Category: ତାଜା ଖବର

ସରକାରୀ ଜମିରେ ତିଆରି ହୋଇଛି ବୈକୁଣ୍ଠଧାମ ଆଶ୍ରମ !

ଖଣ୍ଡଗିରି କୋଳଥିଆସ୍ଥିତ ଶ୍ରୀ ବୈକୁଣ୍ଠଧାମ ଆଶ୍ରମରେ ନାବାଳକଙ୍କୁ କଳ୍କୀ ଅବତାର କହି ଜଣେ ନାବାଳକଙ୍କୁ ପୂଜା କରାଯାଉଥିବା ପ୍ରସଙ୍ଗରେ ଆଶ୍ରମରେ ବିଡିଏ, ବିଏମ୍‌ସି ଏବଂ ତହସିଲ ଟିମ୍‌ ପହଞ୍ଚି ମିଳିତ ଛାନ୍‌ଭିନ୍‌ ଆରମ୍ଭ କରିଛନ୍ତି। ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ପରେ ବୈକୁଣ୍ଠ…

କର୍ମଚାରୀଙ୍କ ତ୍ରୁଟି ଯୋଗୁଁ ହେଲା ୩ଟି ହାତୀଙ୍କ ମୃତ୍ୟୁ!

ବିଦ୍ୟୁତ ତାର ନେଲା ଏକାଥରରେ ୩ ହାତୀଙ୍କ ଜୀବନ । ସମ୍ବଲପୁର ଜିଲ୍ଲା ନାକଟିଦେଉଳ ରେଞ୍ଜ ବୁରମାଲ ଜଙ୍ଗଲରେ ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୩ଟି ହାତୀଙ୍କ ମୃତ୍ୟୁ ହୋଇଛି । ସେଥିରେ ୨ଟି…

ଭିଜିଲାନ୍ସ ଜାଲରେ କାମାକ୍ଷାନଗର ଉପଜିଲ୍ଲାପାଳ

ଭିଜିଲାନ୍ସ ଜାଲରେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନରେ ଭିଜିଲାନ୍ସ ରେଡ ହୋଇଛି ।…

ସରକାର ବଦଳିଲା, ସିନ୍ଦେ ବଦଳୁ ନାହାଁନ୍ତି

ସିଏମ ମୋହନ ଚରଣ କମ ରାଗନ୍ତି । ଲୋକଙ୍କ ସହ ମିଶନ୍ତି । ଅଳପଅଳପ ହସନ୍ତି । ରାଗିଗଲେ କଡା ଦି’ପଦ କଥା ଶୁଣେଇ ଦିଅନ୍ତି । ଲୋକଙ୍କ ସହ ମିଶିବା ଓ କଥା କହିବା ତାଙ୍କର ଏକ ଭଲ ଅଭ୍ୟାସ।…

ନିର୍ବାଚନ ଉପାୟୁକ୍ତ ମନୋଜଙ୍କୁ କାହିଁକି ଓଡ଼ିଶା ପଠାଇବାକୁ କେନ୍ଦ୍ର ନେଲା ନିଷ୍ପଭି ?

୨୦୦୬ ବ୍ୟାଚ୍ ଆଗମୁତ୍ କ୍ୟାଡର୍‌ ର ଆଇଏଏସ୍ ଅଫିସର ମନୋଜ କୁମାର ସାହୁଙ୍କର କ୍ୟାଡର୍ ପରିବର୍ତ୍ତନ କରି ଓଡ଼ିଶା ପଠାଇବା ପାଇଁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ଏକ ବଡ଼ ପ୍ରଶାସନିକ ପଦକ୍ଷେପର ସଙ୍କେତ ଦେଉଛି। ମନୋଜ ସାହୁ ଉପ ନିର୍ବାଚନ କମିଶନର…

ବାଲିଯାତ୍ରା ରେ ଅଘଟଣ, କରେଣ୍ଟ ଲାଗି ଯୁକ୍ତ ଦୁଇ ଛାତ୍ର ଙ୍କ ମୃତ୍ୟୁ

କଟକ ବାଲିଯାତ୍ରାରେ ଅଘଟଣ। ବାଲିଯାତ୍ରାରେ ବିଦ୍ୟୁତ ଆଘାତରେ ନାବାଳକ ମୃତ। ଲିଚୁ ଲାଇଟ ଧରିଦେବାରୁ କରେଣ୍ଟ ଲାଗି ନାବାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଆଜି ସେ ସାଙ୍ଗମାନଙ୍କ ସହିତ ବାଲିଯାତ୍ରା ବୁଲିବାକୁ ଆସିଥିଲେ। ନାବାଳକଙ୍କୁ ବିଦ୍ୟୁତ ଆଘାତ ଲାଗିବା ପରେ ଗୁରୁତର…

ଭୁବନେଶ୍ୱର ବୈକୁଣ୍ଠ ଧାମ ଆଶ୍ରମ ରେ ଉତ୍ତେଜନା : ଲୁଚି ପଳାଇଲେ କୁନି ବାବା

ଶିଶୁ କଲ୍ୟାଣ କମିଟି ରବିବାର ଦିନ ଜଣେ ବ୍ଯକ୍ତିଙ୍କ ବିରୋଧରେ ସ୍ୱତଃପ୍ରବୃତ ମକଦ୍ଦମା ଦାୟର କରି ଅଭିଯୋଗ କରିଛି ଯେ ସେ ତାଙ୍କ ପୁଅକୁ କଲ୍କି ଅବତାର କିମ୍ବା ଭଗବାନ ବିଷ୍ଣୁଙ୍କ ପୁନର୍ଜନ୍ମ ଭାବରେ ଉପସ୍ଥାପିତ କରିଛନ୍ତି। ଏହି ଘଟଣା ଉପରେ…

ଦିଲ୍ଲୀ ପରିବହନ ମନ୍ତ୍ରୀ କୈଳାସ ଗହଲୋତ ଙ୍କ ମନ୍ତ୍ରୀ ପଦ ରୁ ଇସ୍ତଫା, ଛାଡିଲେ ଆମ ଆଦମୀ ପାର୍ଟି(AAP)

ଦିଲ୍ଲୀ ବିଧାନସଭା ନିର୍ବାଚନର କିଛି ମାସ ପୂର୍ବରୁ ଆମ୍ ଆଦମୀ ପାର୍ଟି ପାଇଁ ଏକ ବଡ଼ କ୍ଷତି, ବରିଷ୍ଠ ମନ୍ତ୍ରୀ ତଥା ଦୀର୍ଘ ଦିନର ଦଳର ନେତା କୈଳାସ ଗହଲୋତ ଇସ୍ତଫା ଦେଇଛନ୍ତି। ସୂତ୍ରରୁ ପ୍ରକାଶ ଯେ ସେ ବିଜେପିରେ ଯୋଗଦେବାକୁ…

ପ୍ରଧାନମନ୍ତ୍ରୀ ମୋଦି ଙ୍କୁ ନାଇଜେରିଆ ର GCON ପୁରସ୍କାର ସମ୍ମାନ

ନାଇଜେରିଆ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଗ୍ରାଣ୍ଡ କମାଣ୍ଡର ଅଫ୍ ଦି ଅର୍ଡର ଅଫ୍ ଦି ନାଇଜର (ଜିସିଓଏନ) ପ୍ରଦାନ କରିବାକୁ ଯାଉଛି , ଯାହା ତାଙ୍କୁ ୧୯୬୯ ରେ ରାଣୀ ଏଲିଜାବେଥଙ୍କ ପରେ ଏହି ସମ୍ମାନ ଗ୍ରହଣ କରିବାରେ ଦ୍ୱିତୀୟ ବିଦେଶୀ…

ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଅନ୍ୟତମ ଆକର୍ଷଣ ‘ଓଡ଼ିଶା ମଣ୍ଡପ’

ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଚାଲିଥିବା ‘ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା’ରେ ଝଟକୁଛି ‘ଓଡ଼ିଶା ମଣ୍ଡପ’। ଦେଶ ବିଦେଶରୁ ପ୍ରତିଦିନ ଏହି ମେଳାକୁ ଆସୁଥିବା ଦର୍ଶକମାନେ ଓଡ଼ିଶା ମଣ୍ଡପ ବୁଲିବାକୁ ଆସୁଛନ୍ତି। ଓଡ଼ିଶାର ବିଭିନ୍ନ ଆକର୍ଷଣୀୟ ଉତ୍ପାଦ କିଣିବାକୁ ଆଗ୍ରହ ଦେଖାଉଛନ୍ତି। ଚଳିତବର୍ଷ…