Category: ତାଜା ଖବର

ରାଷ୍ଟ୍ରୀୟ ଗାନ୍ଧୀ ପୁରସ୍କାରରେ ସମ୍ମାନିତ ହେଲେ ଶ୍ରୀମତୀ କୃଷ୍ଣା ମହାନ୍ତି

ଓଡ଼ିଶାର ବିଶିଷ୍ଟ ଗାନ୍ଧୀବାଦୀ ସର୍ବୋଦୟ ନେତ୍ରୀ ତଥା ଉତ୍କଳ ଗାନ୍ଧୀସ୍ମାରକ ନିଧିର ସଭାନେତ୍ରୀ ଶ୍ରୀମତୀ କୃଷ୍ଣା ମହାନ୍ତି ପାଇଛନ୍ତି ରାଷ୍ଟ୍ରୀୟ ଗାନ୍ଧୀ ପୁରସ୍କାର। ସର୍ବ ସେବା ସଂଘ (ଅଖିଳ ଭାରତ ସର୍ବୋଦୟ ମଣ୍ଡଳ) ପକ୍ଷରୁ ୨୦୨୩ ବର୍ଷ ନିମନ୍ତେ ରାଷ୍ଟ୍ରୀୟ ଗାନ୍ଧୀ…

ଶ୍ରୀଗୁଣ୍ଡିଚା ମନ୍ଦିରରୁ ସଅଳ ପହଣ୍ଡି ଆରମ୍ଭ

ଶ୍ରୀଗୁଣ୍ଡିଚା ମନ୍ଦିରରୁ ସଅଳ ପହଣ୍ଡି ଆରମ୍ଭ । ବାହୁଡ଼ା ଯାତ୍ରାରେ ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଛି ପହଣ୍ଡି । ଭାଇ ଭଉଣୀଙ୍କୁ ସାଥୀରେ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ମହାବାହୁ । ଶୂନ୍ୟ ପହଣ୍ଡିରେ ରଥରେ ବିଜେ କରିଛନ୍ତି ଶ୍ରୀ…

ରଥ ଉପରକୁ ମୋବାଇଲ୍ ମନା ; ସ୍ଥିତି ଅନୁଧ୍ୟାନ କଲେ ସଂସ୍କୃତି ମନ୍ତ୍ରୀ

ଆଜି ପବିତ୍ର ବାହୁଡା ଯାତ୍ରା । ଜନ୍ମବେଦୀରେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି । ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ଶରଧାବାଲିରେ ପ୍ରସ୍ତୁତ ରହିଛି ତିନି ରଥ । ବାହୁଡ଼ା ଯାତ୍ରା ପାଇଁ ଜନ ସମୁଦ୍ର ବଡ଼ଦାଣ୍ଡ । ଆରମ୍ଭ…

ଉଦ୍ଧାର ହେଲେ ଅପହରଣ ହୋଇଥିବା ରାଇସ ମିଲ୍ ମାଲିକ 

ଅପହରଣର ୪୮ ଘଣ୍ଟା ପରେ ଉଦ୍ଧାର ହେଲେ ରାଇସ୍ ମିଲ ମାଲିକ ଏ. ରମେଶ ପାତ୍ର । ଗତକାଲି ବିଳମ୍ବିତ ରାତିରେ କୋରାପୁଟ ପୁଲିସ୍ ମିଲ୍ ମାଲିକ ଏ ରମେଶ ପାତ୍ରଙ୍କୁ ଉଦ୍ଧାର କରିଛନ୍ତି। ଅପହରଣ କରିଥିବା ତିନି ଅଭିଯୁକ୍ତଙ୍କୁ ମଧ୍ୟ…

ଗୁଣ୍ଡିଚା ଯାତ୍ରା ଦିନ ରଥ ଉପରେ ଚଢ଼ିଥିଲେ ୨ ଅନଧିକୃତ ବ୍ୟକ୍ତି

ଗୁଣ୍ଡିଚା ଯାତ୍ରା ଦିନ ରଥ ଉପରେ ଚଢ଼ିଥିଲେ ଦୁଇ ଅନଧିକୃତ ବ୍ୟକ୍ତି । ଜଣେ ଉଚ୍ଚପଦସ୍ଥ ସରକାରୀ ଅଧିକାରୀ ଓ ଆଉ ଜଣେ ସମବାୟ ଅଧିକାରୀ ସୂଚନା । ଏହି ଦୁଇ ଅନଧିକୃତ ବ୍ୟକ୍ତି ଚଢ଼ିଥିବା ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ…

ଆଜି ଭାଇ ଭଉଣୀଙ୍କ ସହ ଶ୍ରୀମନ୍ଦିର ବାହୁଡ଼ିବେ ମହାବାହୁ

ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିରକୁ ଫେରିବେ ଶ୍ରୀଜିଉ । ଶରଧାବାଲିରେ ଦଣ୍ଡାୟମାନ ୩ ରଥରେ ବିଜେ କରି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ । ପୁଣି ଆରବର୍ଷ ଆଡ଼ପମଣ୍ଡପରେ ମିଳିବ ମହାପ୍ରଭୁଙ୍କ ଦର୍ଶନ । ବାହୁଡ଼ା ଯାତ୍ରା…

ପୁଣି ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ

ବାରିପଦା ଘରୋଇ ‘ସାଇ’ ନର୍ସିଂହୋମରେ ଅଗ୍ନିକାଣ୍ଡ । ଭୋର୍ ସମୟରେ ଦ୍ବିତୀୟ ମହଲାର ICUରେ ଅଗ୍ନିକାଣ୍ଡ ହୋଇଥିବା ସୂଚନା । ଏସିରୁ ନିଆଁ ଲାଗିଥିବା ନେଇ ଅନୁମାନ କରାଯାଉଛି । ନର୍ସିଂହୋମରେ ଅଳ୍ପ ରୋଗୀ ଚିକିତ୍ସିତ ହେଉଥିବାବେଳେ ସମସ୍ତଙ୍କୁ ସୁରକ୍ଷିତ ଭାବେ…

ଆଜି ପୁଣି ରାଜ୍ୟବାସୀଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଆଜି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ଦିନ ୧୧ ଟା ସମୟରୁ ୟୁନିଟ୍- ୫,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ ସେହି ଦିନ ଦିବା…

ଉପ ମୁଖ୍ୟମନ୍ତ୍ରୀ ସହ ଦୁଇ ମନ୍ତ୍ରୀଙ୍କୁ କାଲିଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ 

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ଆସନ୍ତା କାଲି ଠାରୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି…

କାଲି ଖୋଲିବ ଶ୍ରୀମନ୍ଦିରର ରତ୍ନଭଣ୍ଡାର

ଆସନ୍ତାକାଲି ଖୋଲିବ ରତ୍ନଭଣ୍ଡାର। ଦୀର୍ଘ ୪୫ ବର୍ଷ ପରେ ଖୋଲିବାକୁ ଯାଉଛି ରତ୍ନଭଣ୍ଡାର । ଯେଉଁଥି ପାଇଁ ଦୀର୍ଘ ବର୍ଷ ହେଲା ଅପେକ୍ଷା କରାଯାଇଥିଲା । ତାହାର ପୂର୍ଣ୍ଣଛେଦ ପଡିବାକୁ ଯାଉଛି । ରତ୍ନଭଣ୍ଡାର ଖୋଲିବା ନେଇ ଏସଓପି ପ୍ରଦାନ କଲେ…