Category: ତାଜା ଖବର

ଶଙ୍ଖ ଭବନରେ ଆରମ୍ଭ ହେଲା ବିଜେଡି ବିଧାୟକ ଦଳ ବୈଠକ

ଶଙ୍ଖ ଭବନରେ ଆରମ୍ଭ ହେଲା ବିଜେଡି ବିଧାୟକ ଦଳ ବୈଠକ । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ଯକ୍ଷତାରେ ଶଙ୍ଖ ଭବନରେ ଆରମ୍ଭ ହୋଇଛି ବୈଠକ । ବୈଠକରେ କିଏ ହେବେ ବିରୋଧୀ ଦଳ ନେତା ନିଷ୍ପତ୍ତି ସହ ଦଳର ପରାଜୟ…

ମହାନଦୀ ଶୁଖି ଯାଉଛି, ଯେତିକି ପାଣି ମିଳିବା କଥା ଓଡ଼ିଶାକୁ ସେତିକି ମିଳୁନି: ପ୍ରସନ୍ନ ଆଚାର୍ଯ୍ୟ

ପୁଣି ଉଠିଲା ମହାନଦୀ ପ୍ରସଙ୍ଗ । ଓଡ଼ିଶାରେ ସରକାର ବଦଳି ଥିଲେ ମଧ୍ୟ ମହାନଦୀ ଜଳ ବିବାଦ ଥମିନାହିଁ। ବିଜେପି-ବିଜେଡି ମଧ୍ୟରେ ବିତର୍କ । ରାଜ୍ୟରେ ବିଜେପି ସରକାର ଗଠନ ହେବା ମାତ୍ରେ ମହାନଦୀ ଜଳ ବିବାଦକୁ ନେଇ ରାଜନୀତି ଆରମ୍ଭ…

ଘରୁ ବିପୁଳ ପରିମାଣର ମାଂସ ଜବତକୁ ନେଇ ଉତ୍ତେଜନା

ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ ମୁକୁନ୍ଦପ୍ରସାଦ ନିକଟ ଏକ ଘରୁ ବିପୁଳ ପରିମାଣର ମାଂସ ଜବତ ହୋଇଛି ପୋଲିସ । ଏହା କି ମାଂସ ଆଶଂକା ନେଇ ଉତ୍ତେଜନା ପ୍ରକାଶ ପାଇଛି। ଡିପ୍ ଫ୍ରିଜ ଭିତରେ ଏହି ମାଂସ କାହିଁକି ରଖାଯାଇଥିଲା,…

ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ; ଚିଟଫଣ୍ଡ ଟଙ୍କା ଫେରସ୍ତ ପାଇଁ ତତ୍ପରତା

ସରକାର ଗଠନ ହେବାର କିଛିଦିନ ମଧ୍ୟରେ ଆକ୍ସନ ମୋଡକୁ ଆସିଛନ୍ତି ବିଜେପି ସରକାର। ମୁଖ୍ୟମନ୍ତ୍ରୀ ମୋହନ ମାଝି ବୁଧବାର ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କ ସମ୍ପୂର୍ଣ୍ଣ ତଥ୍ୟ ମାଗଛନ୍ତି। ଚିଟଫଣ୍ଡ ଟଙ୍କା ଫେରସ୍ତ ପାଇଁ ତତ୍ପରତା ପ୍ରକାଶ କଲେ ରାଜ୍ୟ ସରକାର। ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ…

ପ୍ରକାଶ ପାଇଲା ଓଏସ୍ଏସଟିଇଟି ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡିଶା ସିନିୟର ସେକେଣ୍ଡାରୀ ଟିଚର ଇଲିଜିବିଲିଟି ଟେଷ୍ଟ (OSSTET) ପରୀକ୍ଷା ଫଳ । ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ରେଜଲ୍ଭ ପ୍ରକାଶ ପାଇଛି । ବୋର୍ଡ ୱେବ୍‌ସାଇଟ୍ www.bseodisha.ac.in ରେ ଦେଖିପାରିବେ ନିଜର ପରୀକ୍ଷାଫଳ। କୃତକାର୍ଯ୍ୟ ହୋଇଥିବା…

ସୁରମା ପାଢୀ ହେଲେ ବାଚସ୍ପତି ପ୍ରାର୍ଥୀ

ବିଜେପିର ବାଚସ୍ପତି ପ୍ରାର୍ଥୀ ହେଲେ ରଣପୁର ବିଧାୟିକା ସୁରମା ପାଢୀ । ରାଜ୍ୟ ବିଧାନସଭାରେ ବିଜେପି ବିଧାୟକ ଦଳ ବୈଠକ ଶେଷ ହୋଛି। ଏହି ବୈଠକରେ ବିଧାନସଭା ବାଚସ୍ପତି ଭାବେ ରଣପୁର ବିଧାୟିକା ସୁରମା ପାଢ଼ୀଙ୍କୁ ବାଚସ୍ପତି ପାଇଁ ମନୋନୀତ କରାଯାଇଛି।…

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ୨ ଅଧିକାରୀଙ୍କୁ ନିଯୁକ୍ତି

ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ କାର୍ଯ୍ୟାଳୟରେ ୨ ଅଧିକାରୀ ସତୀଶ ଚନ୍ଦ୍ର ସାମଲ ଓ ବିନୋଦ ବିହାରୀ ସିଂହଙ୍କୁ ନିଯୁକ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ସତୀଶ ଚନ୍ଦ୍ର ସାମଲଙ୍କୁ ନିଯୁକ୍ତି କରାଯାଇଛି। ସେହିପରି ଯୋଜନା ଓ ସଂଯୋଜନା ବିଭଗର…

ଶ୍ରୀମନ୍ଦିରରେ ବିବାଦ ପାଇଁ ମହାପ୍ରଭୁଙ୍କ ନୀତି ବିଳମ୍ବ

ଆଜି ସେବକଙ୍କ ମଧ୍ୟରେ ବିବାଦ ପାଇଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିଳମ୍ବରେ ଚାଲିଛି ନୀତି। ଗତକାଲି ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ ହେବାର ପରମ୍ପରା ରହିଥିବା ବେଳେ ସେବାୟତଙ୍କ ମଧ୍ୟରେ ବିବାଦ ଦେଖା ଦେଇଥିଲା…

ଡ୍ରେନରେ ଭାସିଯାଇ ନାବାଳକ ମୃତ୍ୟୁ ଘଟଣା: ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବାକୁ ବିଏମସି କମିଶନରଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବରରେ ୟୁନିଟ-୩ ମସଜିଦ କଲୋନି ନିକଟରେ ମଙ୍ଗଳବାର ଅପରାହ୍‌ଣରେ ନାଳରେ ଭାସିଯାଇ ୮ ବର୍ଷ ବୟସର ନାବାଳକ ଆବୁ ବକର ସାହର ମୃତ୍ୟୁ ଘଟଣାରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଘଟଣାସ୍ଥଳ ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ବ୍ୟାରିକେଡ କାହିଁକି ହୋଇନି ବୋଲି…

ସୁଟିଂ ସାରି ଫେରୁଥିବାବେଳେ ଟ୍ରକ୍-କାର୍ ମୁହାଁମୁହିଁ ଧକ୍କା: ଜଣେ ମୃତ,୪ ଗୁରୁତର

କଟକ ଜିଲ୍ଲା ତ୍ରିଶୁଳିଆ କାଜିପାଟଣା ନିକଟରେ କୁଆଖିଆ ନଦୀ ପୋଲ ଉପରେ ଗତକାଲି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ଟ୍ରକ୍‌କୁ ପିଟିଦେଇଛି କାର୍‌। କାର୍‌ଟିକୁ ଧକ୍କା ଦେଲପରେ ବ୍ରିଜରୁ ତଳକୁ ଭାରାସାମ୍ୟ ହରାଇ ଖସି ପଡ଼ିଛି ଟ୍ରକ୍‌।…