ତାଜା ଖବର ଦେଶ ରାଜନୀତି ରାଜ୍ୟ ଆଜି ଭୁବନେଶ୍ୱରରେ ନଡ୍ଡା ଓ ନବୀନଙ୍କ ରୋଡ ସୋ May 16, 2024 Papirani ଆଜି ସକାଳେ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡା ଓ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍ ସୋ’ରେ କମ୍ପିବ ଭୁବନେଶ୍ୱର । ପ୍ରଚାର ଓ ରୋଡ ସୋରେ ଆଜି କମ୍ପିବ ରାଜଧାନୀ । କିଛି ସମୟ ପରେ ନଡ୍ଡା ମାଉସୀ ମା’ ମନ୍ଦିର ଠାରୁ…
ତାଜା ଖବର ରାଜନୀତି ରାଜ୍ୟ ବିଜେପି ଛାଡ଼ିଲେ ରମା ରଞ୍ଜନ ବଳିଆର ସିଂହ May 16, 2024 Papirani ପୁରୀ ଜିଲ୍ଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ବିଜେପିର ମୁଖପାତ୍ର ରମା ରଞ୍ଜନ ବଳିଆର ସିଂହ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପ୍ରଦାନ ଦେଇଥିବା ସୂଚନା । ୨୫ ତାରିଖରେ ସତ୍ୟବାଦୀରେ ଭୋଟ୍ ଗ୍ରହଣହେବାକୁ ଥିବା ବେଳେ ତାର…
ତାଜା ଖବର ରାଜନୀତି ରାଜ୍ୟ ପୋଷ୍ଟର ମରାକୁ କେନ୍ଦ୍ର କରି ରାଜନୈତିକ ହିଂସା May 15, 2024 Papirani ଗଂଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଶ୍ରୀକୃଷ୍ଣଶରଣପୁର ଗ୍ରାମରେ ପୋଷ୍ଟର ମରାକୁ କେନ୍ଦ୍ର କରି ରାଜନୈତିକ ହିଂସା ଦେଖିବାକୁ ମିଳିଛି । ହନୁମାନ ମନ୍ଦିର ନିକଟରେ ଖଣ୍ଡା ଧରି ସଂଘବଦ୍ଧ ଆକ୍ରମଣ ।ଏହି ଘଟଣାରେ ୪ ଜଣ ଆହତ ହୋଇଛନ୍ତି। ଆହତମାନେ ହେଲେ…
ତାଜା ଖବର ଦେଶ ବିଶ୍ୱ ଆଥଲେଟିକ୍ସ ଫେଡେରେଶନ କପ୍ ୨୦୨୪ ରେ ସ୍ୱର୍ଣ୍ଣ ଜିତିଲେ ନୀରଜ ଚୋପ୍ରା May 15, 2024 Papirani ଜାତୀୟ ଫେଡେରେସନ ଆଥଲେଟିକ୍ ଚାମ୍ପିଅନସିପରେ ସ୍ବର୍ଣ୍ଣ ପଦକ ଜିତିଲେ ନୀରଜ ଚୋପ୍ରା । ଆଜି ସନ୍ଧ୍ୟାରେ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ନୀରଜ ଚୋପ୍ରା ଏହି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି । ଚାଲିଥିବା ଏହି କପରେ ନୀରଜ ୮୨.୨୭ ମିଟର ଜାଭଲିନ୍…
ତାଜା ଖବର ରାଜନୀତି ରାଜ୍ୟ କଟକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ରୋଡ-ଶୋ May 15, 2024 Papirani କଟକରେ ରୋଡ-ଶୋ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହା । ସୋରଡାରୁ ହେଲକପ୍ଟର ଯୋଗେ ଭୁବନେଶ୍ୱର ପହଂଚିବା ପରେ ସିଧାସଳଖ ସଡକ ପଥରେ କଟକ ଯାଇଛନ୍ତି ଅମିତ ଶାହା । ସମାଜ ଅଫିସରୁ ଗୋପବନ୍ଧୁ ବାଗ, ବକ୍ସିବଜାର, ତିନିକୋଣିଆ ବଗିଚା, ଦରଘା ବଜାର,…
ତାଜା ଖବର ରାଜନୀତି ରାଜ୍ୟ ବିଜେଡିର ମାଗଣା ବିଜୁଳି ପ୍ରତିଶ୍ରୁତିକୁ ନେଇ ପ୍ରଶ୍ନ ଉଠାଇଲା ବିଜେପି May 15, 2024 Papirani ଭୁବନେଶ୍ୱର: ସାମ୍ବାଦିକ ସମ୍ମିଳନୀ କରି ବିଜେଡିର ମାଗଣା ବିଜୁଳି ପ୍ରତିଶ୍ରୁତିକୁ ନେଇ ପ୍ରଶ୍ନ ଉଠାଇଛି ବିଜେପି । ବିଜେଡି ସମ୍ପୂର୍ଣ୍ଣଭାବେ ମିଛ କହି ଓଡ଼ିଶାବାସୀଙ୍କୁ ଭ୍ରମିତ କରୁଛି । ବିଜେଡି ଓଡ଼ିଶାର ସମସ୍ତ ପରିବାରକୁ ସମ୍ପୂର୍ଣ୍ଣ ମାଗଣା ବିଦ୍ୟୁତ ଯୋଗାଇଦେବା ପାଇଁ…
ତାଜା ଖବର ରାଜନୀତି ରାଜ୍ୟ କବିସୂର୍ଯ୍ୟନଗର ବିଧାୟକ ଲତିକା ପ୍ରଧାନଙ୍କ ରାଲିରେ ମହିଳାଙ୍କୁ ମାଡ଼ May 15, 2024 Papirani କବିସୂର୍ଯ୍ୟନଗର ବିଧାୟକ ଲତିକା ପ୍ରଧାନଙ୍କ ରାଲି ବେଳେ ମହିଳାଙ୍କୁ ଆକ୍ରମଣ କରାଯାଇଥିବା ସୂଚନା । ବେଗୁନିଆପଡ଼ା ପଞ୍ଚାୟତରେ ଲତିକା ପ୍ରଧାନ ରାଲି କରୁଥିବା ବେଳେ ବିଜେଡି କର୍ମୀଙ୍କ ମାଡରେ ମହିଳା ଆହତ ହୋଇ ଏମକେସିଜିରେ ଭର୍ତ୍ତି ହୋଇଛନ୍ତି । ସୂଚନା ଅନୁଯାୟୀ,…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆସନ୍ତାକାଲି ଭୁବନେଶ୍ୱରରେ ରୋଡ୍ ଶୋ’ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା May 15, 2024 Papirani ବିଜେପିର ଫୋକସରେ ଓଡ଼ିଶା। ଓଡ଼ିଶାରେ ସରକାର କରିବା ଲକ୍ଷ୍ୟ ନେଇ ଘନଘନ ଗସ୍ତରେ ଆସୁଛନ୍ତି କେନ୍ଦ୍ରୀୟ ମନ୍ତ୍ରୀ । ଆସନ୍ତାକାଲି ସକାଳେ ଭୁବନେଶ୍ୱରରେ ରୋଡ୍ ଶୋ’ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା। ଆସନ୍ତାକାଲି ସକାଳୁ ମାଉସୀ ମାଆ ମନ୍ଦିରଠାରୁ…
ତାଜା ଖବର ଦେଶ ମନୋରଞ୍ଜନ ରାଜନୀତି ରାଜ୍ୟ ୧୭ରେ ଓଡିଶା ଆସିବେ ବିଜେପି ସାଂସଦ ତଥା ବଲିଉଡ୍ ଅଭିନେତ୍ରୀ ହେମାମାଳିନୀ May 15, 2024 Papirani ମେ ୧୭ ତାରିଖରେ ଓଡିଶା ଆସୁଛନ୍ତି ବିଜେପିର ଷ୍ଟାର ପ୍ରଚାରକ ଡ୍ରିମଗାର୍ଲ ହେମାମାଳିନୀ । ଓଡ଼ିଶାରେ ପ୍ରଚାର କରିବେ ବିଜେପି ସାଂସଦ ତଥା ବଲିଉଡ୍ ଅଭିନେତ୍ରୀ ହେମାମାଳିନୀ । ରାଜ୍ୟର ୩ଟି ସ୍ଥାନରେ କରିବେ ପ୍ରଚାର । ଭୁବନେଶ୍ୱର ଓ କଟକରେ…
ତାଜା ଖବର ରାଜନୀତି ରାଜ୍ୟ ବଲାଙ୍ଗିରରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲେ ରାହୁଲ ଗାନ୍ଧି କିନ୍ତୁ ରାଜ୍ୟସରକାରଙ୍କ ବିଷୟରେ ପଦଟିଏ ବି କହିଲେନି May 15, 2024 Papirani ପ୍ରଚାର ପାଇଁ ବଲାଙ୍ଗିରରେ ପହଁଚିଲେ କଂଗ୍ରେସର ଷ୍ଟାର କ୍ୟାମ୍ପେନର ରାହୁଲ ଗାନ୍ଧି। ଝାରସୁଗୁଡ଼ା ବିମାନବନ୍ଦରରୁ ହେଲିକପ୍ଟର ଯୋଗେ ବଲାଙ୍ଗିରରେ ପହଞ୍ଚିଲେ। ବଲାଙ୍ଗୀର ସଭା ମଞ୍ଚରୁ କେନ୍ଦ୍ର ସରକାର ଉପରକୁ ସିଧା ନିଶାନା କଲେ ରାହୁଲ ଗାନ୍ଧୀ । ଓଡ଼ିଶାର ବିଜେଡି ସରକାର…