Category: ତାଜା ଖବର

ଭତ୍ତା ପ୍ରସଙ୍ଗକୁ କେନ୍ଦ୍ର କରି ବିଜେପି ସରକାରଙ୍କୁ ଟାର୍ଗେଟ କଲେ ନବୀନ ପଟ୍ଟନାୟକ

ରାଜ୍ୟବାସୀଙ୍କୁ ଦେଇଥିବା ଭତ୍ତା ପ୍ରସଙ୍ଗକୁ କେନ୍ଦ୍ର କରି ଓଡ଼ିଶାର ବିଜେପି ସରକାରଙ୍କୁ ଟାର୍ଗେଟ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନିଜ ସୋସିଆଲ ମିଡ଼ିଆରେ ଲେଖିଛନ୍ତି ବିଜେପି ତାର ନିର୍ବାଚନୀ ଘୋଷଣାପତ୍ରରେ ଭତ୍ତାଧାରୀଙ୍କୁ ୩,୦୦୦ ତଥା ୩,୫୦୦ ଟଙ୍କା ଭତ୍ତା…

ଅନାସ୍ଥାରେ ହାରିଲେ ଭବାନୀପାଟଣା ପୌରାଧ୍ୟକ୍ଷା ସଂଯୁକ୍ତା ବେହେରା

କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ପୌରାଧ୍ୟକ୍ଷାଙ୍କ ବିରୋଧରେ ଦିଆଗଲା ଅନାସ୍ଥା ଭୋଟ୍ । ପୂର୍ବାହ୍ନ ୧୧ ଟାରେ ଅନାସ୍ଥା ଭୋଟ ଗ୍ରହଣ କରାଯାଇଥିଲା।ପୌରାଧ୍ୟକ୍ଷା ସଂଯୁକ୍ତା ବେହେରାଙ୍କ ବିରୋଧରେ ୨୦ କାଉନ୍‌ସିଲର ଯଥା ବିଜେଡିର ୧୮, କଂଗ୍ରେସ ଓ ବିଜେପିର ଜଣେ ଲେଖାଏଁ କାଉନସିଲରଙ୍କ…

ଆଜି ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୩ ଦିନିଆ ଦିଲ୍ଲୀ ଗସ୍ତରେ ଆଜି ରାତି ୮ ଟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନୂଆ ଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ସରକାରୀ କାର୍ଯ୍ୟକ୍ରମରେ ସେ ଯୋଗ…

ପରଲୋକରେ ବହୁ ଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତି

ପୂର୍ବତନ ଜେଲ୍ ବିଭାଗ ଡିଜି ବିଦ୍ୟାଭୂଷଣ ମହାନ୍ତିଙ୍କ ବହୁ ଚର୍ଚ୍ଚିତ ପୁଅ ବିତ୍ତିହୋତ୍ର ମହାନ୍ତିଙ୍କର ପରଲୋକ ହୋଇଛି । ଦୀର୍ଘ ଦିନ ହେଲା ଷ୍ଟୋମାକ୍‌ କ୍ୟାନସର୍‌ରେ ପୀଡ଼ିତ ଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ…

ଭିଜିଲାନ୍ସ ପଞ୍ଝାରେ ରାସ୍ତା ଓ ଗୃହ ନିର୍ମାଣ ବିଭାଗ ପୂର୍ବତନ ମୁଖ୍ୟଯନ୍ତ୍ରୀ

ଭିଜିଲାନ୍ସ ପଞ୍ଝାରେ ଆଉ ଜଣେ କୁବେର ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାସ୍ତା ଓ ଗୃହ ନିର୍ମାଣ ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ଉ । ଏକକାଳୀନ ୯ଟି ସ୍ଥାନରେ ଚଢ଼ଉ…

ପଶ୍ଚିମବଙ୍ଗ ଶ୍ରମିକଙ୍କ ଉପରେ ହେଉଥିବା ଅତ୍ୟାଚାରରେ ହସ୍ତକ୍ଷେପ କରିବାକୁ ମମତାଙ୍କ ଅନୁରୋଧ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରବିବାର ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଫୋନ୍ କରି ରାଜ୍ୟରୁ ଆସିଥିବା ଶ୍ରମିକଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାର ତଦନ୍ତ କରିବାକୁ ଅନୁରୋଧ କରିଛନ୍ତି। ସେ କହିଛନ୍ତି, ପଶ୍ଚିମବଙ୍ଗରୁ ଅନେକ ଲୋକ କାମ କରିବାକୁ…

କିଏ, କେଉଁଠି କରିବେ ତ୍ରିରଙ୍ଗା ଉତ୍ତୋଳନ?

ସାରା ଦେଶ ୭୮ତମ ସ୍ବାଧୀନତା ଦିବସ ପାଳିବ। ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହା ମଧ୍ୟ କିଏ କେଉଁଠି ଜାତୀୟ ପତାକା ଉତ୍ତୋଳନ କରିବେ ତାହା ସ୍ପଷ୍ଟ ହୋଇଛି। ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ଭୁବନେଶ୍ୱରରେ…

ଜମି ପଟ୍ଟା ପାଇବେ ହୀରାକୁଦ ବିସ୍ଥାପିତ

ପୂରଣ ହେବାକୁ ଯାଉଛି ଦୀର୍ଘଦିନର ଦାବି। ହୀରାକୁଦ ନଦୀବନ୍ଧ ଯୋଜନାରେ ଜମି, ଘର ଓ ଭିଟାମାଟି ହରାଇଥିବା ପରିବାର ଦୀର୍ଘ ୭୦ ବର୍ଷ ପରେ ନ୍ୟାୟ ପାଇବେ। ବିସ୍ଥାପିତଙ୍କୁ ମିଳିବ ଜମି ପଟ୍ଟା । ବିସ୍ଥାପିତଙ୍କୁ ୧୦ ଡିସିମିଲ ଲେଖାଏଁ ଜମି…

ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ କରିବାକୁ ଦିଦିଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ପଶ୍ଚିମବଙ୍ଗରୁ ଆଳୁ ଆସୁନଥିବାରୁ ଓଡ଼ିଶାରେ ଆଳୁ ସଙ୍କଟ ଦେଖାଦେଇଛି । ଏ ଦିଗରେ ପଦକ୍ଷେପ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଫୋନ ଯୋଗେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ ଆଲେଚନା କରି ଆଳୁ ଯୋଗାଣ ସମସ୍ୟା…

ଗାଡ଼ି ପାର୍କିଙ୍ଗକୁ ନେଇ ଡବଲ ମର୍ଡର ଘଟଣା: ୨ ଗିରଫ

ଭୁବନେଶ୍ବର ଗାଡ଼ି ପାର୍କିଙ୍ଗକୁ ନେଇ ଡବଲ ମର୍ଡର ଘଟଣାରେ ୨ ଅଭିଯୁକ୍ତ ଗିରଫ କରିଛି ପୋଲିସ। ପ୍ରଦୀପ ମଲ୍ଲିକ ଏବଂ ଗଣେଶ ମଲ୍ଲିକଙ୍କୁ ଚଣ୍ଡିଖୋଲରୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ହତ୍ୟା ସମୟରେ ବ୍ୟବହୃତ ଏକ ଗାଡି ଜବତ ହୋଇଛି। ଏଥିସହ…