Category: ତାଜା ଖବର

ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୁଲାଇ ୧ ତାରିଖରୁ ଅଥତ ଆଜି ସାଧାରଣ ଜନତାଙ୍କ ଅଭିଯୋଗ ଣୁଣାଣି କରିବେ। ପ୍ରତି ସୋମବାର ଏଠାରେ ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ। ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲିବା ମାତ୍ରେ ଆରମ୍ଭରୁ ପ୍ରବଳ…

ସପ୍ତଶଯ୍ୟା ପାହାଡ଼ରେ ହଜିଯାଇଥିବା ୫ ନିଖୋଜ ଛାତ୍ର ଉଦ୍ଧାର

ସପ୍ତଶଯ୍ୟା ପାହାଡ଼ରେ ନିଖୋଜ ହୋଇଯାଇଥିବା ୫ ଛାତ୍ରଙ୍କୁ ଉଦ୍ଧାର କରାଯାଇଛି । ବିଳମ୍ବିତ ରାତିରେ ଉଦ୍ଧାର କଲେ ବନ ବିଭାଗ କର୍ମଚାରୀ ଓ ପୋଲିସ । ବର୍ଷା ହେବାରୁ ରାସ୍ତା ଭୁଲି ୫ ଛାତ୍ର ପାହାଡ଼ ଉପରୁ ଫେରି ପାରି ନ…

ଟି-୨୦ ବିଶ୍ୱକପ୍‌ ଜିତିଲା ଭାରତ; କୋହଲିଙ୍କ ଅବସର ଘୋଷଣା

ବାର୍ବଡାସରେ ଇତିହାସ ରଚିଲା ଟିମ୍‌ ଇଣ୍ଡିଆ । ୧୭ ବର୍ଷ ପରେ ଟି-୨୦ ବିଶ୍ୱକପ୍‌ ଜିତିଲା ଭାରତ । ଦଷିଣ ଆଫ୍ରିକାକୁ ୭ ରନ୍‌ରେ ପରାସ୍ତ କରି ଟାଇଟଲ୍‌ ହାତେଇଲା ଟିମ୍‌ ଇଣ୍ଡିଆ । ୨୦୦୭ ପରେ ୨୦୨୪ରେ ଟି-୨୦ ବିଶ୍ୱକପ୍‌…

ସେପ୍ଟେମ୍ବର ୧୭ରେ ରାଜ୍ୟରେ ଶୁଭାରମ୍ଭ ହେବ ସୁଭଦ୍ରା ଯୋଜନା

ଆଜି ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ । ସେପ୍ଟେମ୍ବର ୧୭ରେ ରାଜ୍ୟରେ ଶୁଭାରମ୍ଭ ହେବାକୁ ଯାଉଛି ସୁଭଦ୍ରା ଯୋଜନା। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ ରିଲିଜହେବ ସୁଭଦ୍ରା ଟଙ୍କା । ଏନେଇ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…

ଦିଲ୍ଲୀରେ ବିଭିନ୍ନ କେନ୍ଦ୍ର ମନ୍ତ୍ରୀଙ୍କ ସହ ଓଡ଼ିଶାର ବିକାଶ ପାଇଁ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ା ଆଜି ନୂଆ ଦିଲ୍ଲୀରେ ରାଜଘାଟଠାରେ ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ…

ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲରେ ସ୍ଥାନ ପାଇଲେ ସୁଜିତ କୁମାର ଓ ସୋନାଲ ମାନସିଂହ

ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକଡ଼ଙ୍କ ଦ୍ଵାରା ଆଜି ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲର ପୁନର୍ଗଠନ କରାଯାଇଛି। ପ୍ୟାନେଲରେ ବିଜେଡିର ସୁଜିତ କୁମାର ଓ ମନୋନୀତ ସଦସ୍ୟ ସୋନାଲ ମାନସିଂହ ସ୍ଥାନ ପାଇଛନ୍ତି । ଏହି ୮ ଜଣିଆ ଉପାଧ୍ୟକ୍ଷ ପ୍ୟାନେଲରେ ପୂର୍ବ ଭଳି…

ଗୋଚାଲାଣକାରୀଙ୍କ ଉପରେ ହେବ କଠୋର କାର୍ଯ୍ୟାନୁଷ୍ଠାନ

ରାଜ୍ୟରୁ ଗୋ ଚାଲାଣ ବର୍ଷକୁ ବର୍ଷ ବଢିବାରେ ଲାଗିଛି । ଏହାକୁ ରୋକିବା ପାଇଁ ରାଜ୍ୟରେ ଖୋଲାଯିବ ୨୦୦ ଗୋଶାଳା। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ।ସେହିଭଳି ରାସ୍ତାରେ ଦୁର୍ଘଟଣାର ସମ୍ମୁଖୀନ ହେଉଥିବା…

ଜୁଲାଇ ୧ ରୁ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି

ଜୁଲାଇ ୧ ତାରିଖରୁ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ କରିବେ ଶୁଣାଣି। ଜୁଲାଇ ୧ ତାରିଖ ଦିନ ୧୧ଟା ସମୟରୁ ୟୁନିଟ-୫ ସ୍ଥିତ ଭୁବନେଶ୍ୱରଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସୂଚନା ମୁତାବକ, ଜୁଲାଇ ୧ ତାରିଖରୁ…

ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା। ମୁଖ୍ୟମନ୍ତ୍ରୀ ହେବା ପରେ ମୋହନ ମାଝୀ ପ୍ରଥମ ଥର ପାଇଁ ଦିଲ୍ଲୀ…

ବଦଳିବ ହାଇସ୍କୁଲ ପିଲାଙ୍କ ୟୁନିଫର୍ମର ରଙ୍ଗ

ପୁଣି ରାଜ୍ୟରେ ବଦଳିପାରେ ହାଇସ୍କୁଲ ପିଲାଙ୍କ ୟୁନିଫର୍ମ । ହାଇସ୍କୁଲ ପିଲାଙ୍କ ୟୁନିଫର୍ମ ରଙ୍ଗ ବଦଳିବା ନେଇଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ସେ କହିଛନ୍ତି ପ୍ରାଇମେରୀ ସ୍କୁଲ ପିଲାଙ୍କ ୟୁନିଫର୍ମ ରଙ୍ଗ ଯେପରି ଅଛି, ସେହିପରି ରହିବ…