରର ପତନ ଘଟିଛି।…

ପ୍ରତିବର୍ଷ ଜୁନ୍ ୨୫ରେ ପାଳନ ହେବ ସମ୍ବିଧାନ ହତ୍ୟା ଦିବସ

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି । ଏଣିକି ପ୍ରତିବର୍ଷ ଜୁନ୍ ୨୫ ତାରିଖରେ ସମ୍ବିଧାନ ହତ୍ୟା ଦିବସ ଭାବେ ପାଳନ କରାଯିବ ବୋଲି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୭୫…

ଦକ୍ଷିଣ ମୋଡ଼ ନେଲା ୩ ରଥ

ପାଖେଇଆସୁଛି ବାହୁଡ଼ା ଯାତ୍ରା ।ହେରାପଞ୍ଚମୀ ନୀତି ପରେ ଶ୍ରୀମନ୍ଦିର ବାହୁଡିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆଜ୍ଞାମାଳ ବିଜେ ପରେ ଆଜି ୩ ରଥର ଦକ୍ଷିଣ ମୋଡ଼ କରାଯାଉଛି। ପ୍ରଥମେ ଦେବୀ ସୁଭଦ୍ରାଙ୍କ ରଥକୁ ଦକ୍ଷିଣମୋଡ଼ କରାଯାଇଥିବା। ଏହାପରେ ବଡ଼ ଠାକୁରଙ୍କ…

ରାଜ୍ୟରେ କାର୍ଯ୍ୟକ୍ଷମ ହେବ ଆଉ ୩ଟି ମେଡିକାଲ କଲେଜ: ସ୍ୱାସ୍ଥ୍ୟ ମନ୍ତ୍ରୀ

ବହୁତଶୀଘ୍ର ରାଜ୍ୟରେ କାର୍ଯ୍ୟକ୍ଷମ ହେବାକୁ ଯାଉଛି ୩ଟି ମେଡିକାଲ କଲେଜ । ଯାଜପୁର, କନ୍ଧମାଳ, ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ । ଏହି ସମ୍ପର୍କରେ ଏସସିବି ମେଡିକାଲ ପରିସରରେ ଅନୁଷ୍ଠିତ ହୋଇଥ‌ିବା ଏହି ବୈଠକରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଯୋଗ…

ବଜେଟ୍ ପାଇଁ ଅନଲାଇନରେ ଆସିଛି ୧୨ ହଜାର ଲୋକଙ୍କ ମତାମତ: ମୁଖ୍ୟମନ୍ତ୍ରୀ

ପ୍ରାକ୍ ବଜେଟ୍ ପରାମର୍ଶ ବୈଠକ ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା । ଚଳିତବର୍ଷ ଅନଲାଇନ ମାଧ୍ୟମରେ ଆସିଛି ୧୨ ହଜାରରୁ ଅଧିକ ଲୋକଙ୍କ ମତାମତ । ପୂର୍ବ ବର୍ଷ ତୁଳନାରେ ଏହା ୬ ଗୁଣା ଅଧିକ ଆସିଛି ମତାମତ । ଲୋକଙ୍କ ଆଶା…

ନିର୍ବାଚନରେ ବିଜେଡି ଲୋକ ହିଁ ବିଜେଡିକୁ ହରାଇଛି: ନୃସିଂହ ସାହୁ

ବିଜେଡି ପରାଜୟକୁ ନେଇ ନୃସିଂହ ସାହୁଙ୍କ ବିସ୍ଫୋରକ ବୟାନ। ସେ କହିଛନ୍ତି ବିଜେଡି ହିଁ ବିଜେଡିକୁ ହରାଇଛି । ବିଭିନ୍ନ ଜାଗାରେ ମୂଷା ଥିଲେ। ଅନେକ କ୍ଷେତ୍ରରେ ବିଜେଡ଼ି ଲୋକ ବିଜେଡ଼ିକୁ ହିଁ ହରାଇବାକୁ ଲାଗିଥିଲେ । ଜିତିଛୁ, ଜିତିବୁ, ଓଭର…

ଏଏସଓଙ୍କୁ ନିସ୍ତୁକ ମାଡ଼ ସହ ହତ୍ୟା ଧମକ ଦେଲେ ରାଜ୍ୟପାଳଙ୍କ ପୁଅ!

ରାଜଭବନର ଭୁବ କାର୍ଯ୍ୟରତ ବୈକୁଣ୍ଠ ନାଥ ପ୍ରଧାନ ପ୍ରଧାନଙ୍କୁ ରାଜ୍ୟପାଳ ରଘୁବର ଦାସଙ୍କ ପୁତ୍ର ଲଳିତ କୁମାର ନିଜର ୫ ଜଣ ସହଯୋଗୀଙ୍କ ସହ ମିଶି ବିଳମ୍ବିତ ରାତ୍ରିରେ ଓଡ଼ିଶା ସଚିବାଳୟ ସେବାର ଜଣେ କର୍ତ୍ତବ୍ୟରତ ଅଫିସର ବୈକୁଣ୍ଠନାଥ ପ୍ରଧାନଙ୍କୁ ମରଣାନ୍ତକ…